-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||     

HOME   ଜିଲ୍ଲା

ସିନ୍ଧେକେଲାର ଯୁବ ସାମ୍ବାଦିକ ତଥା ବଣିକ ସଂଘର ସହ ସମ୍ପାଦକ ଙ୍କ ପିତୃ ବିୟୋଗ

24-Apr-2024



ସିନ୍ଧେକେଲା // ସିନ୍ଧେକେଲାର ଯୁବ ସାମ୍ବାଦିକ ତଥା ବଣିକ ସଂଘର ସହ ସମ୍ପାଦକ ଅନିଲ ତ୍ରିପାଠୀଙ୍କ ପିତା ଲମ୍ବୋଦର ତ୍ରିପାଠୀ(୭୦) ଙ୍କ ଗତ ସୋମବାର ରାତିରେ ଆକସ୍ମିକ ପରଲୋକ ଘଟିଛି । ଗତ କିଛିଦିନରୁ ସେ ଅସୁସ୍ଥ ଥିଲେ । ମୃତ୍ୟୁଶଯ୍ୟା ନିକଟରେ ଭାଇ ନୀଳକଣ୍ଠ ତ୍ରିପାଠୀ , ଫକୀର ତ୍ରିପାଠୀ , ପୁଅ ରାମଚନ୍ଦ୍ର ତ୍ରିପାଠୀ , ଅନିଲ ତ୍ରିପାଠୀ , ପୁତ୍ରବଧୁ ଭାରତୀ ତ୍ରିପାଠୀ , ମିନତୀ ତ୍ରିପାଠୀ , ଝିଅ ମଞ୍ଜୁଲତା , ଅଞ୍ଜୁ ଲତା , ଝିଅଜ୍ବାଇଁ ଧୀରେନ୍ଦ୍ର କୁମାର ଗୁରୁ , ନାତି ନାତୁଣୀ ପ୍ରାଞ୍ଜଳ ତ୍ରିପାଠୀ , ପାୟଲ ତ୍ରିପାଠୀ , ପ୍ରଂଜ୍ଞାନ ତ୍ରିପାଠୀ , ପ୍ରହାନ ତ୍ରିପାଠୀ ସହ ପରିବାର ବର୍ଗ ଉପସ୍ଥିତ ଥିଲେ । ଖବର ପ୍ରଚାରିତ ହେବା ପରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି । ଆଜି ମଙ୍ଗଳବାର ଗାଁ ଶ୍ମଶାନ ଘାଟରେ ଶେଷକୃତ୍ୟ କରାଯାଇଥିବା ବେଳେ ବଡ଼ପୁଅ ରାମଚନ୍ଦ୍ର ତ୍ରିପାଠୀ ତାଙ୍କୁ ମୁଖାଗ୍ନି ଦେଇଥିଲେ । ଶବାଧାରରେ ବନ୍ଧୁ ଓ ପରିବାର ବର୍ଗ ସହ ବିଭିନ୍ନ ପଂଚାୟତର ସରପଞ୍ଚ , ସମିତି ସଭ୍ୟ , ଗଣମାଧ୍ୟମ ପ୍ରତିନିଧି , ବିଭିନ୍ନ ଦଳର ନେତା , ସାମାଜିକ ବ୍ୟକ୍ତି ଓ ବିଭିନ୍ନ କାର୍ଯ୍ୟାଳୟର ଅଧିକାରୀ , କର୍ମଚାରୀ ଆଦି ସାମିଲ ହୋଇଥିଲେ । ଶ୍ରୀ ତ୍ରିପାଠୀଙ୍କ ବିୟୋଗରେ ରାଣୀପୁର ଝରିଆଲ ଟ୍ରଷ୍ଟ କମିଟିର ସଭାପତି ମାଣିକ ଚନ୍ଦ ଜୈନ, ଜିଲ୍ଲା ସାମ୍ବାଦିକ ସଂଘର ସଭାପତି ଶିବ ପ୍ରସାଦ ପରିଡା , ଓୟୁଜେ ସଭାପତି ବଦ୍ରୀ ମିଶ୍ର, ପ୍ରେସ କ୍ଲବ ସଭାପତି ଛୋଟୁ ସିଂ ସାଲୁଜା, କାର୍ଯ୍ୟକାରୀ ସଭାପତି ସୁରଦାସ ବାଗ , ସାମ୍ବାଦିକ ସଂଘ ବଙ୍ଗୋମୁଣ୍ଡା ସଭାପତି ରଶ୍ମୀ ରଞ୍ଜନ ପୁଟେଲ, ବଣିକ ସଙ୍ଘ ସଭାପତି ସୁବାଷ ଜୈନ , ବରିଷ୍ଠ ସାମ୍ବାଦିକ ଦିନେଶ ଜୈନ, ପ୍ରମୁଖ ଶୋକବ୍ୟକ୍ତ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ   27-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026
  ଜିଲ୍ଲା  
*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   27-Sep-2026
  ଜିଲ୍ଲା  
*ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   27-Sep-2026
  ଜିଲ୍ଲା  
ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   27-Sep-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   27-Sep-2026
  ରାଜ୍ୟ  
ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   27-Sep-2026
  ରାଜ୍ୟ  
ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ   27-Sep-2026
  ଜିଲ୍ଲା  
ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   27-Sep-2026
  ଜିଲ୍ଲା  
ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   27-Sep-2026

You Might Also Like