-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||     

HOME   ଜିଲ୍ଲା

ଡେଙ୍ଗ ଜୁନିଅର ରେଡକ୍ରସ ତରଫରୁ ଅଂଶୁଘାତ ପ୍ରତି ସଚେତନତା କାର୍ଯ୍ୟକ୍ରମ

23-Apr-2024



ବଲାଙ୍ଗୀର (ପ୍ରେରଣା ଖବର ): ବଲାଙ୍ଗୀର ଜିଲ୍ଲା ସଇଁତଲା ବ୍ଲକ ଅନ୍ତର୍ଗତ ଡେଙ୍ଗ ସ୍ଥିତ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ଠାରେ ଜୁନିଅର ରେଡ କ୍ରସ ତରଫରୁ ଅଂଶୁଘାତ ପ୍ରତି ସଚେତନତା କାର୍ଯ୍ୟକ୍ରମ ବିଦ୍ୟାଳୟ ର ପ୍ରଧାନଶିକ୍ଷକ ଚଣ୍ଡାଳ ମିଶ୍ରଙ୍କ ସଭାପତିତ୍ବ କାର୍ଯ୍ୟକ୍ରମକୁ ଜୁନିଅର ରେଡକ୍ରସ କାଉନସେଲର ରାମ ନାରାୟଣ ଦାଶ ସଂଯୋଜନା କରିଥିଲେ l କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ସଇଁତଲା ବିଡିଓ ବିନୟ କୁମାର ଭୋଇ , ସମ୍ମାନିତ ଅତିଥି ଭାବରେ ସହକାରୀ କାର୍ଯ୍ୟ ନିର୍ବାହୀ ଅଧିକାରୀ ବନଜା ବାସିନୀ ଦାଶ ଓ ଡେଙ୍ଗ ପଞ୍ଚାୟତର ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ ଅକ୍ଷ କୁମାର ମହାନ୍ତି ଯୋଗ ଦେଇଥିଲେ l 

ମୁଖ୍ୟ ଅତିଥି ଟାଣ ଖରା ରେ ଟାଣ ଖରାରେ ପଦାକୁ ବାହାରିବା ନାହିଁ ,ଖରାରେ କଠିନ ପରିଶ୍ରମ କରିବା ନାହିଁ ,ଜରୁରୀ କାମରେ ବାହାରକୁ ଯିବାକୁ ହେଲେ କଳା ଚଷମା, ଚପଲ, ମୁଣ୍ଡରେ ଓଦା ଗାମୁଛା ଏବଂ ଛତା ବ୍ୟବହାର କରିବା,  ହାଲୁକା ଏବଂ ଢିଲା ପୋଷାକ ପରିଧାନ କରିବା, ମାଦକ ଦ୍ରବ୍ୟ ଠାରୁ ଦୂରେଇ ରହିବା, ଜଳ ଶୁଷ୍କତାରୁ ରକ୍ଷା ପାଇବା ପାଇଁ ଅଧୂକ ପାଣି, ଓ.ଆର୍.ଏସ୍ ଦ୍ରବଣ, ପଣା, ତୋରାଣି, ଘୋଳଦହି ଓ ଆଖୁରସ ପିଇବା, ଅଂଶୁଘାତରେ ଆକ୍ରାନ୍ତ ବ୍ୟକ୍ତିଙ୍କୁ ଯଥାଶୀଘ୍ର ଡାକ୍ତରଖାନା ନେଇ ଚିକିତ୍ସା କରିବା,ଗୃହପାଳିତ ପଶୁପକ୍ଷୀମାନଙ୍କୁ ଛାଇରେ ରଖନ୍ତୁ ଏବଂ ପ୍ରଚୁର ପରିମାଣରେ ପାଣି ପିଇବାକୁ ଦେବା ଆଦି ବିଷୟରେ  ବୈଜ୍ଞାନିକ ଦୃଷ୍ଟିରେ ମାତ  ରଖିଥିଲେ ।  

ଶିକ୍ଷାର୍ଥୀ ମାନଙ୍କୁ ପରିବାରର ଅନ୍ୟ ସଦସ୍ୟ ଓ  ଗ୍ରାମବାସୀଙ୍କୁ ସଚେତନ କରିବା ପାଇଁ  ମଧ୍ୟ ଉପଦେଶ ଦେଇଥିଲେ l କାର୍ଯ୍ୟକ୍ରମରେ ଶିକ୍ଷକ କୃପାସିନ୍ଧୁ ମିଶ୍ର, ସୁଦର୍ଶନ ଦାଶ, ସମୀର ସେଠି, ହିମାଂଶୁ ଶେଖର ବିଶ୍ୱାଳ, , ଲିଙ୍ଗରାଜ ନନ୍ଦ, ଜୁନିଅର ଆସିଷ୍ଟାଣ୍ଟ ଅବିନାଶ ଭୋଇ, ଶିକ୍ଷୟିତ୍ରୀ ରେଣୁକା ସାହୁ, ତପସ୍ୱିନୀ ପଟେଲ,କାନ୍ତି ଭୋଇ, ଶିବାନୀ ଭୋଇ, ଛାତ୍ରଛାତ୍ରୀ ଉପସ୍ଥିତ ଥିଲେl କାର୍ଯ୍ୟକ୍ରମକୁ  ବିଜ୍ଞାନ ଶିକ୍ଷୟିତ୍ରୀ ଗାୟତ୍ରୀ ବାରିକ ପରିଚାଳନା କରୁଥିବା ବେଳେ ଶିକ୍ଷକ ଦୀପକ ସେନ ଧରୁଆ ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026
  ଜିଲ୍ଲା  
ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   28-Sep-2026
  ଜିଲ୍ଲା  
ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର   28-Sep-2026
  ଜିଲ୍ଲା  
ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   28-Sep-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ   28-Sep-2026
  ଜିଲ୍ଲା  
ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   28-Sep-2026
  ଜିଲ୍ଲା  
କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   28-Sep-2026
  ଜିଲ୍ଲା  
ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   27-Sep-2026
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026

You Might Also Like