-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||     

HOME   ଜିଲ୍ଲା

କାନ୍ଥରେ ସିମିତ ଗାଁ କଲ୍ୟାଣ ସମିତି - ସୁଧୁରୁନି ପରିମଳ ବ୍ୟବସ୍ଥା - ଗାଁ ଗଣ୍ଡାରେ କୁଢ଼ କୁଢ଼ ଆର୍ବଜନା

25-Apr-2024



ବୀରମହାରାଜପୁର, ( ବିନୋଦ ପାଣ୍ଡେ ) : ଗାଁ ପରିବେଶ ସୁସ୍ଥ ରହିଲେ ପଞ୍ଚାୟତ ସୁସ୍ଥ ରହିବ। ପଞ୍ଚାୟତ ସୁସ୍ଥ ରହିଲେ ରାଜ୍ୟ ସୁସ୍ଥ ରହିବ। ଏହି ଲକ୍ଷ୍ୟ ନେଇ ଜାତୀୟ ଗ୍ରାମୀଣ ସ୍ବାସ୍ଥ୍ୟ ମିଶନର ଗାଁ କଲ୍ୟାଣ ସମିତି ଭଲି ମହତ୍ ଯୋଜନା କାର୍ଯ୍ୟକାରୀ କରାଯାଇଛି। ଗାଁର ସ୍ବାସ୍ଥ୍ୟ,ପରିମଳ, ଅପପୁଷ୍ଟି, ଶିଶୁ ମୃତ୍ୟୁ ଏବଂ ମାତୃ ମୃତ୍ୟୁହାରରେ ବ୍ରେକ ଲଗାଇବା ଯୋଜନାର ମୁଖ୍ୟ ଲକ୍ଷ୍ୟ। କିନ୍ତୁ ସଚେତନତା ଅଭାବରୁ ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ରେ ଗାଁ କଲ୍ୟାଣ ସମିତି ଲକ୍ଷ୍ୟ ଠାରୁ ଦୂରେଇ ଯାଇଛି। ଗାଁ କଲ୍ୟାଣ ପାଇଁ ଗଠନ ହୋଇଥିବା ସମିତି ନିଜର ନୈତିକ ଦାଇତ୍ୱକୁ ସଠିକ ଢଙ୍ଗରେ କାର୍ଯ୍ୟ କରିବାରେ ବିଫଳ ହୋଇଛି। ଏପରି ସ୍ଥିତିରେ ଏହି ପାଣ୍ଠି କେଉଁ କାମରେ ଲାଗୁଛି ତା'ର ସବିଶେଷ ଯାଞ୍ଚ ହେବା ଆବଶ୍ୟକ।୨୦୦୯-୧୦ ରେ ଗାଁ କଲ୍ୟାଣ ସମିତି ଯୋଜନା କାର୍ଯ୍ୟକାରୀ ହୋଇଥିଲା। ପ୍ରତ୍ୟେକ ରାଜସ୍ବ ଗ୍ରାମକୁ ନେଇ ଗୋଟିଏ ଗାଁ କଲ୍ୟାଣ ସମିତି ଗଠନ କରାଗଲା। ଏଥିପାଇଁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ୧୦ ହଜାର ଟଙ୍କା ଅନୁଦାନ ପ୍ରଦାନ କରାଗଲା। ବୀରମହାରାଜପୁର ବ୍ଲକ ରେ ପ୍ରତ୍ୟେକ ଗ୍ରାମରେ ଉକ୍ତ ଯୋଜନା କାର୍ଯ୍ୟକାରୀ ହେଉଛି। ଗାଁର ସ୍ବାସ୍ଥ୍ୟ, ପରିମଳ, ଅପପୁଷ୍ଟି, ଶିଶୁ ଏବଂ ମାତୃ ମୃତ୍ୟୁହାର ହ୍ରାସ ଦିଗରେ ସମିତିକୁ ସଚେତନତା ପରେ ମଧ୍ୟ ଏହା ଲକ୍ଷ୍ୟ ଠାରୁ ଦୂରେଇ ଯାଉଥିବା ଲକ୍ଷ୍ୟ କରାଯାଉଛି। ଫଳରେ ବର୍ଷା ଦିନ ପୂର୍ବରୁ ଗ୍ରାମର ଅସ୍ୱାସ୍ଥ୍ୟକର ପରିବେଶ ସୁଧାର ଆସୁନଥିବା ଦେଖିବାକୁ ମିଳିଛି। ୱ।ର୍ଡସଭ୍ୟ ଙ୍କୁ ସମିତିର ସଭାପତି ଏବଂ ଅଙ୍ଗନୱାଡ଼ି କର୍ମୀ ଙ୍କୁ ସମ୍ପାଦକ ଦାୟିତ୍ବ ହସ୍ତାନ୍ତର କରାଯାଇଛି। ‌ ଗାଁର ସ୍ବାସ୍ଥ୍ୟ ପ୍ଲାନ, ରୋଗୀଙ୍କୁ ମେଡିକାଲ ପହଞ୍ଚାଇବା , ଜରୁରୀ ସ୍ବାସ୍ଥ୍ୟ ସେବା, ବିଶୁଦ୍ଧ ପାନୀୟ ଜଳ ଯୋଗାଣ ନିଶ୍ଚିତ କରିବା ଦିଗରେ କମିଟି ପକ୍ଷରୁ ବ୍ୟାପକ ସଚେତନତା କରାଯିବାକୁ ଲକ୍ଷ୍ୟ ରହିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026

You Might Also Like