-+91-9937148622 |

prerana_bgr@rediffmail.com |

  Friday 19th June 2026 |

| | | |

R.N.I. Regd No. ODIODI/2010/46693

Breaking News

ପୁରସ୍କାର ଓ ସମ୍ମାନ ପଛରେ ନାହିଁ ସାହିତ୍ୟ ପଛରେ ପଡିଛନ୍ତି ସଙ୍ଗୀତା    (19-Jun-2026)       ||      ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   (19-Jun-2026)       ||      ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ    (19-Jun-2026)       ||      ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ    (18-Jun-2026)       ||      ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   (18-Jun-2026)       ||      ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   (18-Jun-2026)       ||      *ଡାବୁଗାଁ ଡ଼ଙ୍ଗରୀଗୁଡା ଠାରେ ପ୍ରତିଷ୍ଠା ହେଲା ମାଁ ସମଲେଇଙ୍କ ମନ୍ଦିର*   (18-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   (18-Jun-2026)       ||      ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ଭ୍ରାମ୍ୟମାଣ ସେବା   (18-Jun-2026)       ||      ଡୁଙ୍ଗୁରିପାଲିରେ ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ |ମା ପାର୍ବତୀଙ୍କୁ କନ୍ୟା ରୂପେ ପାଇ ମିଶ୍ର ଦମ୍ପତି ଆନନ୍ଦିତ   (18-Jun-2026)       ||      ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ପଶ୍ଚିମବଙ୍ଗ ଗସ୍ତ : ନବ ନିର୍ବାଚିତ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନୃସିଂହନାଥ ଧାମ ପରିଦର୍ଶନ ପାଇଁ ନିମନ୍ତ୍ରଣ    (18-Jun-2026)       ||      ଆବର୍ଜନା ଉଠାଇଲେ ଏନଏସି ଅଧ୍ୟକ୍ଷ, କାଉନସିଲର ଓ ଯୁବ ଗୋଷ୍ଠୀ, ସଫେଇ କର୍ମଚାରୀଙ୍କ ସହ ମୁହାଁ ମୁହିଁ ପରିସ୍ଥିତି ନାକେଦମ୍ ପୁଲିସ, ଦୁଇ ଘଣ୍ଟା ତୁଷୁରା - ବଲାଙ୍ଗୀର ରାସ୍ତା ଅବରୋଧ   (18-Jun-2026)       ||      ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ଗତ ଦୁଇ ବର୍ଷରେ ରାଜ୍ୟ ସରକାରଙ୍କ ବିକାଶମୂଳକ ଯୋଜନା ଏବଂ ସଫଳତା ସମ୍ପର୍କରେ ଉପସ୍ଥାପନ କଲେ ମନ୍ତ୍ରୀ    (18-Jun-2026)       ||      ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ପକ୍ଷରୁ ସାଇବର୍ ଆଇନ ସମ୍ପର୍କିତ ଆଲୋଚନାଚକ୍ର ୨୧ ରେ    (18-Jun-2026)       ||      ବ୍ରାହ୍ମଣୀ ଗ୍ରାମରେ ମାଇକ୍ରୋ ଟୁରିଜିମ୍‌ ପ୍ରକଳ୍ପର ପରିଦର୍ଶନ କଲେ ପ୍ରଶାସନିକ ଦଳ    (18-Jun-2026)       ||      ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ ନେଇ ପ୍ରସ୍ତୁତି ବୈଠକ   (18-Jun-2026)       ||      ଶିଶୁ ମଙ୍ଗଳ କମିଟି କୋର୍ଟ କ୍ୟାମ୍ପ: ବ୍ଲକ ସ୍ତରୀୟ ପିତୃ-ମାତୃହୀନ ଶିଶୁଙ୍କ ଉପସ୍ଥାପନା ଓ ପରାମର୍ଶ ଶିବିର   (18-Jun-2026)       ||      ମା ଜାଗୁଳାଇ ରାମଲୀଳା ସମିତି ପକ୍ଷରୁ ଦୁଇଦିନିଆ ରାମଲୀଳା ଉତ୍ସବ    (18-Jun-2026)       ||      ଆଗଲପୁର ବ୍ଲକ୍ ରେ ବିକାଶ ର ଧାରା ଓଡ଼ିଶା ସାରା କାର୍ଯକ୍ରମ   (17-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରାର ତୃତୀୟ ଦିବସ, ଭୈରବ ବାବାଙ୍କ ଗୁଆଗୁଣ୍ଡା ନିଉତା ସମ୍ପନ୍ନ   (17-Jun-2026)       ||     

HOME   ଅପରାଧ

ଯୁବତୀ ଙ୍କ ଦୋକାନ ଭାଙ୍ଗି ବିଚ ବଜାର ରେ ଦୁର୍ବୃତ ଙ୍କ ଆକ୍ରମଣ, ଘଟଣା ସ୍ଥଳ ରୁ ପୋଲିସ କଲା ଉଦ୍ଧାର,ଦୁଇ ଅଭିଯୁକ୍ତ ଗିରଫ।

25-Dec-2020



ବଲାଙ୍ଗୀର/ଟିଟିଲାଗଡ,(ପ୍ରେରଣା ଖବର) - ଟିଟିଲାଗଡ ସହର ର ୱାର୍ଡ ନଂ-୧୪ ରେ ଜଣେ ଯୁବତୀ ଙ୍କୁ ତାଙ୍କ ପ୍ରୋଫାଇଲ ରେ ଫଟୋ ଛାଡିବା ନେଇ  ଗୁରୁତର ଆକ୍ରମଣ କରିବା ନେଇ ଟିଟିଲାଗଡ ଥାନା ରେ ଏତଲା ଦାୟର କରାଯାଇଛି। ସୂଚନା ଅନୁଯାୟୀ, ସକାଳ ପ୍ରାୟ ୧୧ ଟା ସମୟରେ ଉକ୍ତ ସାଇ ର ଦୁଇ ଜଣ ଯୁବକ ଯଥା, ବ୍ୟାସୁଦୀନ ଖାନ(ବ-୩୦)ମେହେରୁଦିନ ଖାନ(ବ-୨୮) ମିଶି ଉକ୍ତ ସାଇ ର ଝାକର ପଡା ଛକ ରେ କରିଥିବା ଏକ ଦୋକାନ କୁ ଆସି ମିଳିତ ଭାବେ ଆକ୍ରମଣ କରି ଗୁରୁତର କରିଦେଇଥିବା ବେଳେ ତାଙ୍କ ଦୋକାନ ର ସବୁ ଜିନିଷ ପତ୍ର ଭାଙ୍ଗି ଦେଇ ଫେରାର ହୋଇଯାଇଥିଲେ । ଏ ନେଇ ପୋଲିସ କୁ ଫୋନ ଯୋଗେ ସୂଚନା ଦିଆଯିବା ପରେ ତୁରନ୍ତ ଘଟଣା ସ୍ଥଳରେ ପୋଲିସ ପହଞ୍ଚି ଉକ୍ତ ଯୁବତୀ ଙ୍କୁ ଉଦ୍ଧାର କରିବା ସହ ଉକ୍ତ ଦ୍ୱୟ ଅଭିଯୁକ୍ତ ଙ୍କୁ ପୋଲିସ ଗିରଫ କରି ଅଟକ ରଖିଛି । ଏହି ଯୁବତୀ ସନ୍ତୋସିନୀ ଙ୍କୁ ଉକ୍ତ ଯୁବକ ଦ୍ବୟ ପୂର୍ବରୁ ଚାଟିଙ୍ଗ କରୁଥିଲେ । ଏହି ପ୍ରୋଫାଇଲ ଫଟୋ କୁ ନେଇ ତାଙ୍କର ବଚସା ସୃଷ୍ଟି ହୋଇଥିବା ଦୁଇ ଅଟକ ଅଭିଯୁକ୍ତ ପ୍ରକାଶ କରିଛନ୍ତି । ପୋଲିସ ଉକ୍ତ ଅଭିଯୋଗ କରି ସନ୍ତୋସିନୀ  ଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନା କୁ ପଠେଇ ଥିବା ଓ  ଅଧିକ ତଦନ୍ତ କରି ଉଚିତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପୋଲିସ ତରଫରୁ ସୂଚନା ମିଳିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ପୁରସ୍କାର ଓ ସମ୍ମାନ ପଛରେ ନାହିଁ ସାହିତ୍ୟ ପଛରେ ପଡିଛନ୍ତି ସଙ୍ଗୀତା   19-Jun-2026
  ଅପରାଧ  
ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   19-Jun-2026
  ଜିଲ୍ଲା  
ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ   19-Jun-2026
  ଜିଲ୍ଲା  
ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ   18-Jun-2026
  ଜିଲ୍ଲା  
ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   18-Jun-2026
  ଜିଲ୍ଲା  
ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   18-Jun-2026
  ଜିଲ୍ଲା  
*ଡାବୁଗାଁ ଡ଼ଙ୍ଗରୀଗୁଡା ଠାରେ ପ୍ରତିଷ୍ଠା ହେଲା ମାଁ ସମଲେଇଙ୍କ ମନ୍ଦିର*   18-Jun-2026
  ଜିଲ୍ଲା  
ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   18-Jun-2026
  ଜିଲ୍ଲା  
ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ଭ୍ରାମ୍ୟମାଣ ସେବା   18-Jun-2026
  ଜିଲ୍ଲା  
ଡୁଙ୍ଗୁରିପାଲିରେ ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ |ମା ପାର୍ବତୀଙ୍କୁ କନ୍ୟା ରୂପେ ପାଇ ମିଶ୍ର ଦମ୍ପତି ଆନନ୍ଦିତ   18-Jun-2026
  ଜିଲ୍ଲା  
ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ପଶ୍ଚିମବଙ୍ଗ ଗସ୍ତ : ନବ ନିର୍ବାଚିତ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନୃସିଂହନାଥ ଧାମ ପରିଦର୍ଶନ ପାଇଁ ନିମନ୍ତ୍ରଣ   18-Jun-2026
  ଜିଲ୍ଲା  
ଆବର୍ଜନା ଉଠାଇଲେ ଏନଏସି ଅଧ୍ୟକ୍ଷ, କାଉନସିଲର ଓ ଯୁବ ଗୋଷ୍ଠୀ, ସଫେଇ କର୍ମଚାରୀଙ୍କ ସହ ମୁହାଁ ମୁହିଁ ପରିସ୍ଥିତି ନାକେଦମ୍ ପୁଲିସ, ଦୁଇ ଘଣ୍ଟା ତୁଷୁରା - ବଲାଙ୍ଗୀର ରାସ୍ତା ଅବରୋଧ   18-Jun-2026

You Might Also Like