-+91-9937148622 |

prerana_bgr@rediffmail.com |

  Sunday 10th May 2026 |

| | | |

R.N.I. Regd No. ODIODI/2010/46693

Breaking News

ଚାର୍ଜସିଟ୍ ଦାଖଲ ପୂର୍ବରୁ ବେଆଇନ୍ ଆଇନଗତ ଚକ୍ରାନ୍ତ ? ଆସନ୍ତାକାଲି ପୁଣି ଜାମିନ ଆବେଦନ !   (10-May-2026)       ||      ବରଗୁଡା ଗ୍ରାମ ଠାରେ ମାଠାକୁରାଣୀ ହାଇଭୋଲ୍ଟେଜ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ   (10-May-2026)       ||      ଆମ ଢେଙ୍କାନାଳ- ଆମ ଗୌରବ   (10-May-2026)       ||      ସନ୍ଧ୍ୟା ହେଲେ ଚଉଳିଆଗଞ୍ଜ ଖେଳ ପଡିଆ ♦️ ଜମୁଛି ଅସାମାଜିକ ଯୁବକଙ୍କ ଆଡ୍ଡା   (10-May-2026)       ||      ପୋଲିସ ଭବନରେ ଗୁରୁତତ୍ୱପୂର୍ଣ୍ଣ ବୈଠକ   (10-May-2026)       ||      ବରଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଛତା ବଣ୍ଟନ    (10-May-2026)       ||      ବରଗୁଡା ଗ୍ରାମ ଠାରେ ମାଠାକୁରାଣୀ ହାଇଭୋଲ୍ଟେଜ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ l   (10-May-2026)       ||      ମୁଖ୍ୟମନ୍ତ୍ରୀ ହେବା ପରେ ଆକ୍ସନ୍ ମୋଡରେ ବିଜୟ,   (10-May-2026)       ||      *ମୌଦଲପୁର ଠାରେ ନାମ ଯଜ୍ଞ" ଅନୁଷ୍ଠିତ*   (10-May-2026)       ||      ପରିବାର ଭିତରୁ ଯୁବ ପିଢିଙ୍କ ଭିତରେ ସଂସ୍କାର ଆଣିଲେ ସେମାନେ ସଂସ୍କୃତି ର ଅବକ୍ଷୟକୁ ରୋକି ପାରିବେ    (10-May-2026)       ||      ସଡ଼କ ଦୁର୍ଘଟଣାରେ ଦୁଇଜଣ ଆହତ , ଦୁର୍ଘଟଣାଗ୍ରସ୍ତ ବ୍ୟକ୍ତିଙ୍କୁ ଉଦ୍ଧାର କରି ମେଡିକାଲ କୁ ପଠାଇଲେ ସ୍ୱାସ୍ଥ୍ୟମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ   (10-May-2026)       ||       କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର    (10-May-2026)       ||       କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର    (10-May-2026)       ||      ନିର୍ମାଣାଧୀନ କୋଠାରୁ ପଡ଼ି ଶ୍ରମିକ ମୃତ୍ୟୁ ଘଟଣା ଯନ୍ତ୍ରୀ, ଘଟଣାର ନିରପେକ୍ଷ ତଦନ୍ତ ହେଉ    (10-May-2026)       ||      ସମାଜସେବୀ ସଂଘମିତ୍ରା ପଟେଲ ସେବା ଭରତୀ ସମ୍ମାନ ରେ ସମ୍ମାନିତ    (10-May-2026)       ||      *ସୋନପୁର ଥାନାରେ ଜୁଭେଣ୍ଟିକା ସଚେତନତା*   (10-May-2026)       ||      *ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କଳାକାର ଜୀଵନ ଅବହେଳିତ,ଭୁଲିଆ ସିକୂଆଁ ଗ୍ରାମର ପୂର୍ଣ୍ଣ ସିନ୍ଧୁର ଆଜିବି ଅନେକ ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କରୁଥିବା ବେଳେ ନାଁ ବାର୍ଦ୍ଧକ୍ୟ ଭତ୍ତା, ନାଁ ମିଳେ କଳାକାର ଭତ୍ତା*   (10-May-2026)       ||      *ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ- ୨୦୨୬ ରେ ୫୭୯୬ ଗୋଟି ମାମଲା ସମାଧାନ,*   (10-May-2026)       ||      *ଡାବୁଗାଁ ଥାନା IIC ରଘୁନାଥ ମାଝୀ ସସ୍‌ପେଣ୍ଡ୍‌*   (10-May-2026)       ||      ମୁଖ୍ୟମନ୍ତ୍ରୀ କ୍ଷୁବ୍ଧ, ପୁଲିସ ଡିଜିଙ୍କ ଉପରେ ବର୍ଷିଲେ: ବାଲିଅନ୍ତା ଜିଆରପି କନେଷ୍ଟବଳ ହତ୍ୟା ଘଟଣାର କ୍ରାଇମବ୍ରାଚ ତଦନୁ ନିର୍ଦ୍ଦେଶ   (09-May-2026)       ||     

HOME   ଜିଲ୍ଲା

ଦାଦନ ଶ୍ରମିକ ଙ୍କ ଅଂଶୁଘାତ ରେ ଶୋଚନୀୟ ମୃତ୍ୟୁ,ଚାରୋଟି ଅସହାୟ ଛୋଟ ସନ୍ତାନ ଙ୍କୁ ସହାୟତା ଦାବି

24-Apr-2024



ବଲାଙ୍ଗୀର/ଟିଟିଲାଗଡ: ବଲାଙ୍ଗୀର ଜିଲ୍ଲା ଲାଠୋର ଗ୍ରାମ ର ବାବୁଲାଲ ଭୋଇ ନାମକ ଜଣେ ୩୫ ବର୍ଷୀୟ ବ୍ୟକ୍ତି ଙ୍କ ଗତ କାଲି ଅଂଶୁଘାତ ର ଶିକାର ହୋଇ ମୃତ୍ୟୁ ବରଣ କରିଥିବା ଜଣା ଯାଇଛି* ।

 ଗତକାଲି ମଙ୍ଗଳବାର ଦିନ ଟିଟିଲାଗଡ ରେଳ ଷ୍ଟେସନ ରେ ଅପରାହ୍ନ ୪ ଟା ସମୟ ରେ ଗୁରୁତର ଅବସ୍ଥାରେ ପଡ଼ି ଥିବା ଦେଖା ଯାଇ ଥିଲା । ରେଳ ଷ୍ଟେସନ ଜି ଆର ପି ପୋଲିସ କର୍ମଚାରୀ ତାଙ୍କୁ ଷ୍ଟେସନ ରୁ ଟିଟିଲାଗଡ ଜିଲ୍ଲା ଉପଖଣ୍ଡ ମୁଖ୍ୟ ଚିକିତ୍ସାଳୟରେ ରେ ଆଣି ପହଞ୍ଚେଇ ଥିବା ବେଳେ ପ୍ରାୟ ଏକ ଘଣ୍ଟା ପରେ ତାଙ୍କର ଶୋଚନୀୟ ମୃତ୍ୟୁ ଘଟିଥିଲା*। 

ଖରାରେ ସେ ଟିଟିଲାଗଡ ସହର ର ଏକ କୋଠା ଘରେ କାମ କରି ତାଙ୍କ ଘର କୁ  ଯିବା ପାଇଁ ଷ୍ଟେସନ ରେ ପହଞ୍ଚି ଥିଲେ ।
ଅଂଶୁଘାତ ଯୋଗୁଁ ତାଙ୍କର ମୃତ୍ୟୁ ଘଟି ଥିବା ବେଳେ ତାଙ୍କ ଚାରୋଟି ଛୋଟ ସନ୍ତାନ ଥିବା ଓ ସେ ରାଜ୍ୟ ତଥା ରାଜ୍ୟ ବାହାର କୁ ଦାଦନ ଖଟି ଯାଇଥାନ୍ତି ଓ ତାଙ୍କ ପରିବାର ଲୋକ ଙ୍କୁ କିଛି ସହାୟତା ପାଇଁ ପରିବାର ଲୋକେ ଦାବି କରିଛନ୍ତି।
ଏ ନେଇ ଜି ଆର ପି ପୋଲିସ ଏକ ମାମଲା ରୁଜ୍ଜୁ କରି ଶବ ବ୍ୟବଚ୍ଛେଦ ପରେ ତାଙ୍କ ଶବ ହସ୍ତାନ୍ତର କରାଯିବ ବୋଲି ପ୍ରକାଶ କରିଛନ୍ତି।
ରିପୋର୍ଟ, ସନ୍ତୋଷ କୁମାର ନାୟକ


News Comment




Photo in News

Advertisment
Lastest News
  ରାଜ୍ୟ  
ଚାର୍ଜସିଟ୍ ଦାଖଲ ପୂର୍ବରୁ ବେଆଇନ୍ ଆଇନଗତ ଚକ୍ରାନ୍ତ ? ଆସନ୍ତାକାଲି ପୁଣି ଜାମିନ ଆବେଦନ !   10-May-2026
  ଜିଲ୍ଲା  
ବରଗୁଡା ଗ୍ରାମ ଠାରେ ମାଠାକୁରାଣୀ ହାଇଭୋଲ୍ଟେଜ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ   10-May-2026
  ରାଜ୍ୟ  
ଆମ ଢେଙ୍କାନାଳ- ଆମ ଗୌରବ   10-May-2026
  ଜିଲ୍ଲା  
ସନ୍ଧ୍ୟା ହେଲେ ଚଉଳିଆଗଞ୍ଜ ଖେଳ ପଡିଆ ♦️ ଜମୁଛି ଅସାମାଜିକ ଯୁବକଙ୍କ ଆଡ୍ଡା   10-May-2026
  ଜିଲ୍ଲା  
ପୋଲିସ ଭବନରେ ଗୁରୁତତ୍ୱପୂର୍ଣ୍ଣ ବୈଠକ   10-May-2026
  ଜିଲ୍ଲା  
ବରଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଛତା ବଣ୍ଟନ   10-May-2026
  ଜିଲ୍ଲା  
ବରଗୁଡା ଗ୍ରାମ ଠାରେ ମାଠାକୁରାଣୀ ହାଇଭୋଲ୍ଟେଜ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ l   10-May-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ ହେବା ପରେ ଆକ୍ସନ୍ ମୋଡରେ ବିଜୟ,   10-May-2026
  ଜିଲ୍ଲା  
*ମୌଦଲପୁର ଠାରେ ନାମ ଯଜ୍ଞ" ଅନୁଷ୍ଠିତ*   10-May-2026
  ରାଜ୍ୟ  
ପରିବାର ଭିତରୁ ଯୁବ ପିଢିଙ୍କ ଭିତରେ ସଂସ୍କାର ଆଣିଲେ ସେମାନେ ସଂସ୍କୃତି ର ଅବକ୍ଷୟକୁ ରୋକି ପାରିବେ   10-May-2026
  ଜିଲ୍ଲା  
ସଡ଼କ ଦୁର୍ଘଟଣାରେ ଦୁଇଜଣ ଆହତ , ଦୁର୍ଘଟଣାଗ୍ରସ୍ତ ବ୍ୟକ୍ତିଙ୍କୁ ଉଦ୍ଧାର କରି ମେଡିକାଲ କୁ ପଠାଇଲେ ସ୍ୱାସ୍ଥ୍ୟମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ   10-May-2026
  ଜିଲ୍ଲା  
 କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର   10-May-2026

You Might Also Like