-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||     

HOME   ଜିଲ୍ଲା

ପୌରାଞ୍ଚଳରେ ସମରେନ୍ଦ୍ର - ନରସିଂହଙ୍କ ଜୋରଦାର ନିର୍ବାଚନ ପ୍ରଚାର ବିକାଶ କୁ ଚୋରି କରିଥିବା ନେତାଙ୍କୁ ନିର୍ବାଚନରେ ଜବାବ ଦିଅନ୍ତୁ ଲୋକେ - ସମରେନ୍ଦ୍ର

24-Apr-2024



ବଲାଙ୍ଗିର (ପ୍ରେରଣା ଖବର )
ରାଜ୍ୟ ସରକାର ଏବଂ ବଲାଙ୍ଗିର ପୌର ପରିଷଦ ଦିର୍ଘ ଦିନ ଧରି ବିଜେଡି ଅଧିନରେ । ପୁଣି ଏଠାକାର ବିଜେଡି ନେତାମାନେ ୨୪ ବର୍ଷ ଧରି ଲଗାତାର କ୍ଷମତାରେ ଥିଲେ । ଏତେ ଲମ୍ବା ସମୟ କ୍ଷମତାରେ ଥିବା ସତ୍ତ୍ୱେ ବଲାଙ୍ଗିର ର କୌଣସି ଆଖି ଦୃଶିଆ ଯୋଜନା କରିପାରିଲେ ନାହିଁ ଓଲଟା ପୌର ପରିଷଦ ଅଧିନରେ ଥିବା ଡ୍ରେନ, ରାସ୍ତା ଅତି ଶୋଚନୀୟ । ପୌର ପରିଷଦ ଦୁର୍ନିତି ଚରମସୀମାରେ ପହଞ୍ôଚଛି । କିଛି ଉନ୍ନତି କରିବା ପରିବର୍ତ୍ତେ ଏଠିକାର ରାଜ ପରିବାର ଅନେକ କ୍ଷମତାରେ ଥାଇ ମଧ୍ୟ ଆମ ଯୁବକମାନଙ୍କ ଭବିଷ୍ୟତକୁ ଅନ୍ଧାର ମଧ୍ୟକୁ ଠେଲିଛନ୍ତି । ଆମର ପିଲାମାନଙ୍କ ଭବିଷ୍ୟତକୁ ଚୋରି କରିଥିବା ଏହି ନେତାମାନେ ବର୍ତ୍ତମାନ ବଲାଙ୍ଗିର ର ମାନ୍ୟବର ବିଧାୟକଙ୍କ ଦ୍ୱାରା କରାଯାଇଥିବା ଏଠାକାର ବିକାଶ କୁ ଚୋରି କରିବାର ଅପଚେଷ୍ଟା କରୁଛନ୍ତି । ଏଣୁ ଆଗାମୀ ନିର୍ବାଚନରେ ଏପରି ବିକାଶ କୁ ଚୋରୀ କରୁଥିବା ନେତାଙ୍କୁ ଆମର ମାଁ ମାଉସୀ ଛାତ୍ର ଯୁବକ ସାଧାରଣ ଜନତା ଉଚିତ ଜବାବ ଦେବେ ବୋଲିି ପୌରାଂଚଳ ଅନ୍ତର୍ଗତ ବିଷ୍ଣୁମୁଣ୍ଡା ଓ ସୁଦପଡା ଠାରେ ଅନୁଷ୍ଠିତ ମହିଳା ସମାବେଶରେ ବଲାଙ୍ଗିର ବିଧାୟକ ପ୍ରାର୍ଥୀ ସମରେନ୍ଦ୍ର ମିଶ୍ର ନିଜ ବକ୍ତବ୍ୟରେ କହିଛନ୍ତି । ସେ କହିଛନ୍ତି ଏଠାକାର ବିଜେଡି ନେତାମାନଙ୍କୁ ହାରିବାର ଭୟ ଘାରିଲାଣି । ଭୟରେ ସେମାନେ ତାଙ୍କ ଅଧିନରେ ଥିବା ପୌରପରିଷଦର ଅପବ୍ୟବହାର କରୁଛନ୍ତି । ତାଙ୍କ ଅଧିନରେ କାମ କରୁଥିବା କାର୍ଯ୍ୟକାରୀ ସଂସ୍ଥାମାନଙ୍କୁ ତାଙ୍କ ଦଳ ପାଇଁ କାମ କରିବା ଧମକ ଦେଉଛନ୍ତି । ଆମେ ସ୍ପଷ୍ଟ ଭାବେ କହିବାକୁ ଚାହୁଁଛୁ ଏହି ଦୁର୍ନିତିଘୋର ପିସି ବାବୁଙ୍କର ଗୁଣ୍ଡାଗର୍ଦି କୁ ଉଚିତ ଜବାବ ଦିଆଯିବ । ଯେତେ ଶିଘ୍ର ହେବ ଏମାନେ ସାଧାରଣ ଜନତାଙ୍କୁ ଧମକ ଦେବାରୁ ନିବୃତ ରୁହନ୍ତୁ ନ ହେଲେ ଲୋକେ ତାର ଉଚିତ ଜବାବ ଦେବେ ବୋଲି ସମରେନ୍ଦ୍ର କହିଥିଲେ । ଏଠାରେ ସୂଚନାଯୋଗ୍ୟ ଯେ ପୌର ପରିଷଦକୁ ନିଜ ଅକ୍ତିଆରରେ ରଖିଥିବା ବିଜେଡି ନେତା ମହିଳା ସ୍ୱୟଂ ସହାୟକ ଗୋଷ୍ଠି ନାଁ ରେ ସହରର ସମସ୍ତ ଠିକାକାମ ନିଜେ କରୁଛନ୍ତି । ଠିକ୍ ସମୟରେ ଲୋକେ ତାର ଜବାବ ଦେବେ ବୋଲି କହିଥିଲେ । ମହିଳା ସମବେଶରେ ମାନ୍ୟବର ବଲାଙ୍ଗିର ବିଧାୟକ ନରସିଂହ ମିଶ୍ର କଂଗ୍ରେସ ର ଉଭୟ ସାଂସଦ ଓ ବିଧାୟକ ପ୍ରାର୍ଥୀଙ୍କୁ ଦୁଇଟି ଭୋଟ ହାତ ଚିହ୍ନରେ ଦେବାକୁ ନିବେଦନ କରିବା ସହ ନିର୍ବାଚନରେ ଭୁଲ ବ୍ୟକ୍ତି କୁ ନ ଦେବାକୁ ନିବେଦନ କରିଥିଲେ କାରଣ ଠିକ୍ ଲୋକ ନିର୍ବାଚିତ ହେଲେ ବିକାଶ ପ୍ରକ୍ରିୟା ନିରନ୍ତର ଜାରି ରହିବ । ଭୁଲ ଲୋକଙ୍କ ହାତରେ କ୍ଷମତା ରହିଲେ ବଲାଙ୍ଗିର ପୁଣି ୨୪ ବର୍ଷ ତଳକୁ ଫେରିଯିବ ବୋଲି କହିବା ସହ କଂଗ୍ରେସ ସରକାରକୁ ଆସିଲେ ଧାନ କ୍ୱିଣ୍ଟାଲ ୩ହଜାର ଟଙ୍କା, ମାସିକ ୨୦୦ ୟୁନିଟ ପର୍ଯ୍ୟନ୍ତ ବିଜୁଲି ବିଲ ମାଫ, ଏସ୍‌ଏଚ୍‌ଜି ଗୋଷ୍ଠିଙ୍କୁ ବ୍ୟାଙ୍କ ଋଣ ଛାଡ, ମହିଳାଙ୍କୁ ମାସିକ ଭତ୍ତା ୨ହଜାର ଟଙ୍କା, ଦଳିତ ମହିଳାଙ୍କୁ ୩ହଜାର ଟଙ୍କା, ମାସକୁ ୫୦୦ ଟଙ୍କାରେ ଗୋଟିଏ ଗ୍ୟାସ ସିଲିଣ୍ଡର, ସାମାଜିକ ସୁରକ୍ଷା ଅନ୍ତର୍ଗତ ମାସିକ ଭତ୍ତା ୨ହଜାର ଟଙ୍କା, ବେକାରୀ ଭତ୍ତା ୩ହଜାର ଟଙ୍କା ଓ ୫ଲକ୍ଷ ଯୁବକ ଯୁବତିଙ୍କ ପାଇଁ ନିଯୁକ୍ତି ଦିଆଯିବ ବୋଲି ବିଧାୟକ ଶ୍ରୀ ମିଶ୍ର କଂଗ୍ରେସ ତରଫରୁ ଗ୍ୟାରେଣ୍ଟି ଦେଇଥିଲେ । ଆଜିର ଏହି ମହିଳା ସମବେଶ ନଗର କଂଗ୍ରେସ ସଭାପତି ବୁଲୁ ଦାନିଙ୍କ ସଂଯୋଜନା ଓ ମହିଳା କଂଗ୍ରେସ ସଭାନେତ୍ରୀ ମିଳନୀ ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଥିଲା ।


News Comment




Photo in News

Advertisment
Lastest News
  ରାଜ୍ୟ  
ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   27-Sep-2026
  ରାଜ୍ୟ  
ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ   27-Sep-2026
  ଜିଲ୍ଲା  
ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   27-Sep-2026
  ଜିଲ୍ଲା  
ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   27-Sep-2026
  ଜିଲ୍ଲା  
ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   27-Sep-2026
  ଜିଲ୍ଲା  
ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   27-Sep-2026
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026

You Might Also Like