-+91-9937148622 |

prerana_bgr@rediffmail.com |

  Tuesday 29th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||     

HOME   ଜିଲ୍ଲା

ଅସହ୍ୟ ତାତିରେ ଜଳୁଛି ଇଟାଭାଟି - ବେଫିକର ରାଜସ୍ୱ ବିଭାଗ, ହେଉନି ଚଢ଼ାଉ - ସରକାରଙ୍କ ଲକ୍ଷାଧିକ ରାଜସ୍ୱ ହାନି

22-Apr-2024



ବୀରମହାରାଜପୁର,( ବିନୋଦ ପାଣ୍ଡେ ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବିଭିନ୍ନ ଗ୍ରାମରେ ବେଆଇନ ଭାବେ ବେଧଡକ ମାଟି ଇଟାଭାଟି ଚାଲୁଥିବା ଦେଖିବାକୁ ମିଳୁଛି । ଏବେ ଅଞ୍ଚଳରେ କିଛି ଦିନ ହେଲା ତାପମାତ୍ରା ଅହେତୁକ ଭାବେ ବୃଦ୍ଧି ପାଇଛି। ଟାଣ ଖରା ସହ ଉତ୍ତାପ ବୃଦ୍ଧି ଯୋଗୁଁ ମଧ୍ୟାହ୍ନ ରେ ଜୀବନ ଯାତ୍ରା ଠପ ହୋଇ ପଡ଼ୁଛି। ପ୍ରତିବର୍ଷ ତାପମାତ୍ରା ବୃଦ୍ଧି ପାଉଥିବାରୁ ଜଙ୍ଗଲ ଧ୍ବଂସ, ନଦୀ ନାଳରେ ଜଳ ସଙ୍କଟ, ଭୂତଳ ଜଳସ୍ତର ହ୍ରାସ ଆଦି କାରଣ ବୋଲି ପରିବେଶବିତ ମତ ପ୍ରକାଶ କରିବା ସହ ଚିନ୍ତା ପ୍ରକଟ କରୁଛନ୍ତି। ଅଞ୍ଚଳରେ ବ୍ୟାପକ ମାତ୍ରାରେ ଗଢ଼ି ଉଠିଥିବା ମାଟି ଇଟାଭାଟି ତାପମାତ୍ରା ବୃଦ୍ଧି ପ୍ରମୁଖ କାରଣ ବୋଲି ଜଣାପଡିଛି। ମାଟି ଇଟାଭାଟି ବେଆଇନ ଘୋଷଣା କରିବା ସହ ଏ ସମ୍ପର୍କରେ ସଚେତନତା ସୃଷ୍ଟି ଓ ଖିଲାପକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ସରକାରଙ୍କ ନିର୍ଦ୍ଦେଶ ରହିଛି। ବୀରମହାରାଜପୁର ତହସିଲ ଅନ୍ତର୍ଗତ ବିଭିନ୍ନ ଗ୍ରାମରେ କୁଟିର ଶିଳ୍ପ ପରି ବହୁଳ ପରିମାଣରେ ବେଧଡକ ଭାବେ ମାଟି ଇଟାଭାଟି ଗଢି ଉଠିଛି। ଏ ସମ୍ପର୍କରେ ରାଜସ୍ୱ ନିରୀକ୍ଷକ ଓ ତହସିଲ କର୍ତୃପକ୍ଷ ଦୃଷ୍ଟି ଆକର୍ଷଣ ପରେ ଫାଇନ ଆଦୟ ନା'ରେ ଟଙ୍କା ଆଦାୟ କରି ସରକାରୀ ତହବିଲରେ ଜମା କରାଯାଉନଥିବା ଅଭିଯୋଗ ହେଉଛି। ଏପରିକି ଇଟାଭାଟି ମାଲିକମାନଙ୍କ ଠାରୁ ଟଙ୍କା ଆଦାୟ ପରେ ସେମାନେ ଖୋଲାଖୋଲି ଇଟାଭାଟି ପୋଡୁଥିବା ଦେଖିବାକୁ ମିଳିଛି। ସୁବଳୟା, ବାଗବର,ପିତାମହୁଲ, ଖଣ୍ଡହତା, ମୁର୍ଷୁଣ୍ଢୀ, ବହଳପଦର, ପଞ୍ଚାୟତ ରେ ବ୍ୟାପକ ଭାବେ ମାଟି ଇଟାଭାଟି ପୋଡା ଚାଲିଥିବା ଅଭିଯୋଗ ହେଉଛି। ତାପମାତ୍ରା ବୃଦ୍ଧି ଭଲି ଗୁରୁତର ସମସ୍ୟା କୁ ନେଇ ତୁରନ୍ତ ମାଟି ଇଟାଭାଟି ଗୁଡିକ ଉପରେ ଚଢ଼ାଉ କରି ବନ୍ଦ କରିବାକୁ ବୁଦ୍ଧିଜୀବୀ ମହଲରେ ମତପ୍ରକାଶ ପାଉଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   28-Sep-2026
  ଜିଲ୍ଲା  
ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   28-Sep-2026
  ଜିଲ୍ଲା  
ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   28-Sep-2026
  ରାଜ୍ୟ  
ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   28-Sep-2026
  ଅପରାଧ  
ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ   28-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   28-Sep-2026
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026

You Might Also Like