-+91-9937148622 |

prerana_bgr@rediffmail.com |

  Tuesday 29th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||     

HOME   ଜିଲ୍ଲା

ତରଭୂଜ ପାଇଁ ବଜାର ‌ବ୍ୟବସ୍ଥା ନାହିଁ, ଲାଭ ଉଠାଉଛନ୍ତି ବେପାରୀ - କ୍ଷତିରେ ଚାଷୀ

22-Apr-2024



ବୀରମହାରାଜପୁର,(ବିନୋଦ ପାଣ୍ଡେ ) : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଉପଖଣ୍ଡ ରେ ତରଭୂଜ ଚାଷୀ ଙ୍କ ପାଇଁ ଉପଯୁକ୍ତ ବଜାର ବ୍ୟବସ୍ଥା ଅଭାବରୁ ଚାଷୀ ଆଶାନୁରୂପ ଲାଭ ପାଇପାରୁ ନାହିଁ।  ପରିସ୍ଥିତି ସୁଯୋଗ ନେଇ ବେପାରୀ ମାନେ ଚାଷୀଙ୍କ ଠାରୁ ସ୍ବଳ୍ପ ଦରରେ ତରଭୂଜ କିଣିବା ସହ କିଣା ମୂଲ୍ୟ ଠାରୁ ଦୁଇଗୁଣ ଅଧିକ ଦରରେ ବିଭିନ୍ନ ସ୍ଥାନରେ ବିକ୍ରି କରି ଲାଭବାନ ହେଉଛନ୍ତି। ଏଠାରେ ଗତ ୮-୧୦ ବର୍ଷ ହେଲା ଏହି ପ୍ରକିୟା ଚଳି ଆସିଥିବା ବେଳେ ଚାଷୀର ସ୍ବାର୍ଥ ରକ୍ଷା ଲାଗି ସରକାରୀ ଭାବେ କିଛି ବ୍ୟବସ୍ଥିତ ପଦକ୍ଷେପ ଗ୍ରହଣ କରାଯାଉନାହିଁ। ଏଥି ପାଇଁ ବାରମ୍ବାର ଚାଷୀ ଙ୍କ ପକ୍ଷରୁ ଦାବି ହେଉଥିଲେ ମଧ୍ୟ ଶୁଣିବାକୁ କେହି ନାହିଁ। ବଜାର ସୁବିଧା ଅଭାବରୁ ଏଠାକାର ଅନେକ ଚାଷୀ ମୁହଁ ଫେରେଇବାକୁ ବସିଥିବା ମଧ୍ୟ ଲକ୍ଷ କରାଯାଇଛି। ବୀରମହାରାଜପୁର ଉପଖଣ୍ଡ ଦେଇ ପ୍ରବାହିତ ହରିହର ଯୋରର ଦୁଇ ପାର୍ଶ୍ୱରେ ତଥା ଅନ୍ୟାନ୍ୟ ସ୍ଥାନରେ ସହସ୍ରାଧିକ ହେକ୍ଟର ଜମିରେ ତରଭୁଜ ଚାଷ କରାଯାଉଛି।‌ ଚଳିତ ବର୍ଷ ମଧ୍ୟ ବୀରମହାରାଜପୁର ବ୍ଲକ ର ସୁବଳୟା,  ଅଚ୍ଚଣ୍ଡା,ନୂଆଗଡ,ବାଗବର,ହିଲୁଙ୍ଗ, କୃଷ୍ଣପାଲି,ଲୁଚାବନ୍ଧ,ଦୁହୁଲପାଲି, ଘଣ୍ଟପାଲି, ତେନ୍ତୁଳିମହଦା,କେଶଲପୁରା,ପଥରଘାଟ,ଝାରକୁମୁଣ୍ଡା,ରାଣୀପୁର, ବାଗବର,ଫୁଲଚରା,ଓ ନୂଆଁପଡା ଆଦି ଗ୍ରାମରେ ଅନେକ ଚାଷୀ ତରଭୁଜ ଚାଷ କରିଛନ୍ତି। ସାଧାରଣତଃ ଆଟ କିସମର ଜମିରେ ପାଣି ମୋଟର ସାହାଯ୍ୟରେ ଯୋର ଓ କୂଅରୁ  ପାଣି ମଡେଇ  ଏହି ଚାଷ କରାଯାଉଛି। ଏଥିପାଇଁ ଜାନୁଆରୀ ମାସ ଠାରୁ  ପ୍ରସ୍ତୁତି ହେବାକୁ ପଡୁଛି। ଉଦ୍ୟାନ କୃଷି ବିଭାଗ ପକ୍ଷରୁ ସାମାନ୍ୟ ବୈଷୟିକ ପରାମର୍ଶ ବ୍ୟତୀତ ଚାଷୀଙ୍କୁ ଅନ୍ୟ ରକମର ପ୍ରୋତ୍ସାହନ ମିଳି ନ ଥିଲେ ସୁଦ୍ଧା ତରଭୁଜ ଚାଷ ପ୍ରତି ରହିଥିବା ସେମାନଙ୍କ ଆଗ୍ରହ ଉଣା ହୋଇ ନାହିଁ। କୃଷି ବିଭାଗ ପକ୍ଷରୁ ଚାଷୀ ମାନେ ଗୋଷ୍ଠୀଗତ ଭାବେ ତରଭୁଜ ବିକ୍ରି କଲେ ଆବଶ୍ୟକ ବଜାର ବ୍ୟବସ୍ଥା କରାଯାଇପାରିବ ବୋଲି କୁହାଯାଉଥିଲେ ହେଁ ଏଠାରେ ଏପର୍ଯ୍ୟନ୍ତ କାର୍ଯ୍ୟକ୍ଷେତ୍ରରେ କିଛି ବି ଉଦ୍ୟମ ହେବା ଜଣାପଡିନାହି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   28-Sep-2026
  ଜିଲ୍ଲା  
ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   28-Sep-2026
  ଜିଲ୍ଲା  
ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   28-Sep-2026
  ରାଜ୍ୟ  
ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   28-Sep-2026
  ଅପରାଧ  
ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ   28-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   28-Sep-2026
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026

You Might Also Like