-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||     

HOME   ଜିଲ୍ଲା

ରୁଷୁଡା ଓ ଚିଞ୍ଜେଡ ଗ୍ରାମପଞ୍ଚାୟତରେ ବିଜେଡିର ଜୋରଦାର ପ୍ରଚାର, ମିଶ୍ରଣ ପର୍ବ ଅନୁଷ୍ଠିତ

24-Apr-2024



ତୁଷୁରା (ପଞ୍ଚାନନ ନାଏକ)ବଲାଙ୍ଗୀର ଜିଲ୍ଲା ଗୁଡଭେଲାବ୍ଲକ ଅନ୍ତର୍ଗତ ରୁଷୁଡା ଓ ଚିଞ୍ଜେଡ ଗ୍ରାମପଞ୍ଚାୟତର ଚାଣ୍ଟିପଦର, ଲଖାରପଦର, ଶାସନପାଳି, କନ୍ଦେନବାହାଲି, ବୁଢାଖମନ, ତୁର୍ଲା, ଚିଞ୍ଜେଡ,ଚନ୍ଦନପାଳି, ମାଳପଡା,ରୁଷୂଡା, ଦେଶେଇମୁଣ୍ଡା, ପିପଳମୁଣ୍ଡା ଗ୍ରାମରେ ମଙ୍ଗଳବାର ବିଜେଡି ପକ୍ଷରୁ ପ୍ରଚାର କରାଯାଇଛି। ରାଜ୍ୟ ଜଳସମ୍ପଦ, ବାଣିଜ୍ଯ ଓ ପରିବହନ ମନ୍ତ୍ରୀ ତଥା ଟିଟିଲାଗଡ ନିର୍ବାଚନ ମଣ୍ଡଳୀର ବିଧାୟକ ପ୍ରାର୍ଥୀ ଟୁକୁନି ସାହୁ ସମସ୍ତ ଗ୍ରାମରେ ଆଯୋଜିତ ସଭାରେ ଯୋଗ ଦେଇ ରାଜ୍ୟ ସରକାରଙ୍କ ଜନହିତକର ଯୋଜନା ସମ୍ପର୍କରେ ଅବଗତ କରିବା ସହ ନବୀନ ପଟ୍ଟନାୟକ ଷଷ୍ଠ ଥର ପାଇଁ ମୁଖ୍ୟମନ୍ତ୍ରୀ ହେଲେ ବିକାଶ ଧାରା ଦ୍ବିଗୁଣିତ ହୋଇ ପାରିବ। ମୁଁ ଏ ଅଞ୍ଚଳର ବହୁ ଉନ୍ନୟନ ମୂଳକ କାର୍ଯ୍ୟ ଗୁଡିକକୁ ପ୍ରାଥମିକତା ଦେଇ କାର୍ଯ୍ୟ କରି ଆସିଛି ।

ପାନୀୟ ଜଳ, ଶିକ୍ଷା, ରାସ୍ତାଘାଟ ଉନ୍ନତିକରଣ ହେଇଛି । ଏଣୁ ଦୁଇଟି ଶଙ୍ଖ ଚିହ୍ନରେ ଭୋଟ ଦୋବାକୁ ଜନସାଧାରଣଙ୍କୁ ଅନୁରୋଧ କରିଥିଲେ ଶ୍ରୀମତୀ ସାହୁ। ଚାଣ୍ଟିପଦର ଗ୍ରାମରେ ବିଜେଡିର ଏକ ନୂତନ କାର୍ଯ୍ୟାଳୟକୁ ଶ୍ରୀମତୀ ସାହୁ ଉଦଘାଟନ କରିଥିବା ବେଳେ ଶତାଧିକ କଂଗ୍ରେସ ଦଳର କର୍ମୀ ମାନେ ମୁଖ୍ୟମନ୍ତ୍ରୀଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ବିଜେଡିରେ ଯୋଗଦାନ କରିଥିଲେ।  ସମସ୍ତଙ୍କୁ ଶ୍ରୀମତୀ ସାହୁ ସ୍ଵାଗତ କରିବା ସହ ଦଳୀୟ ଉତ୍ତରାୟଣ  ଦେଇଥିଲେ। ତୁଷୁରା ଏନଏସି ଅଧ୍ୟକ୍ଷ ଅଜୟ କୁମାର ଜୟଶ୍ବାଳ,ଜିଲାପରିଷଦ ସଭ୍ଯ ପ୍ରଦୀପ ପଣ୍ଡା,  ଯୁବ ନେତା ବିକାଶ ଶର୍ମା, ପୃଥୀରାଜ ନନ୍ଦ, ରବିନ୍ଦ୍ର ସେଠ, ବିଭୂତି ଥନାପତି,ରମେଶ ବେହେରା, ଉଦିତ ବୁଡେକ,  ସ୍ବାଧିନ ପ୍ରଧାନ,ତରୁଣ ପୁଟେଲ, ବିଶ୍ନରାଜ ଭୋଇ,  ରାମ ଶଙ୍କର ବାଗ,   ତୁଷୁରା ଏନଏସି ପର୍ଯ୍ୟବେକ୍ଷକ ଚିରାଗ ସିଂଦେଓ,  ଜ୍ୟୋତି  ମହାପାତ୍ର, ପପିନ ପ୍ରଧାନ  ଆଦି ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   27-Sep-2026
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026
  ଜିଲ୍ଲା  
ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ   27-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026
  ଜିଲ୍ଲା  
*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   27-Sep-2026
  ଜିଲ୍ଲା  
*ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   27-Sep-2026
  ଜିଲ୍ଲା  
ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   27-Sep-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   27-Sep-2026
  ରାଜ୍ୟ  
ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   27-Sep-2026
  ରାଜ୍ୟ  
ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ   27-Sep-2026
  ଜିଲ୍ଲା  
ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   27-Sep-2026

You Might Also Like