-+91-9937148622 |
prerana_bgr@rediffmail.com |
Monday 28th September 2026 |
R.N.I. Regd No. ODIODI/2010/46693
Breaking News
24-Apr-2024
(ଡୋଲେଶ୍ଵର ବାଗ )
ନୂଆପଡ଼ା ଜିଲ୍ଲା ନିର୍ବାଚନ ବିଭାଗ ପକ୍ଷରୁ ସଚେତନ ପଦଯାତ୍ରା ଅନୁଷ୍ଠିତ ହୋଇଯାଇଅଛି। ନିର୍ବାଚନ ମହା ପର୍ବ ରେ ସାମିଲ ହୋଇ ନିଜ ମତ ସାବ୍ୟସ୍ତ ପାଇଁ ଆହ୍ବାନ କରିଛନ୍ତି। ଅତିରିକ୍ତ ଜିଲ୍ଲାପାଳ ସୁବାସ ଚନ୍ଦ୍ର ରାଇତା , ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଲମ୍ବୋଧର ଧରୁଆ, ଜିଲ୍ଲା ସ୍ତରୀୟ ଅଧିକାରୀ ଯୋଗଦେଇଥିଲେ। ଏହି ସଚେତନ ପଦଯାତ୍ରାରେ ନ୍ୟାସନାଲ କଲେଜ୍, ନ୍ୟାସନାଲ ହାଇସ୍କୁଲର ଏନ୍ ସି ସି କ୍ୟାଡେଟ, ଯୁବ ଭୋଟର ମାନେ ସାମିଲ ହୋଇ ସଚେତନ କରିଛନ୍ତି। ଦେଶର ବଡ ପର୍ବ ରେ ସାମିଲ ହୋଇ ବହୁମୂଲ୍ୟ ସାମ୍ବିଧାନିକ ଅଧିକାର କୁ ସାବ୍ୟସ୍ତ କରନ୍ତୁ।