-+91-9937148622 |

prerana_bgr@rediffmail.com |

  Wednesday 2nd September 2026 |

| | | |

R.N.I. Regd No. ODIODI/2010/46693

Breaking News

*ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   (02-Sep-2026)       ||      ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବୃଦ୍ଧଙ୍କ ମୃତ୍ୟୁ   (02-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ : ସ୍ୱଭାବ କବିଙ୍କ କବିତା ସମ୍ଭାର ମାନବୀୟ ବାର୍ତ୍ତା ବହନ କରିଥାଏ ବୋଲି ଅତିଥି ଗଣ ଙ୍କ ଅଭିମତ   (02-Sep-2026)       ||       ଆଜି ଠାରୁ ଆରମ୍ଭ ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍....   (02-Sep-2026)       ||      ସଂଶୋଧିତ ଖଣି ଆଇନ ପ୍ରତିବାଦରେ ବାମପନ୍ଥୀ ଦଳ ମାନଙ୍କର ସାମ୍ବାଦିକ ସମ୍ମିଳନୀ   (02-Sep-2026)       ||      ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   (02-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   (02-Sep-2026)       ||      ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   (02-Sep-2026)       ||      ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   (02-Sep-2026)       ||      ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   (02-Sep-2026)       ||      ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   (02-Sep-2026)       ||      ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   (02-Sep-2026)       ||      ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   (01-Sep-2026)       ||      ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (01-Sep-2026)       ||      ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   (01-Sep-2026)       ||      ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   (01-Sep-2026)       ||      ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   (01-Sep-2026)       ||      ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   (01-Sep-2026)       ||      ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    (01-Sep-2026)       ||      ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   (01-Sep-2026)       ||     

HOME   ରାଜ୍ୟ

୭ ଟି ନୂଆ ଲକ୍ଷଣ ସହିତ ଫେରିଛି କରୋନା; ସବୁ ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ସରକାରଙ୍କ ନିର୍ଦେଶ - ୭ଟି ନୂଆ ଲକ୍ଷଣ ସହ ନୂଆ ଷ୍ଟ୍ରେନ ୫୦% ଅଧିକ ବେଗରେ ବ୍ୟାପୁଛି

24-Dec-2020



ଭୁବନେଶ୍ବର, (ଶୁଭାଶିଶଷ ନାୟକ) : ବ୍ରିଟେନରେ ବ୍ୟାପିଥିବା କରୋନା ଏବେ ଭାରତ ପାଇଁ ଚିନ୍ତାର କାରଣ ସାଜିଛି । ଟିକା ଆସିବାକୁ ଥିବା ବେଳେ କରୋନାର ନୂଆ ଲକ୍ଷଣ ବିଶେଷଜ୍ଞ ଏବଂ ଚିକିତ୍ସିକଙ୍କ ସମସ୍ୟା ବଢ଼ାଇଛି । ବ୍ରିଟେନର ନ୍ୟାଶନାଲ ହେଲଥ ସର୍ଭିସ୍ (ଏନଏସଏଚ) କହିଛି ଯେ କରୋନା ଭାଇରସର ୭ଟି ନୂଆ ଲକ୍ଷଣ ସାମ୍ନାକୁ ଆସିଛି । ଆଉ ଏହି ନୂଆ ଷ୍ଟ୍ରେନ ୫୦% ଅଧିକ ବେଗରେ ବ୍ୟାପୁଛି । ଏଥିପାଇଁ ଦେଶବାସୀଙ୍କୁ ସତର୍କ ରହିବାକୁ ବ୍ରିଟେନର ସ୍ୱାସ୍ଥ୍ୟ ବିଭାଗ କହିଛି । 

ଏହା ଭିତରେ ଓଡିଶାକୁ ବ୍ରିଟେନରୁ ଫେରିଛନ୍ତି ୪୩ ଜଣ । ୨୧ ଜଣ ଭୁବନେଶ୍ୱରକୁ ଆସିଥିବା ବେଳେ ଯାଜପୁର, ରାଜଗାଙ୍ଗପୁର ସମ୍ବଲପୁର ଜିଲ୍ଲାକୁ ଜଣେ ଲେଖାଏଁ ଆସିଛନ୍ତି । ଖୋର୍ଦ୍ଧାକୁ ଜଣେ, କଟକକୁ ୫ ଜଣ, କୋରାପୁଟ ଓ ବ୍ରହ୍ମପୁରକୁ ୩ ଜଣ ଲେଖେ, ଜଗତସିଂହପୁର ଓ ସାକ୍ଷୀଗୋପାଳକୁ ଜଣେ ଲେଖାଏଁ, ନୟାଗଡ଼ ନବରଙ୍ଗପୁରକୁ ୨ ଜଣ ଲେଖାଏଁ ଫେରିଛନ୍ତି ।ରାଜ୍ୟ ସରକାର ଏହା ଉପରେ ନଜର ରଖିଥିବା ସୂଚନା ଦେଇଛନ୍ତି । ଏହାସହ ସମସ୍ତ ଜିଲ୍ଲା, ମୁନିସିପାଲଟି ମୁଖ୍ୟଙ୍କୁ ସତର୍କ ରହିବାକୁ ସୂଚନା ଦିଆଯାଇଛି । କ୍ଷିପ୍ରଗତିରେ ଜଣଙ୍କ ଠୁ ଅନ୍ୟଜଣଙ୍କୁ ବ୍ୟାପୁଛି ଏହି ନୂଆ ଲକ୍ଷଣ ଯୁକ୍ତ କରୋନା । 

କରୋନାର ସାଧାରଣ ଲକ୍ଷଣ ଜ୍ୱର, ଶୁଖିଲା କାଶ, ସ୍ୱାଦ, ନିଃଶ୍ୱାସ ପ୍ରଶ୍ୱାସରେ ସମସ୍ୟା ରହିଛି । ହେଲେ ଏବେ ନୂଆ ଲକ୍ଷଣ ହେଲା ଭୋକ ନହେବା, ଅଳସୁଆ ପଣ ଲାଗିବା, ମାନସିକ ଭ୍ରମ ଦେଖାଦେବା, ମାଂସପେଶୀରେ ଯନ୍ତ୍ରଣା ହେବା, ଚର୍ମ ଲାଲ ପଡ଼ିଯିବା, ଡାଇରିଆ, ମୁଣ୍ଡ ବ୍ୟଥା ହେବା ବୋଲି ରହିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   02-Sep-2026
  ଜିଲ୍ଲା  
ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବୃଦ୍ଧଙ୍କ ମୃତ୍ୟୁ   02-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ : ସ୍ୱଭାବ କବିଙ୍କ କବିତା ସମ୍ଭାର ମାନବୀୟ ବାର୍ତ୍ତା ବହନ କରିଥାଏ ବୋଲି ଅତିଥି ଗଣ ଙ୍କ ଅଭିମତ   02-Sep-2026
  ଜିଲ୍ଲା  
 ଆଜି ଠାରୁ ଆରମ୍ଭ ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍....   02-Sep-2026
  ଜିଲ୍ଲା  
ସଂଶୋଧିତ ଖଣି ଆଇନ ପ୍ରତିବାଦରେ ବାମପନ୍ଥୀ ଦଳ ମାନଙ୍କର ସାମ୍ବାଦିକ ସମ୍ମିଳନୀ   02-Sep-2026
  ଜିଲ୍ଲା  
ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   02-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   02-Sep-2026
  ଜିଲ୍ଲା  
ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   02-Sep-2026
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   02-Sep-2026
  ଜିଲ୍ଲା  
ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   02-Sep-2026

You Might Also Like