-+91-9937148622 |

prerana_bgr@rediffmail.com |

  Tuesday 29th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||     

HOME   ଜିଲ୍ଲା

ନରସିଂହଙ୍କ ମାରାଥନ ନିର୍ବାଚନ ପ୍ରଚାର, ଲୋକଙ୍କୁ ମିଛ କହି ଭୋଟ ମାଗୁଥିବା ରାଜନେତାଙ୍କୁ ବରଖାସ୍ତ କରନ୍ତୁ ଲୋକେ: ସମରେନ୍ଦ୍ର

22-Apr-2024



ବଲାଙ୍ଗୀର(ପ୍ରେରଣା ଖବର): ଆଗକୁ ନିର୍ବାଚନ ଅଛି । ସବୁ ଦଳର ରାଜନେତା ଭୋଟ ମାଗିବା ପାଇଁ ଆପଣମାନଙ୍କୁ ପାଖକୁ ଆସିବେ । ଭୋଟ ଦେବା ବେଳେ ଆପଣମାନେ ନିଶ୍ଚିତ ଭାବେ ରାଜନେତାଙ୍କ ଅତିତ କାର୍ଯ୍ୟକଳାପକୁ ତର୍ଜମା କରିବେ । ଏବେ ଆପଣମାନଙ୍କ ପାଖକୁ ଏପରି ନେତା ଆସିବେ ଯେଉଁମାନେ ଦିର୍ଘ ବର୍ଷ ଧରି ସରକାର ରେ ରହି ଗୁରୁତ୍ୱପୂର୍ଣ୍ଣ ବିଭାଗମାନଙ୍କରେ ମନ୍ତ୍ରୀ ଥାଇ ଲୋକଙ୍କ ସମସ୍ୟା ପ୍ରତି ଅଣଦେଖା କରିଛନ୍ତି । ଏପରି କି ନୈତିକତାକୁ ଭୁଲି ଭୋଟ ହତେଇବା ପାଇଁ ସେହି ରାଜନେତାମାନେ ଅନେକ ପ୍ରକାର ମିଛ ପ୍ରତିଶୃତି ଦେଇ ଆପଣମାନଙ୍କର ମୁଲ୍ୟବାନ ଭୋଟ ହାତେଇବାର ଅପଚେଷ୍ଟା କରିଥାନ୍ତି । ଏହିପରି ରାଜନେତାଙ୍କୁ ଲୋକେ ଆଗାମୀ ନିର୍ବାଚନରେ ବରଖାସ୍ତ କରନ୍ତୁ ବୋଲି ଗତ କାଲି ଦେଓଗାଁ ବ୍ଲକ ଅନ୍ତର୍ଗତ ମୁକୁନ୍ଦପୁର ପଂଚାୟତ ର ତେଲପାଲି, ମହଲେଇ ପଂଚାୟତର ମହଲେଇ, ଉପରଝର ପଂଚାୟତ ର ଉପରଝର ଗାଁ ଠାରେ ଆସନ୍ତା ବିଧାନସଭା ନିର୍ବାଚନ ପରିପ୍ରେକ୍ଷିରେ ଅନୁଷ୍ଠିତ ଜନ ଆଶିର୍ବାଦ ସଭାରେ ବଲାଙ୍ଗିର ନିର୍ବାଚନ ମଣ୍ଡଳି କଂଗ୍ରେସ ବିଧାୟକ ପ୍ରାର୍ଥୀ ସମରେନ୍ଦ୍ର ମିଶ୍ର ନିଜ ବକ୍ତବ୍ୟରେ କହିଛନ୍ତି । ବିଧାୟକ ପ୍ରାର୍ଥୀ ଶ୍ରୀ ମିଶ୍ର ଆହୁରି ମଧ୍ୟ କହିଛନ୍ତି ଯେ ଏହି ଅଂଚଳର ବିକାଶଧାରାକୁ ଆଗକୁ ନେବାକୁ ହେଲେ ପୁଣିଥରେ କଂଗ୍ରେସ ଦଳକୁ ଭୋଟ ଦେବାକୁ ହେବ । ଏହି ଅବସରରେ ଉପସ୍ଥିତ ବଲାଙ୍ଗିର ବିଧାୟକ ନରସିଂହ ମିଶ୍ର କହିଛନ୍ତି ଯେ ଅବହେଳିତ ସମାଜର ସ୍ୱର ହେଉଛି କଂଗ୍ରେସ ଦଳ । ଦେଶ ଓ ରାଜ୍ୟରେ ଯଦି କେଉଁ ଦଳ ଲୋକଙ୍କ ହକ୍ ର କଥା କହୁଛି ସେ ହେଉଛି କଂଗ୍ରେସ ଦଳ । ଅବହେଳିତ, ନିଷ୍ପେଷିତଙ୍କୁ ସାମାଜିକ ତଥା ଅର୍ଥନୈତିକ ସୁରକ୍ଷା ହେଉ କି ଯୁବକଙ୍କୁ ରୋଜଗାରର କଥା

ସେ ସବୁ ର ସମସ୍ୟା ସମାଧାନ ପାଇଁ କେବଳ ନିର୍ବାଚନ ସମୟରେ ନୁହେଁ ବର୍ଷ ତମାମ ବିଧାନସଭା, ଲୋକସଭା ଓ ରାଜରାସ୍ତାରେ କଂଗ୍ରେସ ଦଳ ହିଁ ଅବହେଳିତଙ୍କ ସ୍ୱର ଭାବରେ ଅନବରତ କାମ କରିଆସୁଛି । ତେଣୁ ଏଥର ନିଶ୍ଚିତ ଭାବେ ଲୋକେ ଆମ ଅଂଚଳରେ କଂଗ୍ରେସ ଦଳ ପ୍ରତି ପୁଣି ଆସ୍ଥା ପ୍ରକଟ କରିବେ ବୋଲି ବିଧାୟକ ନରସିଂହ ମିଶ୍ର କହିଛନ୍ତି । ଅନ୍ୟମାନଙ୍କ ମଧ୍ୟରେ ଦେଓଗାଁ ବ୍ଲକ ଉପାଧ୍ୟକ୍ଷ ସୂର୍ଯ୍ୟକାନ୍ତି ଛତ୍ରିଆ, ରାମଜୀ ଚୈାଧୁରି, ଆଦିବାସୀ ନେତା ମୟ ପ୍ରଧାନୀ, ସେବାଦଳ ମୁଖ୍ୟ ଅସୀତ ମିଶ୍ର, ମନବୋଧ ହରପାଲ, ନାରାୟଣ ସାହୁ, ରାଜୁ ବିଶ୍ୱାଲ, ସରପଂଚ ଚିତ୍ତ ରଂଜନ ସାହୁ, ଶଙ୍କର୍ଷଣ ମହାପାତ୍ର, କୃଷ୍ଣଚନ୍ଦ୍ର ସାହୁ, ବରୁଣ ଧରୁଆ, ପଡୁ ରଣା, ସରୋଜ ଭୋଇ ପ୍ରମୁଖ ମଂଚାସୀନ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   28-Sep-2026
  ଜିଲ୍ଲା  
ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   28-Sep-2026
  ଜିଲ୍ଲା  
ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   28-Sep-2026
  ରାଜ୍ୟ  
ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   28-Sep-2026
  ଅପରାଧ  
ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ   28-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   28-Sep-2026
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026

You Might Also Like