-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||     

HOME   ଜିଲ୍ଲା

ଅଂଶୁଘାତ ପ୍ରତି ସଚେତନତା କାର୍ଯ୍ୟକ୍ରମ

24-Apr-2024



ବଲାଙ୍ଗୀର, ତା. ୨୪/୦୪ ( ପ୍ରେରଣା ଖବର )  : ବଲାଙ୍ଗୀର ଜିଲ୍ଲା ଲୋଇସିଂହା ବ୍ଲକ ଅନ୍ତର୍ଗତ ଲୋଇସିଂହା ସ୍ଥିତ ସରକାରୀ  ଉଚ୍ଚ ପ୍ର୍ରଥମିକ ବିଦ୍ୟାଳୟ ଠାରେ ଜୁନିଅର ରେଡକ୍ରସ ତରଫରୁ ଅଂଶୁଘାତ ପ୍ରତି ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନଶିକ୍ଷକ ତଥା  ଜୁନିଅର ରେଡକ୍ରସ କାଉନସେଲର ସଂଜୀବ କୁମାର ଦାଶଙ୍କ ସଭାପତିତ୍ବ କାର୍ଯ୍ୟକ୍ରମକୁ କରିଥିଲେ l ପ୍ରଧାନ ଶିକ୍ଷକ ତଥା ଅନ୍ୟ ଶିକ୍ଷକ ଶିକ୍ଷୟିତ୍ରୀ ଟାଣ ଖରା ରେ ଟାଣ ଖରାରେ ପଦାକୁ ବାହାରିବା ନାହିଁ ,ଖରାରେ କଠିନ ପରିଶ୍ରମ କରିବା ନାହିଁ ,ଜରୁରୀ କାମରେ ବାହାରକୁ ଯିବାକୁ ହେଲେ କଳା ଚଷମା, ଚପଲ, ମୁଣ୍ଡରେ ଓଦା ଗାମୁଛା ଏବଂ ଛତା ବ୍ୟବହାର କରିବା,  ହାଲୁକା ଏବଂ ଢିଲା ପୋଷାକ ପରିଧାନ କରିବା, ମାଦକ ଦ୍ରବ୍ୟ ଠାରୁ ଦୂରେଇ ରହିବା, ଜଳ ଶୁଷ୍କତାରୁ ରକ୍ଷା ପାଇବା ପାଇଁ ଅଧୂକ ପାଣି, ଓ.ଆର୍.ଏସ୍ ଦ୍ରବଣ, ପଣା, ତୋରାଣି, ଘୋଳଦହି ଓ ଆଖୁରସ ପିଇବା, ଅଂଶୁଘାତରେ ଆକ୍ରାନ୍ତ ବ୍ୟକ୍ତିଙ୍କୁ ଯଥାଶୀଘ୍ର ଡାକ୍ତରଖାନା ନେଇ ଚିକିତ୍ସା କରିବା,ଗୃହପାଳିତ ପଶୁପକ୍ଷୀମାନଙ୍କୁ ଛାଇରେ ରଖନ୍ତୁ ଏବଂ ପ୍ରଚୁର ପରିମାଣରେ ପାଣି ପିଇବାକୁ ଦେବା ଆଦି ବିଷୟରେ ଛାତ୍ରଛାତ୍ରୀଙ୍କୁ ଅବଗତ କରିଥିଲେ । ଆଗାମୀ ଗ୍ରୀଷ୍ମ ଅବକାଶରେ ବୁଲାବୁଲି ନକରି ପାଠ ପ୍ରତି ଧ୍ୟାନ ଦେବାକୁ ପିଲାମାନଙ୍କୁ ବୁଝାଯାଇଥିଲେ ।କାର୍ଯ୍ୟକ୍ରମରେ  ଶିକ୍ଷୟିତ୍ରୀ ଅମୁଲ୍ୟମଣୀ ଛତରିଆ , ରୀତା ଦେବୀ ଲୋହାର, ମୀରା ତ୍ରିପାଠୀ,   ଜୋତ୍ସ୍ନାମୟୀ ସାହୁ, ଶିକ୍ଷକ  ଜ୍ୟୋତି ପ୍ରକାଶ ଷଡ଼ଙ୍ଗୀ , ଛାତ୍ରଛାତ୍ରୀ ଉପସ୍ଥିତ ଥିଲେ l କାର୍ଯ୍ୟକ୍ରମକୁ   ଶିକ୍ଷୟିତ୍ରୀ ବିଷ୍ଣୁପ୍ରିୟା ଦାଶ,ପରିଚାଳନା କରୁଥିବା ବେଳେ ଶିକ୍ଷୟିତ୍ରୀ ସ୍ମିତା ମିଶ୍ର, ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   27-Sep-2026
  ଜିଲ୍ଲା  
ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   27-Sep-2026
  ଜିଲ୍ଲା  
ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   27-Sep-2026
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026

You Might Also Like