-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||     

HOME   ଜିଲ୍ଲା

ଅଂଶୁଘାତ ପ୍ରତି ସଚେତନତା କାର୍ଯ୍ୟକ୍ରମ

23-Apr-2024



ବୌଦ୍ଧ (ପ୍ରେରଣା ଖବର ) : ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ଅନ୍ତର୍ଗତ ସରକାରୀ ଉଚ୍ଚ ବିଦ୍ୟାଳୟ କଣ୍ଟାମାଳ ଠାରେ ଜୁନିଅର ରେଡକ୍ରସ ତରଫରୁ ଅଂଶୁଘାତ ପ୍ରତି ସଚେତନତା କାର୍ଯ୍ୟକ୍ରମ ବିଦ୍ୟାଳୟର ପ୍ରଧାନଶିକ୍ଷକ ପ୍ରକାଶ କୁମାର ପ୍ରଧାନ ସଭାପତିତ୍ବ କାର୍ଯ୍ୟକ୍ରମକୁ ଜୁନିଅର ରେଡକ୍ରସ କାଉନସେଲର  ବନମାଳୀ ମେହେର ସଂଯୋଜନା କରିଥିଲେ l କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ  ବିଦ୍ୟାଳୟର ବରିଷ୍ଠ ଶିକ୍ଷକ ମନୋରଂଜନ ପ୍ରଧାନ ଯୋଗ ଦେଇଥିଲେ ।

ମୁଖ୍ୟ ଅତିଥି  ଟାଣ ଖରାରେ ପଦାକୁ ବାହାରିବା ନାହିଁ ,ଖରାରେ କଠିନ ପରିଶ୍ରମ କରିବା ନାହିଁ ,ଜରୁରୀ କାମରେ ବାହାରକୁ ଯିବାକୁ ହେଲେ କଳା ଚଷମା, ଚପଲ, ମୁଣ୍ଡରେ ଓଦା ଗାମୁଛା ଏବଂ ଛତା ବ୍ୟବହାର କରିବା,  ହାଲୁକା ଏବଂ ଢିଲା ପୋଷାକ ପରିଧାନ କରିବା, ମାଦକ ଦ୍ରବ୍ୟ ଠାରୁ ଦୂରେଇ ରହିବା, ଜଳ ଶୁଷ୍କତାରୁ ରକ୍ଷା ପାଇବା ପାଇଁ ଅଧୂକ ପାଣି, ଓ.ଆର୍.ଏସ୍ ଦ୍ରବଣ, ପଣା, ତୋରାଣି, ଘୋଳଦହି ଓ ଆଖୁରସ ପିଇବା, ଅଂଶୁଘାତରେ ଆକ୍ରାନ୍ତ ବ୍ୟକ୍ତିଙ୍କୁ ଯଥାଶୀଘ୍ର ଡାକ୍ତରଖାନା ନେଇ ଚିକିତ୍ସା କରିବା,ଗୃହପାଳିତ ପଶୁପକ୍ଷୀମାନଙ୍କୁ ଛାଇରେ ରଖିବା ଏବଂ ପ୍ରଚୁର ପରିମାଣରେ ପାଣି ପିଇବାକୁ ଦେବା
ଆଦି ବିଷୟରେ  ବୈଜ୍ଞାନିକ ଦୃଷ୍ଟିରେ ମତ  ରଖିଥିଲେ ।  ଶିକ୍ଷାର୍ଥୀ ମାନଙ୍କୁ ପରିବାରର ଅନ୍ୟ ସଦସ୍ୟ ଓ  ଗ୍ରାମବାସୀଙ୍କୁ ସଚେତନ କରିବା ପାଇଁ  ମଧ୍ୟ ଉପଦେଶ ଦେଇଥିଲେ l କାର୍ଯ୍ୟକ୍ରମରେ  ଶିକ୍ଷୟତ୍ରୀ ହେମବନ୍ତି ବାଘ ,ଏମ୍ ମାଧୁରୀ ଦୋରା, ଇକୋ କ୍ଲବ୍ ଇନଚାର୍ଜ ସୁଜିତ୍ କୁମାର ତରିଆ,ଶିକ୍ଷକ ସତ୍ୟଜିତ ପଣ୍ଡା, ସରୋଜ ସାହୁ,ଶିକ୍ଷୟିତ୍ରୀ ମିରାବାଇ ଧାରୁଆ,ଗୀତାଞ୍ଜଳୀ ସାହୁ, ସୁପ୍ରିୟା ପ୍ରିୟଦର୍ଶିନୀ, ଶିକ୍ଷକ ଦୁଷ୍ମନ୍ତ ବିଶ୍ୱାଳ, ବିରଭଦ୍ର ମିଶ୍ର, ଦେବସ୍ରୀତ ପ୍ରଧାନ,ଓ ଛାତ୍ରଛାତ୍ରୀ ଉପସ୍ଥିତ ଥିଲେ l କାର୍ଯ୍ୟକ୍ରମକୁ  ସୁଜିତ୍ କୁମାର ତରିଆ  ପରିଚାଳନା କରୁଥିବା ବେଳେ ଶିକ୍ଷକ    ଦୁଷ୍ମନ୍ତ ବିଶ୍ବାଳ ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   28-Sep-2026
  ଜିଲ୍ଲା  
କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   28-Sep-2026
  ଜିଲ୍ଲା  
ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   27-Sep-2026
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026
  ଜିଲ୍ଲା  
ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ   27-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026
  ଜିଲ୍ଲା  
*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   27-Sep-2026
  ଜିଲ୍ଲା  
*ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   27-Sep-2026
  ଜିଲ୍ଲା  
ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   27-Sep-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   27-Sep-2026
  ରାଜ୍ୟ  
ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   27-Sep-2026

You Might Also Like