-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||     

HOME   ରାଜନୀତି

ବିଜେପି ର ମିଶ୍ରଣ ପର୍ବ ଓ କାର୍ଯ୍ୟକର୍ତ୍ତା ସମ୍ମିଳନୀ

25-Apr-2024



ଟିଟିଲାଗଡ଼ (ପ୍ରେରଣା ଖବର ): ଟିଟିଲାଗଡ ସହର ନିକଟସ୍ତ ଖଜୁରପଡ଼ା ଠାରେ ବିଜେପି ର ନିର୍ବାଚନ ମଣ୍ଡଳୀସ୍ତରୀୟ ବିଶାଳ ମିଶ୍ରଣ ପର୍ବ ଓ କାର୍ଯ୍ୟକର୍ତ୍ତା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି।ଟିଟିଲାଗଡ ନିର୍ବାଚନ ମଣ୍ଡଳୀ ସଂଯୋଜକ ଆଶିଷ ସାହୁଙ୍କ ସଂଯୋଜନାରେ ଆୟୋଜିତ ସଭାରେ ମୁଖ୍ୟ ଅତିଥି ଭାବରେ ସାଂସଦ ପ୍ରାର୍ଥୀନୀ ସଙ୍ଗୀତା ସିଂଦେଓ, ସମ୍ମାନିତ ଅତିଥି ଭାବରେ ରାଜ୍ୟ ଉପ ସଭାପତି ଗୋଲକ ବିହାରୀ ମହାପାତ୍ର, ଜିଲ୍ଲା ସଭାପତି ଶିବାଜି ମହାନ୍ତି, ଟିଟିଲାଗଡ ବିଧାୟକ ପ୍ରାର୍ଥୀ ନବୀନ ଜୈନ,ପୌର ଅଧ୍ୟକ୍ଷା ମମତା ଦେବୀ ଜୈନ, ନଗର ସଭାପତି ପ୍ରଶାନ୍ତ ଷଡ଼ଙ୍ଗୀ, ବରିଷ୍ଠ ନେତା ମହେନ୍ଦ୍ର ଠାକୁର, ଅଶୋକ ଦୋରା, ଲୋକସଭା ପ୍ରଭାରୀ ଦେବେନ୍ଦ୍ର ପଣ୍ଡା,ସଂଯୋଜକ ଦିନେଶ ଶର୍ମା,ପ୍ରଦୀପ ରାଏ,ଜିଲ୍ଲା ସାଧାରଣ ସମ୍ପାଦକ ଶ୍ରୀବତ୍ସ ବେହେରା, ପୂର୍ବତନ ନଗରପାଳ ଶୁଭ୍ରାଂଶୁ ଦାସ, ଓବିସି ଜିଲ୍ଲା ସଭାପତି ଅକ୍ଷୟ ରଣା ପ୍ରମୁଖ ଯୋଗ ଦେଇ କର୍ମୀ ଙ୍କୁ ଉତ୍ସାହିତ କରିଥିଲେ। ଟିଟିଲାଗଡ ବିଧାୟକ ପ୍ରାର୍ଥୀ ଭାବରେ ନବୀନ ଜୈନ ଙ୍କୁ ଦଳ ଟିକେଟ ଦେଇଥିବାରୁ ନିଜ ଖୁସି ବ୍ୟକ୍ତ କରିବା ସହ ଉଭୟ ଆସନରେ ଭାଇଭଉଣୀଙ୍କୁ ଜିତାଇ ଅଞ୍ଚଳର ବାସ୍ତବ ବିକାଶ ରେ ସହାୟକ ହେବାକୁ ମୁଖ୍ୟ ଅତିଥି ଶ୍ରୀମତି ସିଂ ଦେଓ କହିଥିଲେ। ମୁଖ୍ୟମନ୍ତ୍ରୀ ସର୍ଭେ ରିପୋର୍ଟ କୁ ନେଇ ଭୟଭୀତ ଥିବା ଯୋଗୁଁ କଣ୍ଟାବାଞ୍ଜି ଆସନ ରେ ଛିଡା ହେଉଥିବା ସେ କହିଥିଲେ। ରାଜ୍ୟକୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଅନ୍ତର୍ଗତ ୫୯ ଲକ୍ଷ ଆବାସ ଆସିଥିବା ବେଳେ ଏଥିରେ ୧୧ ହଜାର କୋଟି ଟଙ୍କାର ଦୁର୍ନୀତି ହୋଇଥିବା ଶ୍ରୀ ମହାପାତ୍ର କହିଥିଲେ। ବିଧାୟକ ପ୍ରାର୍ଥୀ ନବୀନ ଜୈନ ଟିଟିଲାଗଡ ଉପଖଣ୍ଡରେ ବାସ୍ତବରେ ବିକାଶ ଆଣ୍ଠେଇ ପଡିଥିବା ବେଳେ ଦୁର୍ନୀତି ଚରମ ସୀମାରେ ପହଞ୍ଚି ଥିବା କହିଥିଲେ।ଲୋକ ପରିବର୍ତ୍ତନ ପାଇଁ ମନସ୍ଥ କରି ସାରିଥିବା ଏବଂ ଲୋକଙ୍କ ଆଶୀର୍ବାଦ ତାଙ୍କ ସହ ଥିବା ଶ୍ରୀ ଜୈନ କହିଥିଲେ।ଉପଖଣ୍ଡବାସୀ ଙ୍କ ଦୀର୍ଘ ୩୩ ବର୍ଷ ଧରି ଜିଲ୍ଲା ଦାବୀ ରହିଥିବା ବେଳେ ସ୍ଥାନୀୟ ଲୋକ ପ୍ରତିନିଧି ବିଗତ ୧୦ ବର୍ଷରେ ବିଧାନସଭାରେ କେତେ ଥର ପ୍ରଶ୍ନ କରିଛନ୍ତି ବୋଲି ଶ୍ରୀ ଜୈନ ପ୍ରଶ୍ନ କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   27-Sep-2026
  ଜିଲ୍ଲା  
ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   27-Sep-2026
  ଜିଲ୍ଲା  
ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   27-Sep-2026
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026

You Might Also Like