-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||     

HOME   ଜିଲ୍ଲା

ଭିନ୍ନକ୍ଷମ ମହିଳାଙ୍କ ଭରସାରେ ତିନି ଝିଅ

25-Apr-2024



(ଡୋଲେଶ୍ଵର ବାଗ )ନୂଆପଡା ଜ଼ିଲ୍ଲା ବୋଡେ଼ନ ବ୍ଲକ ବାବେବିର ଗ୍ରାମ ପଞ୍ଚାୟତ ଖଇରଭାଡ଼ି ଗ୍ରାମର ଏକ ପରିବାର ମହିଳା ଭିନ୍ନକ୍ଷମ ମା ଭରସାରେ ଚାଲିଛି। ସ୍ୱାମୀ ତେଲଗୁ ହଂସ ବିଭିନ୍ନ ରୋଗରେ ପଡ଼ିତ  ହୋଇ ଅର୍ଥ ଅଭାବରୁ ଗତ ୨୦୧୩ ନଭେମ୍ବର ମାସ ୨୯ତାରିଖ ଦିନ ବୋଡେ଼ନ ସରକାରୀ ହସ୍ପିଟାଲରେ ମୃତ୍ଯୁବରଣ କରିଥିଲେ ।ଦୀର୍ଘ ୧୦ବର୍ଷ ହେଲା ମା ପାର ହଂସ (୪୯) ଭିନ୍ନକ୍ଷମ ଅଟନ୍ତି। ତା ସାଙ୍ଗ କୁ ତିନିଝିଅ ମଧ୍ୟ ସ୍ୱାସ୍ଥ୍ୟ ଅବସ୍ଥା ଠିକ ନାହିଁ। ଏହି ପରି ତିନିଝିଅ  କୁ ନେଇ ବଡ କଷ୍ଟ ରେ ଜୀବନ ଜୀବିକା ପ୍ରତି ପୋଷଣ କରୁଛନ୍ତି। ଚାରି ପରିବାରକୁ ମାସକୁ ୨୦ କେଜି ଚାଉଳ ଏବଂ ଭତ୍ତା ୧୦୦୦ ଟଙ୍କା ଚଳିବା କଷ୍ଟ ହୋଇପଡୁଥିବା । ମା ପାର ହଂସ ପ୍ରକାଶ କରିଛନ୍ତି। ବଡ ଝିଅ ମାଳତି ହଂସ(୨୪) ମାନସିକ ଭିନ୍ନକ୍ଷମ ଅଟେ ଅନେକ ଥର ଭିନ୍ୟକ୍ଷମ ଶିବିର ରେ ଯୋଗଦେଇଥିଲେ ମଧ୍ୟ ଭିନ୍ନକ୍ଷମ ପ୍ରମାଣ ପତ୍ର ମିଳୁନି ଯାହା ଫଳରେ ଭିନ୍ନକ୍ଷମ ଭତ୍ତା ପାଇବା ରୁ ବଞ୍ଚିତ ହେଉଛି। ଦୁତୀୟ ଝିଅ କୁନି ହଂସ (୧୯) ଦଶମ ଶ୍ରେଣୀ ପର୍ଯ୍ୟନ୍ତ  ପଡି ଅର୍ଥ ଅଭାବ ରୁ ପାଠ ଛାଡିଲା,ତୃତୀୟ ଝିଅ ଗାୟତ୍ରି ହଂସ (୧୪)ବର୍ଷ ବର୍ତମାନ ନବମ ଶ୍ରେଣୀ ମହୁଲପଡା ହାଇସ୍କୁଲ ରେ ପଡୁଛି। ଏହି ଦୁଇ ଝିଅ ମଧ୍ୟ ଦୁର୍ବଳ ଅଟନ୍ତି,କାମଧନ୍ଦ ମଧ୍ୟ କରିପାରନ୍ତି ନାହିଁ ।ପରିବାର କୁ ମାସ କୁ (୩୫)କେଜି ଚାଉଳ ଏବଂ ବଡ ଝିଅ ମାଳତି କୁ ଭିନ୍ନକ୍ଷମ ଭତ୍ତା ଯୋଗାଇ ଦେବାକୁ ଦାବି ହେଉଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   27-Sep-2026
  ଜିଲ୍ଲା  
ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   27-Sep-2026
  ଜିଲ୍ଲା  
ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   27-Sep-2026
  ଜିଲ୍ଲା  
ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   27-Sep-2026
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026

You Might Also Like