-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||     

HOME   ଜିଲ୍ଲା

ମହିଳାଙ୍କ ବିଶାଳ ଚଇତିଶୋଭାଯାତ୍ରା,କଳିକେଙ୍କ ବିଜୟପାଇଁ ସମଳେଶ୍ୱରୀମନ୍ଦିରରେ ୨ହଜାର ଦୀପଦାନ

23-Apr-2024



ବଲାଙ୍ଗୀର(ପ୍ରେରଣା ଖବର ): ବଲାଙ୍ଗୀର ନିର୍ବାଚନମଣ୍ଡଳିରେ ରାଜନୈତିକଦଳମାନେ ପ୍ରଚାରପାଇଁ ବିଭିନ୍ନ ପ୍ରକାର କାର୍ଯ୍ୟକ୍ରମ କରୁଛନ୍ତି । ସେହିକ୍ରମରେ ଲୋକଙ୍କ ଆଧ୍ୟାତ୍ମିକ ଭାବନାକୁ ନେଇ ଆଜି ବିଜୁଜନତାଦଳର ମହିଳାମାନେ ଏକ ବିଶାଳ ଶୋଭାଯାତ୍ରା କରି ବିଜେଡିର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ,ବଲାଙ୍ଗୀର  ବିଜେଡିପ୍ରାର୍ଥି କଳିକେଶନାରାୟଣ ସିଂଦେଓ,ବିଜେଡିର ସାଂସଦପ୍ରାର୍ଥି ସୁରେନ୍ଦ୍ରକୁମାର ସିଂଭୋଇ ଓ ସଂସଦୀୟକ୍ଷେତ୍ରର ସମସ୍ତ ବିଧାୟକଙ୍କ ବିଜୟ ପାଇଁ

ସମଲେଶ୍ୱରୀ ମନ୍ଦିର ଓ ପାଟଣେଶ୍ୱରୀ ମନ୍ଦିରରେ ୨ହଜାର ଦୀପଦାନ କରିଛନ୍ତି । ଆଜି ଚୈତ୍ରପୂର୍ଣ୍ଣମୀ ଦିନ ସମଲେଶ୍ୱରୀ ମନ୍ଦିର ଓ ପାଟଣେଶ୍ୱରୀମନ୍ଦିରରେ ଏକ ଭାବମୟ ପରିବେଶ ସୃଷ୍ଟି ହୋଇଥିଲା । ହଜାର ହଜାର ମହିଳାଙ୍କ ଦୀପଦାନରେ ସମଲେଶ୍ୱରୀ ମନ୍ଦିର ଓ ଆଖପାଖ ଅଞ୍ଚଳରେ ଆଲୋକମୟ ହୋଇଯାଇଥିଲା । ସ୍ଥାନୀୟ ରାଜେନ୍ଦ୍ରପାର୍କ ସମ୍ମୁଖରୁ ବଲାଙ୍ଗୀର ପୌରାଧ୍ୟକ୍ଷା ଲିକା ସାହୁ,ବିଜୁମହିଳା ଜନତାଦଳର ଜିଲ୍ଲା ସଭାନେତ୍ରୀ ଦମୟନ୍ତି ବାଗ,ଜିଲ୍ଲାପରିଷଦ ଅଧ୍ୟକ୍ଷା ଦେବକୀ ସାହୁ,ପୂର୍ବତନ ପୌରାଧ୍ୟକ୍ଷା ସନ୍ତୋଷିନୀ ବେହେରା,ଉପାଧ୍ୟକ୍ଷା ଲିପିଶ୍ରୀ ସାଏ,ବିଜେଡିର ବରିଷ୍ଠନେତ୍ରୀ ସାଗରିକା ଗୁରୁ ପ୍ରମୁଖଙ୍କ ନେତୃତ୍ୱରେ ୨ହଜାରରୁ ଅଧିକ ମହିଳା ହାତରେ ଦୀପଧରି ଶୋଭାଯାତ୍ରା କରିଥିଲେ । ବାଜାଗଜା ବଜାଇ ଚାଲିଥିବା ଶୋଭାଯାତ୍ରାରେ ବିଜେଡିର ବରିଷ୍ଠନେତା ଅନଙ୍ଗଉଦୟ ସିଂଦେଓ,ବିଜେଡିପ୍ରାର୍ଥି କଳିକେଶନାରାୟଣ ସିଂଦେଓ,ଯୁବନେତା ମନ୍ମଥବିଜୟ ସିଂଦେଓ,ରାଜ୍ୟ ସଂପାଦକ ପ୍ରଦ୍ୟୁତ ମିଶ୍ର,ପ୍ରଭାସ ପାଣିଗ୍ରାହୀ,ଦୁର୍ଗାପ୍ରସାଦ ବେହେରା,ଏଡଭୋକେଟ ଓଁକାର ନାୟକ,ନରସିଂହ ବାଘ,ଧୃବ ଜୁଏଡ,ମହେନ୍ଦ୍ର ବାଘ,ଚନ୍ଦ୍ରମଣୀ ତ୍ରୀପାଠୀ ପ୍ରମୁଖ ସାମିଲ ହୋଇଥିଲେ । ଶୋଭାଯାତ୍ରା ଟାଉନଥାନା,କଚେରୀଛକ,ପୁରୁଣା ବସଷ୍ଟାଣ୍ଡ,ସହରର ମୁଖ୍ୟରାସ୍ତା , ପାଟଣାଛକ ଦେଇ ସମଲେଶ୍ୱରୀ ମନ୍ଦିରରେ ପହଞ୍ଚିଥିଲା । ସମଲେଶ୍ୱରୀ ମନ୍ଦିରରେ ପୂଜକମାନେ ସଂଧ୍ୟାଆଳତୀ ପରେ ପୂଜାର୍ଚ୍ଚନା କରି ପୌରାଧ୍ୟକ୍ଷା ଆଣିଥିବା ଖଇଜୁଗାର ଭୋଗଲଗାଯାଇଥିଲା । ବିଜେଡିର ବିଧାୟକ ପ୍ରାର୍ଥି କଳିକେଶଙ୍କ ବିଜୟର ଶୁଭକାମନା ନେଇ ମହିଳାମାନେ ମାନସିକ କରିଥିଲେ । କୌଣସି ଶୁଭକାର୍ଯ୍ୟ କରିବା ପୂର୍ବରୁ

ନିଜର ଇଷ୍ଟଦେବତାଙ୍କୁ ପୂଜା କରାଯାଇଥାଏ । ଆଜି ବଲାଙ୍ଗୀରର ଇଷ୍ଟଦେବୀଙ୍କୁ ପୂଜାର୍ଚ୍ଚନା କରାଯାଇଛି । ମାଁ ସମଲେଶ୍ୱରୀ, ମାଁ ପାଟଣେଶ୍ୱରୀ ଚଳିତ ନିର୍ବାଚନରେ ବିଜେଡିଦଳ ଓ କଳିକେଶଙ୍କ ପାଇଁ ନିଶ୍ଚୟ ଶୁଭଫଳ ପ୍ରଦାନ କରିବେ ବୋଲି ବଲାଙ୍ଗୀରର ମହିଳାମାନେ ଆଶା କରିଛନ୍ତି ବୋଲି ପୌରାଧ୍ୟକ୍ଷା ଲିକା ସାହୁ କହିଛନ୍ତି । ଆଜିର ଏହି ଶୋଭାଯାତ୍ରାରେ ପୌରପାଳିକାର ସମସ୍ତ କାଉନସିଲରଙ୍କ ସମେତ ୨୧ଟି ୱାର୍ଡରୁ ହଜାର ହଜାର ସଂଖ୍ୟାରେ ମହିଳାମାନେ ଯୋଗଦେଇଥିଲେ । ମହିଳାଙ୍କ ହୁଳହୁଳିରେ କିଛି ଘଣ୍ଟା ସହର କମ୍ପିଉଠିଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   28-Sep-2026
  ଜିଲ୍ଲା  
କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   28-Sep-2026
  ଜିଲ୍ଲା  
ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   27-Sep-2026
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026
  ଜିଲ୍ଲା  
ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ   27-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026
  ଜିଲ୍ଲା  
*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   27-Sep-2026
  ଜିଲ୍ଲା  
*ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   27-Sep-2026
  ଜିଲ୍ଲା  
ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   27-Sep-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   27-Sep-2026
  ରାଜ୍ୟ  
ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   27-Sep-2026

You Might Also Like