-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||     

HOME   ଜିଲ୍ଲା

*ଡାବୁଗାଁ ବ୍ଲକରେ ପାନୀୟ ଜଳ ସମସ୍ୟା ଉତ୍କଟ* (ବସୁଧା ଯଜନା କେବଳ କାଗଜ ପତ୍ରରେ ଚାଲିଛି ଡାବୁଗାଁ ବ୍ଲକରେ,ପ୍ରକୃତ ସତ୍ୟ କିଛି ଅଲଗା)

23-Apr-2024



ଡାବୁଗାଁ (ମିହିର ଶଙ୍କର ପାତ୍ର,)
ବିଶୁଦ୍ଧ ପାନୀୟ ଜଳ ଯୋଗାଣ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ପ୍ରତିବର୍ଷ ଗ୍ରାମପଞ୍ଚାୟତ କୁ ବିଭିନ୍ନ ଯୋଜନା ପାଇଁ କୋଟି କୋଟି ଟଙ୍କାଖର୍ଚ୍ଚ କରି ଥାଆନ୍ତି। ନିର୍ବାଚିତ ଜନପ୍ରତିନିଧି ଓ ବିଭାଗୀୟ ଅଧିକାରୀଙ୍କ ମାଧ୍ୟମରେ। ଯେଉଁଥିରେ ପାନୀୟ ଜଳଯୋଗାଣ ବ୍ୟବସ୍ଥାକୁ ପ୍ରାଥମିକତା ଦେଇଥାନ୍ତି।ବସୁଧା ଯଜନା କେବଳ କାଗଜ ପତ୍ରରେ ଚାଲିଛି ଡାବୁଗାଁ ବ୍ଲକରେ,ପ୍ରକୃତ ସତ୍ୟ କିଛି ଅଲଗା।
 ବାସ୍ତବରେ ଦୁର୍ଗମ ଆଦିବାସୀ ଅଧ୍ୟୁଷିତ ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକର ଡାବୁଗାଁ ଶହ ଗାଁ ଗହଳିରେ ଏହି ଯୋଜନା ବାଟବଣା ହଇଛି ଦାୟିତ୍ୱରେ ଥିବା ବିଭାଗୀୟ ଅଧିକାରଙ୍କ ଅବହେଳା ଯୋଗୁଁ। ଖରାମାସ ଆରମ୍ଭରୁ  ଯଦି ଜଳ ସଙ୍କଟ ଦେଖାଦେଲାଣି ତାହାହେଲେ ଆସନ୍ତା ଦିନ ମାନଙ୍କରେ ସମସ୍ୟା ଆହୁରି ଗମ୍ଭୀର ହଇପରେ ବଲି ଆଶଙ୍କା କରାଯାଉଛି ।ବର୍ତ୍ତମାନ ବ୍ଲକର ବିଭିନ୍ନ ଗ୍ରାମରେ ଭଲଭାବରେ ପିଇବା ପାଣି ମିଳୁନାହିଁ। ଏହାଛଡା ସେଠାରେ ଥିବା ଷ୍ଟାଣ୍ଡ ପୋଷ୍ଟରୁ ମଧ୍ୟ ଆବଶ୍ୟକ ମୁତାବକ ପାଣି ବାହାରୁନି। ଅଂଚଳରେ ଥିବା ନଳକୂପ ଗୁଡିକ ଖରାପ ଭାଇପଡିଛି କିନ୍ତୁ ତିଆରି ହୋଇପାରୁନି ବିଭାଗୀୟ ଅଧିକାରୀଙ୍କ ଅବହେଳା ଯୋଗୁଁ। ଏବିଷୟରେ  ସ୍ଥାନୀୟ ବାସିନ୍ଦାମାନେ ବ୍ଲକ ପ୍ରଶାସନ ପାଖରେ ବାରମ୍ବାର ଅଭିଯୋଗ କଲେଣି କିନ୍ତୁ କଣସି ସୁଫଳ ମିଳୁନାହିଁ। ପାନୀୟ ଜଳ ସଙ୍କଟ ଜଟିଳ ହେବା ପୂର୍ବରୁ ଏହାର ସମାଧାନ ପାଇଁ ପ୍ରଶାସନ ବା ଦାଇତ୍ୱରେ ଥିବା ଅଧିକାରୀ ମାନେ ଦୃଷ୍ଟି ଦେଲେ ଆଗାମୀ ଦିନରେ ହେବାକୁ ଯାଉଥିବା ଜଳ ସଂକଟକୁ ରକାଯାଇ ପାରିବ ବୋଲି ଦୁଦ୍ଧିଜୀବୀ ମାନେ ମତ ପ୍ରକାଶ କରିଛନ୍ତି ।କିନ୍ତୁ ଦୁଃଖର ବିଷୟ ଜଳ ଯୋଗାଣ ଦାୟିତ୍ୱରେ ଥିବା ଅଧିକରୀ ମାନେ ସଠିକ ଭାବରେ ନିଜର କାର୍ଯ୍ୟ ତୁଲାଉ ନଥିବା କାରଣରୁ ଏହି ସବୁ ସମସ୍ୟାର ସମାଧନ ହୋଇ ପାରୁନାଇଁ। ସମସ୍ୟା ଗୁଡିକର ସମାଧାନ ପାଈଁ ସେମାଙ୍କୁ ଯୋଗାଯୋଗ କରିବା ପାଈଁ ବାରମ୍ବାର ଚେଷ୍ଟା କରିବା ପରେ ମଧ୍ୟ୍ୟ ଯୋଗାଯୋଗ ହୋଇ ପାରୁନାହିଁ।ସ୍ଥାନୀୟ ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେଲେ ଜନସାଧାରଣ ଉପକୃତ ହୋଇ ଥାନ୍ତେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026
  ଜିଲ୍ଲା  
ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   28-Sep-2026
  ଜିଲ୍ଲା  
ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର   28-Sep-2026
  ଜିଲ୍ଲା  
ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   28-Sep-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ   28-Sep-2026
  ଜିଲ୍ଲା  
ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   28-Sep-2026
  ଜିଲ୍ଲା  
କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   28-Sep-2026
  ଜିଲ୍ଲା  
ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   27-Sep-2026
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026
  ଜିଲ୍ଲା  
ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ   27-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026

You Might Also Like