-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||     

HOME   ଜିଲ୍ଲା

ବିଦ୍ୟାଳୟରେ ଗ୍ରୀଷ୍ମ ଅବକାଶକାଳୀନ ପ୍ରସ୍ତୁତି....

24-Apr-2024



(ଜୟ କୁମାର ମହାରଣା )
କଣ୍ଟାମାଳ ବ୍ଲକ ଅନ୍ତର୍ଗତ ଆମ୍ବଗାଁ କ୍ଲଷ୍ଟର ଅଧିନସ୍ଥ କୁରୁକୁପା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ଯାଳୟରେ ପ୍ରଧାନ ଶିକ୍ଷକ ଲମ୍ବୋଦର ମିର୍ଦ୍ଧା ଙ୍କ ଅଧ୍ୟକ୍ଷତାରେ "ଗ୍ରୀଷ୍ମ ଅବକାଶକାଳୀନ ପ୍ରସ୍ତୁତି ବୈଠକ" ପରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀ ଙ୍କୁ ଗ୍ରୁହକାର୍ୟ୍ୟ ସକାଶେ, ସମସ୍ତ ବିଷୟର ପ୍ରଶ୍ନପତ୍ର ବଣ୍ଟନ କାର୍ୟ୍ଯରେ ସହକାରୀ ଶିକ୍ଷକଶିକ୍ଷୟିତ୍ରୀ ଶୁକ୍ରୁ ମାଝୀ ଓ ମିନତୀ ଗରିଆ ସହଯୋଗ କରିଥିଲେ। ସେହିପରି ଶିକ୍ଷକ ମାନସ ମଲିକ ଓ ମନୋଜ ନାୟକ ସବୁ ଆସବାବପତ୍ର ଗୁଡିକର ରକ୍ଷଣାବେକ୍ଷଣ, ବୈଦୁତିକ ଜିନିଷର ସୁଇଚ୍ ଅଫ୍, MDM ଦ୍ରବ୍ଯ ଗୁଡିକର ସୁରକ୍ଷା, ଶ୍ରେଣୀଗୃହ ସଫେଇ ଓ ଲକିଂ ଦାୟିତ୍ୱ ତୁଲାଇଥିଲେ।ପ୍ରତିକାରମୂଳକ ଶିକ୍ଷା ପ୍ରଦାନରେ ସହାୟକ ପାଇଁ ଶିକ୍ଷୟିତ୍ରୀ ରଂଜିତା ସାହୁ ଛାତ୍ରଛାତ୍ରୀଙ୍କ ଶ୍ରେଣୀଭିତ୍ତିକ ହ୍ୱାଟସଆପ୍ ଗ୍ରୁପ୍ ଗଠନ କରିଥିଲେ ।ଛୁଟି ସମୟରେ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ରୋଷ୍ଟର ଡ୍ୟୁଟିରେ ବଗିଚାରେ ଜଳସେଚନ ଓ ଯତ୍ନ ତଥା ଆସନ୍ତା ଶନିବାର ଦିନ ଛାତ୍ରଛାତ୍ରୀଙ୍କୁ ଶୁଖିଲା ଖାଦ୍ୟ (ଚାଉଳ) ବଣ୍ଟନ କରିବାର ନିଷ୍ପତ୍ତି ଗ୍ରହଣ ବିଦ୍ୟାଳୟ ପ୍ରଧାନ ଶିକ୍ଷକଙ୍କଠାରୁ ପ୍ରକାଶ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   27-Sep-2026
  ରାଜ୍ୟ  
ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   27-Sep-2026
  ରାଜ୍ୟ  
ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ   27-Sep-2026
  ଜିଲ୍ଲା  
ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   27-Sep-2026
  ଜିଲ୍ଲା  
ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   27-Sep-2026
  ଜିଲ୍ଲା  
ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   27-Sep-2026
  ଜିଲ୍ଲା  
ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   27-Sep-2026
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026

You Might Also Like