-+91-9937148622 |

prerana_bgr@rediffmail.com |

  Tuesday 29th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||     

HOME   ଜିଲ୍ଲା

ଲୋକଙ୍କ ଜୀବନ ସହ ଖେଳୁଛନ୍ତି ବେଆଇନ ମଦ ବେପାରୀ - ନିଶା ବଢ଼ାଇବାକୁ ମଦରେ ମିଶୁଛି ସଲ୍ୟୁସନ ଓ ଭଲିଓନଟେନ

22-Apr-2024



ବୀରମହାରାଜପୁର, (ବିନୋଦ ପାଣ୍ଡେ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଉପଖଣ୍ଡର ସୁବଳୟା ଥାନା ଅଞ୍ଚଳରେ ଖୁଲମଖୁଲା ଭାବେ ଚାଲିଛି ବେଆଇନ ଦେଶୀ ମଦ କରାବାର। ଉକ୍ତ ଥାନା ଅନ୍ତର୍ଗତ ଏକ ନିର୍ଦ୍ଦିଷ୍ଟ ସ୍ଥାନରେ ମଦ ମାଫିଆମାନେ ମଦ ପ୍ରସ୍ତୁତି କରିବା ସହ ମଦକୁ ଅଧିକ ନିଶାଯୁକ୍ତ କରିବା ପାଇଁ ମଦ ମାଫିଆମାନେ  ପୋଚରେ ମହୁଲ ସହ ନିର୍ଗୁଣ୍ଡି ଗଛର ଛାଲି,ଅମରି ପତ୍ର,ସାହାଜ ପତ୍ର, ୟୁରିଆ ସାର ଓ ସବୁଠାରୁ ବିପଜ୍ଜନକ ଗାଡ଼ି ପଙ୍କଚର ସଜାଡିରେ ବ୍ୟବହୃତ ସାଲ୍ୟୁସନ ଓ ଭଲିଓନ ଟେନ ଆଦି ବିଷାକ୍ତ ଜିନିଷ ପକାଇ ମଦ ପ୍ରସ୍ତୁତି କରୁଥିବା ଜଣେ ମଦ ଚୋରାଚାଲାଣ କରୁଥିବା  ବ୍ୟକ୍ତି ଗୁପ୍ତ ନାମରେ ପ୍ରକାଶ କରିଛନ୍ତି। ଉକ୍ତ ମଦ ବେପାରୀ  ବିଭିନ୍ନ ଗାଁ' ର ଥିବା କୁଚିଆ ବିକ୍ରେତା ମଦ ବେପାରୀ ମାନଙ୍କୁ ଘରକୁ ଘର ହୋମଡେଲିଭରି ଭାବେ କମ୍ ମୂଲ୍ୟରେ ଯୋଗାଇ ଦେଉଥିବା ଉକ୍ତ ବ୍ୟକ୍ତି ଜଣକ ପ୍ରକାଶ କରିଛନ୍ତି।  ଅତି ନିକଟରେ ଓ ସହଜରେ ମଦ ମିଳୁଥିବାରୁ ଅଞ୍ଚଳରେ ମଦୁଆଙ୍କ ସଂଖ୍ୟା କ୍ରମଶଃ ବଢ଼ିବାରେ ଲାଗିଛି। ତେବେ ଏଭଳି ବିଷାକ୍ତ ସାମଗ୍ରୀ ଶରୀର ମଧ୍ୟକୁ ପ୍ରବେଶ କରେ କ'ଣ ହେଉଥିବ ତାହା ସହଜେ ଅନୁମେୟ। କିନ୍ତୁ ନିଶା ପାଇଁ ପାଗଳ ସାଜିଥିବା ଲୋକେ ଏ ସବୁକୁ ଆଖି ବୁଜି ଦେଇଥିବା ଜଣାପଡିଛି।  ଅପମିଶ୍ରିତ ମଦପିଇ ସୁବଳୟା ଅଞ୍ଚଳର ବିଭିନ୍ନ ଗ୍ରାମର ଅନେକ ଲୋକ ରୋଗଗ୍ରସ୍ତ ହେଲେଣି।  ମଦ ବେପାରୀ ମାନେ ଲୋକଙ୍କ ସହ ଏହି ବିପଜ୍ଜନକ ଖେଳ ଖେଳୁଥିବା ବେଳେ ଅବକାରୀ ଓ ପୁଲିସ ବିଭାଗ ନିଦାବିଷ୍ଣୁ ସାଜିଛନ୍ତି। ବୋଧହୁଏ କୈାଣସି ବଡ଼ ଧରଣର ଦୁର୍ଘଟଣା ଘଟିବା ପରେ ଏମାନଙ୍କ ନିଦ ଭାଙ୍ଗିବ ବୋଲି ଅଞ୍ଚଳର ସଚେତନତା ନାଗରିକ ମାନେ ଟିପ୍ପଣୀ ଦେଇଛନ୍ତି। ସେହିପରି ପିତାମହୁଲ, ଟେଭାପଦର, ଖଣ୍ଡହତା, ସଂଗ୍ରାମପୁର, ଟିକରାପଡା, ମେଟାକାନୀ ଛକ, କୁଶାଦାଦର, ତେନ୍ତୁଲିମହଦା,  ଡୁଲେଶ୍ଵର,  ଚୁପକାଦାଦାର, ସାହଜଲଥା ,ଓ ଅନ୍ୟାନ୍ୟ ସ୍ଥାନରେ ବିକ୍ରି ହେଉଥିବା ଜଣାଯାଇଛି। ତୁରନ୍ତ ଜିଲ୍ଲା ପ୍ରଶାସନ ଓ ବିଭାଗୀୟ ଅଧିକାରୀ ଏଥିପ୍ରତି ଦୃଷ୍ଟି ଦେବା ସହ ଉକ୍ତ ସ୍ଥାନରେ ବିକ୍ରି ହେଉଥିବା ଅପମିଶ୍ରିତ ମଦ ବନ୍ଦ କରିବା ପାଇଁ ଦାବି ହେଉଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   28-Sep-2026
  ଜିଲ୍ଲା  
ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   28-Sep-2026
  ଜିଲ୍ଲା  
ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   28-Sep-2026
  ରାଜ୍ୟ  
ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   28-Sep-2026
  ଅପରାଧ  
ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ   28-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   28-Sep-2026
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026

You Might Also Like