-+91-9937148622 |

prerana_bgr@rediffmail.com |

  Monday 11th May 2026 |

| | | |

R.N.I. Regd No. ODIODI/2010/46693

Breaking News

ଗ୍ରୀଷ୍ମକାଳୀନ କରାଟେ ଟାଇକଣ୍ଡୋ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ   (10-May-2026)       ||      ସିଦ୍ଧାଶ୍ରମ ସେବା ପ୍ରତିଷ୍ଠାନ ପକ୍ଷରୁ ବୃକ୍ଷର ଯତ୍ନ ନେବା ପାଇଁ କର୍ମଶାଳା   (10-May-2026)       ||      ଚାର୍ଜସିଟ୍ ଦାଖଲ ପୂର୍ବରୁ ବେଆଇନ୍ ଆଇନଗତ ଚକ୍ରାନ୍ତ ? ଆସନ୍ତାକାଲି ପୁଣି ଜାମିନ ଆବେଦନ !   (10-May-2026)       ||      ବରଗୁଡା ଗ୍ରାମ ଠାରେ ମାଠାକୁରାଣୀ ହାଇଭୋଲ୍ଟେଜ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ   (10-May-2026)       ||      ଆମ ଢେଙ୍କାନାଳ- ଆମ ଗୌରବ   (10-May-2026)       ||      ସନ୍ଧ୍ୟା ହେଲେ ଚଉଳିଆଗଞ୍ଜ ଖେଳ ପଡିଆ ♦️ ଜମୁଛି ଅସାମାଜିକ ଯୁବକଙ୍କ ଆଡ୍ଡା   (10-May-2026)       ||      ପୋଲିସ ଭବନରେ ଗୁରୁତତ୍ୱପୂର୍ଣ୍ଣ ବୈଠକ   (10-May-2026)       ||      ବରଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଛତା ବଣ୍ଟନ    (10-May-2026)       ||      ବରଗୁଡା ଗ୍ରାମ ଠାରେ ମାଠାକୁରାଣୀ ହାଇଭୋଲ୍ଟେଜ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ l   (10-May-2026)       ||      ମୁଖ୍ୟମନ୍ତ୍ରୀ ହେବା ପରେ ଆକ୍ସନ୍ ମୋଡରେ ବିଜୟ,   (10-May-2026)       ||      *ମୌଦଲପୁର ଠାରେ ନାମ ଯଜ୍ଞ" ଅନୁଷ୍ଠିତ*   (10-May-2026)       ||      ପରିବାର ଭିତରୁ ଯୁବ ପିଢିଙ୍କ ଭିତରେ ସଂସ୍କାର ଆଣିଲେ ସେମାନେ ସଂସ୍କୃତି ର ଅବକ୍ଷୟକୁ ରୋକି ପାରିବେ    (10-May-2026)       ||      ସଡ଼କ ଦୁର୍ଘଟଣାରେ ଦୁଇଜଣ ଆହତ , ଦୁର୍ଘଟଣାଗ୍ରସ୍ତ ବ୍ୟକ୍ତିଙ୍କୁ ଉଦ୍ଧାର କରି ମେଡିକାଲ କୁ ପଠାଇଲେ ସ୍ୱାସ୍ଥ୍ୟମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ   (10-May-2026)       ||       କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର    (10-May-2026)       ||       କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର    (10-May-2026)       ||      ନିର୍ମାଣାଧୀନ କୋଠାରୁ ପଡ଼ି ଶ୍ରମିକ ମୃତ୍ୟୁ ଘଟଣା ଯନ୍ତ୍ରୀ, ଘଟଣାର ନିରପେକ୍ଷ ତଦନ୍ତ ହେଉ    (10-May-2026)       ||      ସମାଜସେବୀ ସଂଘମିତ୍ରା ପଟେଲ ସେବା ଭରତୀ ସମ୍ମାନ ରେ ସମ୍ମାନିତ    (10-May-2026)       ||      *ସୋନପୁର ଥାନାରେ ଜୁଭେଣ୍ଟିକା ସଚେତନତା*   (10-May-2026)       ||      *ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କଳାକାର ଜୀଵନ ଅବହେଳିତ,ଭୁଲିଆ ସିକୂଆଁ ଗ୍ରାମର ପୂର୍ଣ୍ଣ ସିନ୍ଧୁର ଆଜିବି ଅନେକ ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କରୁଥିବା ବେଳେ ନାଁ ବାର୍ଦ୍ଧକ୍ୟ ଭତ୍ତା, ନାଁ ମିଳେ କଳାକାର ଭତ୍ତା*   (10-May-2026)       ||      *ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ- ୨୦୨୬ ରେ ୫୭୯୬ ଗୋଟି ମାମଲା ସମାଧାନ,*   (10-May-2026)       ||     

HOME   ଜିଲ୍ଲା

ମାଁ ତାରିଣୀଙ୍କ ଦର୍ଶନ କଲେ ବିଧାୟକ ଓ ସାଂସଦ ପ୍ରାର୍ଥୀ

22-Apr-2024



ବେଲପଡା (ପୁର୍ଣ୍ଣ ଶଶୀ ଶେଖର ରାଓ) ବଲାଙ୍ଗିର ଜିଲ୍ଲା ବେଲପଡା ସହରରେ ୧୮ ତମ ମାଁ ତାରିଣୀଙ୍କ ପୂଜା ଅନୁଷ୍ଠିତ ହୋଇଯାଇଛି। ୧୭/୪/୨୪  ତାରିଖ ଦିନ କଳସ ଯାତ୍ରା ହୋଇଥିବା ବେଳେ ୧୮ ତାରିଖ ଦିନ ପୂଜାରମ୍ଭ ହୋଇଥିଲା। ପ୍ରଥମ ରାତିରେ ଦଣ୍ଡନୃତ୍ୟ, ଦ୍ବିତୀୟ ରାତିରେ ଦଣ୍ଡନୃତ୍ୟ, ତୃତୀୟ ରାତିରେ ଡ୍ୟାନ୍ସ ପ୍ରତିଯୋଗିତା, ଚତୁର୍ଥ ରାତିରେ ରାଜୁ ନନ୍ଦ ଏବଂ ଗ୍ରୁପ୍ ଅର୍କେଷ୍ଟ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ପ୍ରତ୍ୟେକ ଦିନ ମନୋରଞ୍ଜନ ପାଇଁ ବିଶାଳ ମୀନାବଜାର ରଖାଯାଇଥିଲା। ପ୍ରତ୍ୟେକ ଦିନ ମାଁ ତାରିଣୀଙ୍କ ଦର୍ଶନ ପାଇଁ ବେଲପଡା ତଥା ଅନ୍ୟାନ୍ୟ ଅଞ୍ଚଳର ହଜାର ହଜାର ଲୋକ ଯୋଗଦାନ କରି ଯାତ୍ରାର ଉପଭୋଗ କରିଥିଲେ। ମାଁ ଙ୍କ ଆଶିର୍ବାଦ ପାଇଁ ଚତୁର୍ଥ ଦିନରେ ପାଟଣାଗଡ଼ ବିଧାୟକ ସରୋଜ କୁମାର ମେହେର ସର୍ବପ୍ରଥମେ ଦର୍ଶନ କରି ମାଁ ଙ୍କ ଆଶିର୍ବାଦ ନେଇଛନ୍ତି। ଦ୍ବିତୀୟ ପର୍ଯ୍ୟାୟରେ କଂଗ୍ରେସର ସାଂସଦ ପ୍ରାର୍ଥୀ ତଥା ଓଡିଆ ଚଳଚ୍ଚିତ୍ର ଜଗତର ବିଶିଷ୍ଟ କଳାକାର ମନୋଜ କୁମାର ମିଶ୍ର ମାଁ ତାରିଣୀଙ୍କ ଦର୍ଶନ କରି ଆଶିର୍ବାଦ ଭିକ୍ଷା କରିଛନ୍ତି। ବିଧାୟକ ସରୋଜ କୁମାର ମେହେର ସବୁବେଳେ ନିର୍ବାଚନ ମଣ୍ଡଳୀର ପ୍ରତ୍ୟକ କାର୍ଯ୍ୟକ୍ରମ ରେ ଯୋଗଦେଇ ନିଜର ପ୍ରତିଭା ଦେଖାଇ ସାରିଛନ୍ତି। ଅନ୍ୟପକ୍ଷେ କଂଗ୍ରେସ ପ୍ରାର୍ଥୀ ମନୋଜ କୁମାର ମିଶ୍ର ମଧ୍ୟ ଗତକାଲି ମାଁ ଙ୍କ ଦର୍ଶନ କରିଆସିଥିବା ଯୋଗୁଁ ଲୋକେ ଅନେକ ପ୍ରଶଂସା କରୁଥିବା ଜଣାପଡିଛି । ମଙ୍ଗଳବାର ଦିନ ମାଁ ତାରିଣୀଙ୍କ ପୂଜାର ଶେଷ ରାତ୍ରୀ ଥିବା ବେଳେ ଅର୍କେଷ୍ଟ୍ରାର ଆୟୋଜନ ରହିଛି ଏବଂ ଶେଷ ରଜନୀ ରେ ଭକ୍ତଙ୍କ ପ୍ରବଳ ଭିଡ଼ ଜମିରହିବ ବୋଲି ଅନୁମାନ କରାଯାଉଛି । ଆଗାମୀ ଦିନରେ ଆହୁରି ସୁନ୍ଦର ଭାବେ ମାଁ ତାରିଣୀଙ୍କ ପୂଜା ଅନୁଷ୍ଠିତ ହେବ ବୋଲି କମିଟି ସଭାପତି ଜନାର୍ଦ୍ଦନ ସିଂ ସୂଚନା ଦେଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗ୍ରୀଷ୍ମକାଳୀନ କରାଟେ ଟାଇକଣ୍ଡୋ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ   10-May-2026
  ଜିଲ୍ଲା  
ସିଦ୍ଧାଶ୍ରମ ସେବା ପ୍ରତିଷ୍ଠାନ ପକ୍ଷରୁ ବୃକ୍ଷର ଯତ୍ନ ନେବା ପାଇଁ କର୍ମଶାଳା   10-May-2026
  ରାଜ୍ୟ  
ଚାର୍ଜସିଟ୍ ଦାଖଲ ପୂର୍ବରୁ ବେଆଇନ୍ ଆଇନଗତ ଚକ୍ରାନ୍ତ ? ଆସନ୍ତାକାଲି ପୁଣି ଜାମିନ ଆବେଦନ !   10-May-2026
  ଜିଲ୍ଲା  
ବରଗୁଡା ଗ୍ରାମ ଠାରେ ମାଠାକୁରାଣୀ ହାଇଭୋଲ୍ଟେଜ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ   10-May-2026
  ରାଜ୍ୟ  
ଆମ ଢେଙ୍କାନାଳ- ଆମ ଗୌରବ   10-May-2026
  ଜିଲ୍ଲା  
ସନ୍ଧ୍ୟା ହେଲେ ଚଉଳିଆଗଞ୍ଜ ଖେଳ ପଡିଆ ♦️ ଜମୁଛି ଅସାମାଜିକ ଯୁବକଙ୍କ ଆଡ୍ଡା   10-May-2026
  ଜିଲ୍ଲା  
ପୋଲିସ ଭବନରେ ଗୁରୁତତ୍ୱପୂର୍ଣ୍ଣ ବୈଠକ   10-May-2026
  ଜିଲ୍ଲା  
ବରଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଛତା ବଣ୍ଟନ   10-May-2026
  ଜିଲ୍ଲା  
ବରଗୁଡା ଗ୍ରାମ ଠାରେ ମାଠାକୁରାଣୀ ହାଇଭୋଲ୍ଟେଜ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ l   10-May-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ ହେବା ପରେ ଆକ୍ସନ୍ ମୋଡରେ ବିଜୟ,   10-May-2026
  ଜିଲ୍ଲା  
*ମୌଦଲପୁର ଠାରେ ନାମ ଯଜ୍ଞ" ଅନୁଷ୍ଠିତ*   10-May-2026
  ରାଜ୍ୟ  
ପରିବାର ଭିତରୁ ଯୁବ ପିଢିଙ୍କ ଭିତରେ ସଂସ୍କାର ଆଣିଲେ ସେମାନେ ସଂସ୍କୃତି ର ଅବକ୍ଷୟକୁ ରୋକି ପାରିବେ   10-May-2026

You Might Also Like