-+91-9937148622 |

prerana_bgr@rediffmail.com |

  Thursday 14th May 2026 |

| | | |

R.N.I. Regd No. ODIODI/2010/46693

Breaking News

ବସ୍‌ରେ ଯିବା ଆସିବା କରିବେ ପରିବହନ ମନ୍ତ୍ରୀ; ନେଲେ ବଡ଼ ନିଷ୍ପତ୍ତି, ଇଭି ବ୍ୟବହାର ପାଇଁ ଅପିଲ୍ କଲେ   (14-May-2026)       ||      ଶ୍ରଦ୍ଧା ଫାଉଣ୍ଡେସନ ତରଫରୁ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ   (14-May-2026)       ||      ବିଦ୍ୟା ବିକାଶ ସ୍କୁଲରେ ସିବିଏସସି ଯୁକ୍ତ ୨ ପରୀକ୍ଷା ଫଳ ପ୍ରକାଶିତ ପରେ ଛାତ୍ରଛାତ୍ରୀ ଙ୍କୁ ସମ୍ବଦ୍ଧିତ    (14-May-2026)       ||      ଦଶମ ଜିଲ୍ଲାପରିଷଦ ବୈଠକ ଶେଷ    (14-May-2026)       ||      ସମ୍ବଲପୁର ପବ୍ଲିକ ଲାଇବ୍ରେରୀ ରେ ଡାକ୍ତର ଜନାର୍ଦନ ପୂଜାରୀ ସ୍ମାରକୀ ବକ୍ତୃତା।   (14-May-2026)       ||      ମାଟ୍ରିକ ପରୀକ୍ଷାରେ ବ୍ଲକ୍ ଟପ୍ପର ତଥା ବିଦ୍ୟାଳୟର କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   (14-May-2026)       ||      ପୁଅକୁ ମାରି ମାଟିତଳେ ପୋତି ଦେଲେ ବାପା, ମା    (14-May-2026)       ||      ସିବିଏସ୍‌ଇ ଦ୍ବାଦଶ ପରୀକ୍ଷାରେ କଣ୍ଟାମାଳ ଆଦର୍ଶ ବିଦ୍ୟାଳୟ ର ସଫଳତା, ୯୦.୪ପ୍ରତିଶତ ରଖି ସୋନାଲି କର୍ଣ୍ଣ ସ୍କୁଲ ଟପ୍ପର    (14-May-2026)       ||      ବରୀ ତହସିଲ ଅଧୀନରେ ଚାଲିଛି ବେଧଡ଼କ ମାଟି, ବାଲି ଲୁଟ୍   (14-May-2026)       ||      ସି.ବି.ଏସ୍‌.ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷାରେ ଡି.ଏ.ଭି କଳିଙ୍ଗ ନଗରର ଛାତ୍ରଛାତ୍ରୀଙ୍କ ସଫଳତା ୯୬.୮୦ ପ୍ରତିଶତ ସହ ବିଜ୍ଞାନରେ ପ୍ରତୀକ ଷଡ଼ଙ୍ଗୀ ଏବଂ ୯୬. ୪୦ ପ୍ରତିଶତ ସହ ଆଞ୍ଜେଲିନା ଭୂୟାଁ ବାଣିଜ୍ୟରେ ବିଦ୍ୟାଳୟରେ ପ୍ରଥମ     ବିଜ୍ଞାନରେ ୮୦.୪୫  ପ୍ରତିଶତ ଏବଂ ବାଣିଜ୍ୟରେ ୮୦.୬୦ ପ୍ରତିଶତ ସହ ବିଦ୍ୟାଳୟର ସାମଗ୍ରିକ ହାର ୮୦.୪୮ ପ୍ରତିଶତ ରହିଛି    (13-May-2026)       ||      ଯୁବୋଦୟର ଛାତ୍ରଛାତ୍ରୀଙ୍କ ସଫଳତା : ଜେଇଇ, ନିଟ୍ ସହିତ ସିବିଏସଇ ବୋର୍ଡରେ ମଧ୍ୟ ଉତ୍କୃଷ୍ଟ ପ୍ରଦର୍ଶନ   (13-May-2026)       ||      ପିସି ଓ ଚୌକି ମୋହରେ ବାବୁ, ଠିକାଦାର ମହଲରେ ଅସନ୍ତୋଷ   (13-May-2026)       ||      ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ସି.ଵି.ଏସ.ଇ ଦ୍ବାଦଶ (ବିଜ୍ଞାନ)ଫଳାଫଳ  ପ୍ରକାଶିତ    (13-May-2026)       ||      ବିନିକା ପ୍ରିମୀୟର ଲିଗ,ସ୍ମାର୍ଟ୧୧କୁ ହରାଇ ତ୍ରିରଙ୍ଗାର ବିଜୟ ଧାରା ଜାରି   (13-May-2026)       ||      *ସୁବର୍ଣ୍ଣପୁର ରେ ମୁଖ୍ୟମନ୍ତ୍ରୀ ଟ୍ରଫି ଫୁଟବଲ ଚମ୍ପିୟାନ ସିପ ର ଦ୍ୱିତୀୟ ଦିବସ*   (13-May-2026)       ||      *ଘର କୁ ଘର ଗ୍ୟାସ ହୋମ ଡେଲିଭରୀ ସେବା ପ୍ରଦାନ କରିବା କୁ ଉପଭୋକ୍ତା ଙ୍କୁ ଦୃଢ ପ୍ରତିଶୁତି ଦେଲେ ଚରଣ ନାଏକ*   (13-May-2026)       ||      କଳାହାଣ୍ଡି ଜିଲ୍ଲା ପୋଲିସ ବିଭାଗ ପକ୍ଷରୁ ନର୍ଲା ଥାନା କାର୍ଯ୍ୟକଳାପ ପାଇଁ ଏକ ନମ୍ୱର୍ ସ୍ଥାନ ଅଧିକାର କରିଥିବା ସୂଚନା !   (13-May-2026)       ||      *ଖୁଟଗୁଡା ରେ ହିନ୍ଦୁ ମହାସଂଘ ପ୍ରମୁଖ ଙ୍କୁ ଭବ୍ୟ ସ୍ଵାଗତ*   (13-May-2026)       ||      ଘରୋଇ ଇଞ୍ଜିନିୟରିଂ କଲେଜ ଛାତ୍ରୀଙ୍କୁ ଗଣଦୁଷ୍କର୍ମ, ପୁରୁଷ ବନ୍ଧୁଙ୍କ ସମେତ ୪ ଗିରଫ   (13-May-2026)       ||      ନିଟ୍ ପ୍ରଶ୍ନପତ୍ର ଲିକ୍ ଘଟଣା ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ କଲା ଏଆଇଡିଏସ୍ଓ    (13-May-2026)       ||     

HOME   ଜିଲ୍ଲା

ଜିଲ୍ଲା ଟେକ୍ସ ଓକିଲ ସଂଘ ତରଫରୁ ସାଇରାଜ ମିଶ୍ରଙ୍କୁ ସମ୍ବର୍ଦ୍ଧନା

22-Apr-2024



ବଲାଙ୍ଗୀର(ପ୍ରେରଣା ଖବର) : ବାଣିଜ୍ୟକର ସ୍ଥିତ ଜିଲ୍ଲା ଟେକ୍ସ ବାର ଓକିଲ ସଂଘ କାର୍ଯ୍ୟାଳୟ ଠାରେ ସଭାପତି ଶାନ୍ତନୁ କୁମାର ଭୋଇଙ୍କ ସଭାପତିତ୍ୱରେ ଏକ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଅଛି । ସର୍ବ ଭାରତୀୟ ପ୍ରସାସନିକ ସେବା ପରୀକ୍ଷାରେ ସଫଳତା ପାଇଥିବା ବଲାଙ୍ଗିର ମାଟିର ଗର୍ବ ଓ ଗୌରବ ସାଇରାଜ ମିଶ୍ରଙ୍କୁ ପୁଷ୍ପଗୁଚ୍ଛ ଓ ଉପଢୈାକନ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା । ପ୍ରକାଶ ଥାଉ କି ସାଇରାଜ ଙ୍କର ପିତା ସଞ୍ଜୟ ମିଶ୍ର ମଧ୍ୟ ଉପସ୍ଥିତ ଥିଲେ । ସମ୍ପାଦକ ପ୍ରଭଞ୍ଜନ ହୋତା ଶ୍ରୀ ମିଶ୍ରଙ୍କ ବିଷୟରେ ସମ୍ୟକ ସୁଚନା ପ୍ରଦାନ କଲେ । ଉଭୟ ଶ୍ରୀ ମିଶ୍ର ବାପା ଓ ପୁଅ ତାଙ୍କର ସଫଳତାର ବିଭିନ୍ନ ସୋପାନ ବିଷୟରେ ବିସ୍ତୃତ ଭାବରେ ବକ୍ତବ୍ୟ ରଖିଥିଲେ । ପରିଶ୍ରମ, ଏକାଗ୍ରତା, ସଂସ୍କାର, ଗୁରୁଜନମାନଙ୍କର ଦିଗ ଦର୍ଶନ ହିଁ ସଫଳତାର ମୂଳମନ୍ତ୍ର ବୋଲି କହିଥିଲେ । ଏହି ସମ୍ବର୍ଦ୍ଧନା ସଭାରେ ଜିଲ୍ଲା ଟେକ୍ସ ଓକିଲ ସଂଘର ସମସ୍ତ ସଭ୍ୟମାନେ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ବସ୍‌ରେ ଯିବା ଆସିବା କରିବେ ପରିବହନ ମନ୍ତ୍ରୀ; ନେଲେ ବଡ଼ ନିଷ୍ପତ୍ତି, ଇଭି ବ୍ୟବହାର ପାଇଁ ଅପିଲ୍ କଲେ   14-May-2026
  ଜିଲ୍ଲା  
ଶ୍ରଦ୍ଧା ଫାଉଣ୍ଡେସନ ତରଫରୁ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ   14-May-2026
  ଜିଲ୍ଲା  
ବିଦ୍ୟା ବିକାଶ ସ୍କୁଲରେ ସିବିଏସସି ଯୁକ୍ତ ୨ ପରୀକ୍ଷା ଫଳ ପ୍ରକାଶିତ ପରେ ଛାତ୍ରଛାତ୍ରୀ ଙ୍କୁ ସମ୍ବଦ୍ଧିତ   14-May-2026
  ଜିଲ୍ଲା  
ଦଶମ ଜିଲ୍ଲାପରିଷଦ ବୈଠକ ଶେଷ   14-May-2026
  ଜିଲ୍ଲା  
ସମ୍ବଲପୁର ପବ୍ଲିକ ଲାଇବ୍ରେରୀ ରେ ଡାକ୍ତର ଜନାର୍ଦନ ପୂଜାରୀ ସ୍ମାରକୀ ବକ୍ତୃତା।   14-May-2026
  ଜିଲ୍ଲା  
ମାଟ୍ରିକ ପରୀକ୍ଷାରେ ବ୍ଲକ୍ ଟପ୍ପର ତଥା ବିଦ୍ୟାଳୟର କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   14-May-2026
  ଜିଲ୍ଲା  
ପୁଅକୁ ମାରି ମାଟିତଳେ ପୋତି ଦେଲେ ବାପା, ମା   14-May-2026
  ଜିଲ୍ଲା  
ସିବିଏସ୍‌ଇ ଦ୍ବାଦଶ ପରୀକ୍ଷାରେ କଣ୍ଟାମାଳ ଆଦର୍ଶ ବିଦ୍ୟାଳୟ ର ସଫଳତା, ୯୦.୪ପ୍ରତିଶତ ରଖି ସୋନାଲି କର୍ଣ୍ଣ ସ୍କୁଲ ଟପ୍ପର   14-May-2026
  ଜିଲ୍ଲା  
ବରୀ ତହସିଲ ଅଧୀନରେ ଚାଲିଛି ବେଧଡ଼କ ମାଟି, ବାଲି ଲୁଟ୍   14-May-2026
  ଶି‍କ୍ଷା ଓ ନିଯୁକ୍ତି  
ସି.ବି.ଏସ୍‌.ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷାରେ ଡି.ଏ.ଭି କଳିଙ୍ଗ ନଗରର ଛାତ୍ରଛାତ୍ରୀଙ୍କ ସଫଳତା ୯୬.୮୦ ପ୍ରତିଶତ ସହ ବିଜ୍ଞାନରେ ପ୍ରତୀକ ଷଡ଼ଙ୍ଗୀ ଏବଂ ୯୬. ୪୦ ପ୍ରତିଶତ ସହ ଆଞ୍ଜେଲିନା ଭୂୟାଁ ବାଣିଜ୍ୟରେ ବିଦ୍ୟାଳୟରେ ପ୍ରଥମ     ବିଜ୍ଞାନରେ ୮୦.୪୫  ପ୍ରତିଶତ ଏବଂ ବାଣିଜ୍ୟରେ ୮୦.୬୦ ପ୍ରତିଶତ ସହ ବିଦ୍ୟାଳୟର ସାମଗ୍ରିକ ହାର ୮୦.୪୮ ପ୍ରତିଶତ ରହିଛି   13-May-2026
  ରାଜ୍ୟ  
ଯୁବୋଦୟର ଛାତ୍ରଛାତ୍ରୀଙ୍କ ସଫଳତା : ଜେଇଇ, ନିଟ୍ ସହିତ ସିବିଏସଇ ବୋର୍ଡରେ ମଧ୍ୟ ଉତ୍କୃଷ୍ଟ ପ୍ରଦର୍ଶନ   13-May-2026
  ଜିଲ୍ଲା  
ପିସି ଓ ଚୌକି ମୋହରେ ବାବୁ, ଠିକାଦାର ମହଲରେ ଅସନ୍ତୋଷ   13-May-2026

You Might Also Like