-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||     

HOME   ଜିଲ୍ଲା

ଖଣିଜ ସମ୍ପଦରେ ଓଡ଼ିଶା ଭରପୁର ହେଲେ ଗରିବୀ କେବେ ହେଉନି ଦୂର । ଷଷ୍ଠ ଥର ନୁହେଁ ଏଥର ଗଢ଼ିବ ଓଡ଼ିଶାରେ ବିଜେପି ସରକାର*

26-Apr-2024



ସୋନପୁର ( ମନୋରଞ୍ଜନ ତ୍ରିପାଠୀ )ଓଡିଶାର ବୀର ମାଟି ସୋନପୁର ରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ୨୦୨୪ ଲୋକ ସଭା ଓ ବିଧାନ ସଭା ର ନିର୍ବାଚନ ପ୍ରଚାର ର ଶୁଭାରମ୍ଭ କରିଥିଲେ l ସୋନପୁରର ରାମେଶ୍ବର ଷ୍ଟାଡିୟମ୍‌ରେ ଆୟୋଜିତ ବିଶାଳ ନିର୍ବାଚନ ରାଲିକୁ ସମ୍ବୋଧିତ କରି ଯିଏ ମା ମାଟି  ଓଡ଼ିଆ ର ଭାଷା ସଂସ୍କୃତି କୁ ବୁଝି ପାରେନି ସେ ସରକାର କେବେ ବି ଓଡ଼ିଶା ର ବିକାଶ କରି ପାରିବନି ବୋଲି ଏଥର ଲୋକେ ନବିନ ସରକାରକୁ ଗାଦି ଚ୍ୟୁତ କରିବା କୁ ମନସ୍ଥ କରିଛନ୍ତି ବୋଲି ମତ ରଖିଥିଲେ l  କ୍ଷେତ କୁ ପାଣି ନାହିଁ, ମେଡ଼ିକାଲ ରେ ଡାକ୍ତର ନାହିଁ, ଯୁବକ ଙ୍କୁ ଚାକିରି ନାହିଁ, ଲୋକ ଙ୍କୁ ସୁରକ୍ଷା ନାହିଁ ତ କଣ କରିଛି ଏ ସରକାର ବୋଲି ଧିକ୍କାର କରିଥିଲେ l ସେ କହିଛନ୍ତିଯେ, ନବୀନ ସରକାରଙ୍କ ୨୪ ବର୍ଷ ଶାସନକାଳରେ ଓଡ଼ିଶା ଅନେକ ପଛକୁ ଚାଲିଯାଇଛି । ଯେଉଁଠି ଡବଲ ଇଂଜିନ ସରକାର ହୋଇଛି, ସେଠି ବିକାଶ ହୋଇଛି ।

ତେଣୁ ଓଡ଼ିଶାକୁ ଏବେ ବିକାଶ, ସମୃଦ୍ଧଶାଳୀ କରିବାର ସମୟ ଆସିଛି । ସମୟ ଆସିଛି ଦେଶ ଓ ଦୁନିଆଁ ର ଶିଳ୍ପ କୁ ଜଳ ସେଚନ କୁ ଓଡ଼ିଶାରେ ପହଞ୍ଚାଇବା ବୋଲି ଶପଥ କରିବାକୁ କହିଥିଲେ l  ଏଵଂ ଡବଲ ଇଞ୍ଜିନ ସରକାର ଆସିଲେ ଏ ଅଞ୍ଚଳ ରେ ଟେକ୍ସଟାଇଲ, ଏଗ୍ରୋ ବେସ୍ ଇଣ୍ଡଷ୍ଟ୍ରି ଘୋଷୋଣା ସହ ମୁଖ୍ୟ ମନ୍ତ୍ରୀ ଙ୍କ ହିଞ୍ଜିଳି ଓ କଣ୍ଟାବାଞ୍ଜି ନିର୍ବାଚନ ଅଞ୍ଚଳ ରୁ ପ୍ରଥମେ ଦାଦନ ରୋକିବା ବୋଲି ଦୃଢ଼ ପ୍ରତିଶୁତି ଦେଇଥିଲେ l ଲୋଇସିଂହା ବିଜେପି ବିଧାୟକ ପ୍ରାର୍ଥୀ ଡ .ମୁକେଶ ମହାଲିଙ୍ଗ, ସାଂସଦ ସଙ୍ଗୀତା ସିଂଦେଓ, କେ.ଭି ସିଂହ ଦେଓ, ବଲାଙ୍ଗିର ବିଜେପି ବିଧାୟକ ପ୍ରାର୍ଥୀ ଗୋପାଳଜୀ ପାଣିଗ୍ରାହୀ, ଟିଟିଲାଗଡ଼ ପ୍ରାର୍ଥୀ ନବୀନ ଜୈନ,  ସମ୍ବଲପୁର ବିଜେପି ଲୋକସଭା ପ୍ରାର୍ଥୀ ଧର୍ମେନ୍ଦ୍ର ପ୍ରଧାନ, ବିଜେପି ରାଜ୍ଯ ସଭାପତି ମନମୋହନ ସାମଲ, କଣ୍ଟାବାଞ୍ଜି ପ୍ରାର୍ଥୀ ଲକ୍ଷ୍ମଣ ବାଗ, ଜୟ ନାରାୟଣ ମିଶ୍ର, ପ୍ରଭାସ ସିଂହ, ବରଗଡ଼ ସାଂସଦ ପ୍ରାର୍ଥୀ ପ୍ରଦୀପ ପୁରୋହିତ, କନ୍ନଇ ଡ଼lଙ୍ଗ, ଡି ମୂରଲୀ କ୍ରିଷ୍ଣା, ପ୍ରମୋଦ ମହାପାତ୍ର, ରଘୁ ଜଗଦଳା ପ୍ରମୁଖ ସମ୍ବଲପୁର, ବୌଦ୍ଧ, ବଲାଙ୍ଗିର, ସୁବର୍ଣ୍ଣପୁର ଜିଲ୍ଲା ର ବିଜେପି ର ଷ୍ଟାର୍ ପ୍ରଚାରକ ମାନେ ମଞ୍ଚାସୀନ ଥିଲେ l ପ୍ରଚଣ୍ଡ ଖରା ଗରମ ସତ୍ତ୍ୱେ ସଭାରେ ୪୦ ହଜାର ରୁ ଉର୍ଦ୍ଧ୍ବ ଜନତା ଯୋଗ ଦେଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026

You Might Also Like