-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||     

HOME   ଜିଲ୍ଲା

ରାଷ୍ଟ୍ରୀୟ କବି ସଙ୍ଗମ ପକ୍ଷରୁ କଟକ ଜିଲ୍ଲା ଶାଖା କବି ସମ୍ବର୍ଦ୍ଧିତ

23-Apr-2024



କଟକ (ପ୍ରେରଣା ଖବର ): ରାଷ୍ଟ୍ରୀୟ କବି ସଙ୍ଗମ ପକ୍ଷରୁ ଚତୁର୍ଥ ପ୍ରାନ୍ତୀୟ ଅଧିବେଶନ ଅନୁଷ୍ଠlନର ରାଷ୍ଟ୍ରୀୟ ଅଧକ୍ଷ ଜଗଦୀଶ ମିତ୍ତଲ ଙ୍କ ଅଧ୍ୟକ୍ଷତା ରେ କଟକ ସ୍ଥିତ ମାରୱାଡ଼ି କ୍ଲବ୍ ଠାରେ  ଦୁଇ ଦିନ ଧରି ଅନୁଷ୍ଠିତ ହୋଇଯାଇଅଛି। ବିଭିନ୍ୟ ପ୍ରଦେଶ ରୁ ଆସିଥିବା ବହୁଭାଷl ର କବିତା ପାଠ ଉତ୍ସବ

ଅନୁଷ୍ଠିତ ହେଉଥିଲା । ଓଡ଼ିଶା ପ୍ରଦେଶ ର ବିଭିନ୍ନ ଜିଲ୍ଲାରୁ ନିମନ୍ତ୍ରିତ କବିମାନେ କବିତା ପାଠ ଉତ୍ସବ ରେ ଜୋଗଦେଇ ସ୍ଵରଚିତ କବିତା ପାଠ କରିଥିଲେ। ଏହି ଅବସରରେ କଟକ ଜିଲ୍ଲା ସଂଯୋଜିକl  ସ୍ତମ୍ଭକାର କବି ମୀରା ବେଉରା ଙ୍କ ନେତୃତ୍ୱରେ କବି ମାନେ କବିତା ପାଠ ଉତ୍ସବ ରେ ଯୋଗ ଦେଇ ସମ୍ବର୍ଧିତ ହୋଇଥିଲେ। ଏହା ସହ ଅନୁଷ୍ଠାନର ପ୍ରାନ୍ତୀୟ ଅଧକ୍ଷ ନଥମଲ୍ ଚନାନି କଟକ

ଜିଲ୍ଳା ସଂଯୋଜିକl  ଲେଖିକା କବି ମୀରା ବେଉରା ଙ୍କୁ ସ୍ଵତନ୍ତ୍ର ଭାବେ ସମ୍ବର୍ଧିତ କରିଥଲେ। ଗଜlନନ୍ଦ ଶର୍ମା, ସହ ମହlମନ୍ତ୍ରି ମହେଶ ଶର୍ମା, ଅଭିଭାଷଣ ରଖିଥିଲେ। ପ୍ରାନ୍ତୀୟ ପ୍ରଭାରୀ

ସାକ୍ଷୀ ଗୋପାଲ ପଣ୍ଡା, ରୋହିତ ଅଗ୍ରୱାଲ, ଆଶିଷ ବିଦ୍ୟାର୍ଥୀ, ଅନିତା ଭlବସିଂହ, ବ୍ୟଙ୍ଗକବି ଲକ୍ଷ୍ମୀ ଛଡ଼ା ରିମଝିମ୍ ଖା କାର୍ଯକ୍ରମ ପରିଚାଳନା କରିଥିଲେ।
କବି ମହିଜା ଦଳବେେହେରା, କବି ଡ଼ଃ ଅମିୟ ରଞ୍ଜନ ମହାପାତ୍ର  ପ୍ରଦୀପ ବେଉରିଆ, ଅଧ୍ୟାପକ ପ୍ରସନ୍ନ ସ୍ବାଇଁ , ଡ଼ଃ ବସନ୍ତ କୁମାରୀ ନନ୍ଦ ଓ ବିଜୟ ନାଥ ଙ୍କ ସହ କଟକର ବହୁ କବି ଏହି ଉତ୍ସବ ରେ ଯୋଗ ଦେଇ ସମ୍ବର୍ଧିତ ହୋଇଥିଲେ।ରାଜ୍ୟ ମହlମନ୍ତ୍ରି କବି ପୁଷ୍ପା ସିଂହିଁ  ଧନ୍ୟବାଦ ଅର୍ପଣ କରିଥଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   28-Sep-2026
  ଜିଲ୍ଲା  
ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   27-Sep-2026
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026
  ଜିଲ୍ଲା  
ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ   27-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026
  ଜିଲ୍ଲା  
*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   27-Sep-2026
  ଜିଲ୍ଲା  
*ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   27-Sep-2026
  ଜିଲ୍ଲା  
ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   27-Sep-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   27-Sep-2026
  ରାଜ୍ୟ  
ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   27-Sep-2026
  ରାଜ୍ୟ  
ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ   27-Sep-2026

You Might Also Like