-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||     

HOME   ଜିଲ୍ଲା

୫୫0 କୁଣହାଁ (କିସାନ ମିର୍ଦ୍ଧା ଓରାମ) ସମାଜର  ବାର୍ଷିକ ଉତ୍ସବ 

24-Apr-2024



ଦେବଗଡ଼// ବାରକୋଟ ବ୍ଲକ ର ଝରlକଣ୍ଢଲ ଗାଁ ଠାରେ ୫୫0 ବାରକୋଟ ପ୍ରଗଣା ପଡ଼ିଆ ବିଷା କିସାନ ସମାଜ (କିସାନ, ମିର୍ଦ୍ଧା,ଓରାମ, କୁଡା ସମାଜ)ର  ବାର୍ଷିକ ଉତ୍ସବ ଜ଼ିଲ୍ଲା ସଭାପତି ଦୁର୍ଯ୍ୟୋଧନ କିସାନ ଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ ହୋଇଯାଇଛି l ଏହି ବାର୍ଷିକ ଉତ୍ସବ ରେ ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି ମୁଖ୍ୟଅତିଥି ଭାବରେ ଯୋଗଦେଇଥିଲେ l କିସାନ ଭାଷା ରେ  ଗୀତ ଗାଇ ନୃତ୍ୟ ବାଦ୍ୟ ତାଳେ ତାଳେ ଅତିଥି ମାନଙ୍କୁ ସଭାସ୍ଥଳ କୁ ପାଛୋଟି ନେଇଥିଲେ l ମୁଖ୍ୟ ଅତିଥି ସାଂସଦ ଶ୍ରୀ ବିଶି ତାଙ୍କ ବକ୍ତବ୍ୟ ରେ ରାଜ୍ୟ ସରକାର ଙ୍କ ଆଦିବାସୀ ସଶକ୍ତିକରଣ ଯୋଜନା ଗୁଡିକ ବିଷୟରେ ଆଲୋକପାତ କରିଥିଲେ l ଆଦିବାସୀ ଭବନ ନିର୍ମାଣ ପାଇଁ ଭୁବନେଶ୍ୱର ଗୋଠପାଟଣା ରେ ୧00 କୋଟି ଟଙ୍କା ମଞ୍ଜୁରୀ ସହ ଭୂମିପୂଜନ, ଆଦିବାସୀ ମାନଙ୍କ ନାଁ ରେ ଥିବା ୫0 ହଜାର ମକଦ୍ଦମା ପ୍ରତ୍ୟlହାର, ଲଘୁବନ ଜାତ ଦ୍ରବ୍ୟ ଉପରେ ସର୍ବନିମ୍ନ ପ୍ରୋତ୍ସାହନ ରାଶି ପ୍ରଦାନ, ଜଙ୍ଗଲ ଜମି ପଟ୍ଟା ପ୍ରଦାନ, ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ମାଗଣା ସ୍ୱାସ୍ଥ୍ୟ ସେବା ସକାଶେ ମହିଳା ମାନଙ୍କୁ ୧0 ଲକ୍ଷ ଓ ପୁରୁଷ ମାନଙ୍କୁ ୫ ଲକ୍ଷ ଟଙ୍କା ର ମାଗଣା ଚିକିତ୍ସା ସୁବିଧା, ସ୍ୱତନ୍ତ୍ର ଉନ୍ନୟନ ଯୋଜନା ରେ ଆଦିବାସୀ କଳା, ସଂସ୍କୃତି ସୁରକ୍ଷା, ଦେବଦେବୀ ପୀଠ ର ମରାମତି, ନିର୍ମାଣ ଏବଂ ସୌନ୍ଦର୍ଯ୍ୟ କରଣ, ଗ୍ରାଜୁଏସନ ପର୍ଯ୍ୟନ୍ତ ନିଃଶୁଳ୍କ ଶିକ୍ଷା ପ୍ରଦା ବିଷୟରେ ଉଦବୋଧନ ଦେଇଥିଲେ l କିସାନ ସମାଜର ପ୍ରଥା ପରମ୍ପରା, ରୀତିନୀତି, ଚାଲିଚଲଣି, ସଂସ୍କୃତି, ଐତିହ୍ୟ,ଭାଷା, ଧର୍ମ, ଧାର୍ମିକ ବିଶ୍ୱାସ କୁ ବଜାୟ ରଖିବାକୁ ମଞ୍ଚାସିନ ଅତିଥି ମାନେ ଜୋର ଦେଇଥିଲେ l ମଦ ନିଶା ଛାଡି, ସମାଜର ପୁଅଝିଅ ମାନଙ୍କୁ ଉଚ୍ଚ ଶିକ୍ଷା, ଗୁଣାତ୍ମକ ଶିକ୍ଷା, ଧନ୍ଦାମୂଳକ ଶିକ୍ଷା ପ୍ରଦାନ କରିବାକୁ ସମାଜ ର ସଭାପତି, ସମ୍ପାଦକ, ନେତୃ ମଣ୍ଡଳୀ ସମାଜର ଲୋକଙ୍କୁ ମନ୍ତ୍ରଣା ଦେଇଥିଲେ l ସଭା ପରେ ସମାଜର କଳାକାର ମାନଙ୍କ ଦ୍ୱାରା ନୃତ୍ୟ ଗୀତ ପରିବେଷଣ କରାଯାଇଥିଲା l ନବୋଦୟ ବିଦ୍ୟାଳୟ ରେ ସଫଳତା ହାସଲ କରିଥବା ଛାତ୍ରଛାତ୍ରୀ ମାନଙ୍କୁ ମୁଖ୍ୟଅତିଥି  ଟ୍ରଫି ପ୍ରଦାନ କରି ଉତ୍ସାହିତ କରିଥିଲେ lସଭା ରେ ସମାଜର ଉଗ୍ରେସନ କିସାନ, ମୁନି କିସାନ,ଭଦ୍ର ଚରଣ କିସାନ,ମୁରଲୀଧର କିସାନ,ଗୌରାଙ୍ଗ କିସାନ , ଭଦ୍ର କିସାନ ,  ଶରତ କିସାନ,ପ୍ରମୁଖ ଉଦବୋଧନ ଦେଇଥିଲେ l ବାରକୋଟ ବ୍ଲକ, ତିଳେଇବଣି ବ୍ଲକ, ଦେବଗଡ଼ ବ୍ଲକ, ବଣେଇ ବ୍ଲକ,କୁଚିଣ୍ଡା ବ୍ଲକ ର ଶତାଧିକ କିସାନ,ମିର୍ଦ୍ଧା, କୁଡା,ଓରାମ,ମାଟିଆ ସମାଜର କର୍ମକର୍ତ୍ତା ଯୋଗଦେଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   27-Sep-2026
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026
  ଜିଲ୍ଲା  
ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ   27-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026
  ଜିଲ୍ଲା  
*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   27-Sep-2026
  ଜିଲ୍ଲା  
*ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   27-Sep-2026
  ଜିଲ୍ଲା  
ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   27-Sep-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   27-Sep-2026
  ରାଜ୍ୟ  
ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   27-Sep-2026
  ରାଜ୍ୟ  
ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ   27-Sep-2026
  ଜିଲ୍ଲା  
ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   27-Sep-2026

You Might Also Like