-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||     

HOME   ଜିଲ୍ଲା

ଦୟଣାଚୋରି ସାହିତ୍ୟ ଆସର -୨୦୨୪                             ରାଜ୍ୟସ୍ତରୀୟ କବିତା ପାଠୋତ୍ସବ ଓ଼ ସାରସ୍ୱତ ସମାରୋହ   

25-Apr-2024



ଡେଲାଙ୍ଗ(ଦିଲୀପ କୁମାର ଧାଉଡିଆ ): ଇତିହାସ ପ୍ରସିଦ୍ଧ ଘୋରଡ଼ିଆ ଦୟାଣାଚୋରି ଯାତ୍ରା ମେଳଣ ମହୋତ୍ସବ ଅବସରରେ ମେକ୍ ଇନ ଇଣ୍ଡିଆ ଆଣ୍ଡ ମିଡ଼ିଆ ପରିବାର ଓ଼ ଜଳନ୍ଧର ସ୍ମୁତି ସାହିତ୍ୟ ପ୍ରତିଷ୍ଠାନ, ଘୋରଡ଼ିଆ ଆନୁକୂଲ୍ୟରେ ୯ମ ବାର୍ଷିକ ଦୟଣାଚୋରି ସାହିତ୍ୟ ଆସର -୨୦୨୪   ଦୟଣାଚୋରି ଲୋକ ମହୋତ୍ସବ ମଞ୍ଚରେ ଅନୁଷ୍ଠିତ ହୋଇଯାଇଛି  ! ଏହି ଅବସରରେ ଅନୁଷ୍ଠାନର ପରିଚାଳନା ନିର୍ଦ୍ଦେଶକ  ଦିଲ୍ଲୀପ କୁମାର ଧାଉଡ଼ିଆଙ୍କ ପୌରହିତ୍ୟରେ ଆୟୋଜିତ   ରାଜ୍ୟ ସ୍ତରୀୟ କବିତା ପାଠୋତ୍ସବ ଓ଼ ସାରସ୍ୱତ ସମାରୋହ ଉତ୍ସବରେ   ମୁଖ୍ୟ ଅତିଥି ଭାବେ  ବରିଷ୍ଠ ଶିଶୁ  ସାହିତ୍ୟିକ ଡକ୍ଟର ହେମନ୍ତ କୁମାର

ଛୋଟରାୟ,ସମ୍ମାନିତ ଅତିଥି ଭାବେ ବିଶ୍ୱମୁକ୍ତିର ସମ୍ପାଦକ ପ୍ରଫେସର ଶାଶଙ୍କ ଶେଖର ଚୂଡ଼ାମଣି,ମାଟିର ମହକ ତଥା ନିମାଇଁ ସାହିତ୍ୟ ସଂସଦ ର ସମ୍ପାଦକ ମାନସ ରଞ୍ଜନ ପଟ୍ଟନାୟକ,  ବରିଷ୍ଠ କୃଷି ବୈଜ୍ଞାନିକ ଅଦୈତ୍ୟ ପ୍ରସାଦ ପାତ୍ର, ବରିଷ୍ଠ ସାମ୍ବାଦିକ ପ୍ରସନ୍ନ କୁମାର ତ୍ରିପାଠୀ,ବରିଷ୍ଠ କବି ବିପିନି ବିହାରୀ ଦଳେଇ,ସମାଜସେବୀ ରମେଶ ଚନ୍ଦ୍ର ପାଟଶାଣି, ପ୍ରକାଶ ଚନ୍ଦ୍ର ପାତ୍ର,ଉପଦେଷ୍ଟା ରମେଶ ଚନ୍ଦ୍ର ସ୍ୱାଇଁ ,ବିଶ୍ୱ ରଞ୍ଜନ ମହାନ୍ତି ପ୍ରମୁଖ ଯୋଗଦେଇ   କବି କବୟିତ୍ରୀ ମାନଙ୍କୁ ଉତ୍ସାହିତ କରିବା ସହିତ ଦୟଣାଚୋରି ଯାତ୍ରା ର ଐତ୍ୟହ, ପରମ୍ପରା ଓ଼ କଳା ସଂସ୍କୃତି ଉପରେ ଆଲୋକପାତ କରିଥିଲେ   ।  ଏହି ଆସରରେ ରାଜ୍ୟର ବିଭିନ୍ନ ଜିଲ୍ଲାରୁ ଶତାଧିକ କବି କବୟିତ୍ରୀ ଯୋଗଦେଇଥିଲେ ! କବି ,ରୋହିତ ଚମ୍ପତ୍ତି , ପ୍ରଭାସ ଚନ୍ଦ୍ର ମହାପାତ୍ର , ଦୂତ୍ତିକୃଷ୍ଣ ମହାନ୍ତି,ସମ୍ପଦ ବେହେରା,ଅଭୟ ଚରଣ ସାହୁ,ଶରତ  ରାଉତ , ଅଧିକାରୀ ସ୍ୱାଇଁ, ଜିତେନ୍ଦ୍ର କୁମାର ପେଣ୍ଠଆଇଁ ରବୀନ୍ଦ୍ରନାଥ ଷଡ଼ଙ୍ଗୀ,କିଶୋର କୁମାର ଜେନା,ପ୍ରମୋଦ କୁମାର ଜେନା,କବୟିତ୍ରୀ ସରୋଜିନୀ ଜେନା,ଆଦ୍ୟାଶା ପଟ୍ଟନାୟକ,ପୂର୍ଣ୍ଣ ଚନ୍ଦ୍ର ବେହେରା, ବେଣୁଧର ବେହେରା,ଗଙ୍ଗାଧର ଓଝା, କବୟିତ୍ରୀ ମଲ୍ଲୀକା ସିଂହ, ଗୀତାଞ୍ଜଳି ମହାପାତ୍ର , ନଳିନୀପ୍ରଭା ପଟ୍ଟନାୟକ, ଅଭିପ୍ସା ପ୍ରିୟଦର୍ଶିନୀ, ମିଲିନା ସାହୁ, ସଞ୍ଜୟ କୁମାର ଦାସ,ପ୍ରମୁଖ ଯୋଗଦେଇ ସ୍ବ ରଚିତ କବିତା ଆବୃତି କରି ସମସ୍ତଙ୍କୁ ମନ୍ତ୍ରମୁଗ୍ଧ କରିଥିଲେ, ସମସ୍ତ କବି କବୟିତ୍ରୀଙ୍କୁ ଅନୁଷ୍ଠାନ ପକ୍ଷରୁ ପ୍ରଶଂସା ପତ୍ର ପ୍ରଦାନ କରାଯାଇଥିଲା ! କାର୍ଯ୍ୟକ୍ରମ ପ୍ରାରମ୍ଭରେ ମହାପ୍ରଭୁ ଶ୍ରୀ ଜଗନ୍ନାଥ ଙ୍କ ନିକଟରେ ପ୍ରଦୀପ ପ୍ରଜ୍ବଳନ, ପରେ ବନ୍ଦେ ଉତ୍କଳ ଜନନୀ ଜ୍ଞାନ, ସ୍ୱାଗତ ସଂଙ୍ଗୀତ, ଦେଶାତ୍ମକ ସଙ୍ଗୀତ, ସମ୍ବଲପୁରୀ ଓ଼ ନୃତ୍ୟ ଗୀତ କୁନିକୁନି ପିଲାଙ୍କ ଦ୍ୱାରା ପରିବେଷଣ କରାଯାଇଥିଲା ! ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନିୟ ଅବଦାନ ପାଇଁ  ଡକ୍ଟର ହେମନ୍ତ କୁମାର ଛୋଟରାୟଙ୍କୁ ଚଳିତ ବର୍ଷ ଦୟାଣାଚୋରି ଶ୍ରେଷ୍ଠ କବି ରତ୍ନ ସମ୍ମାନ -୨୦୨୪, ଲଷ୍ମୀପ୍ରିୟା ଦାଶଙ୍କୁ ଦୟାଣାଚୋରି ସାରସ୍ୱତ ସମ୍ମାନ, ଅନାମ ମଲ୍ଲିକ ଙ୍କୁ ଦୟଣାଚୋରି ଗାନ୍ଧୀ ସ୍ୱାଭିମାନ ସମ୍ମାନ,ରମେଶ ଚନ୍ଦ୍ର ସ୍ୱାଇଁଙ୍କୁ ଯଶସ୍ବୀ କବି ସମ୍ମାନ, ସମ୍ପଦ କୁମାର ରଥଙ୍କୁ ଦୟାଣାଚୋରି ଶ୍ରେଷ୍ଠ ସାରସ୍ୱତ ସମ୍ମାନ, ରୋହିତ ଚମ୍ପତ୍ତିଙ୍କୁ ଦୟାଣାଚୋରି କବି ଗୌରବ ସମ୍ମାନ, ନିରଞ୍ଜନ ନାୟକଙ୍କୁ ଦୟାଣାଚୋରି କବି ଶେଖର ସମ୍ମାନ ଏହିପରି ୧୨ ଜଣଙ୍କୁ

ମାନପତ୍ର,ପୁଷ୍ପଗୁଛ ଓ ଉତ୍ତରୀୟ ଦିଆଯାଇ ସମ୍ବର୍ଦ୍ଧିତ କରାଯାଇଥିଲା ! ସମସ୍ତ କବି କବୟିତ୍ରୀ ଙ୍କ କବିତାର ସାରାଂଶ କୁ ଅତିସୁନ୍ଦର ଭାବେ ସମୀକ୍ଷା କରିଥିଲେ କବି ସମ୍ପଦ ବେହେରା! କବିତା ସଂଯୋଜନା କରିଥିଲେ ଜ୍ୟୋତ୍ସ୍ନାମୟୀ ସ୍ୱାଇଁ ଓ଼ ସରୋଜିନୀ ଜେନା !କାର୍ଯ୍ୟକ୍ରମ ର ସଫଳତା ପାଇଁ ଶେଷରେ  ଉପଦେଷ୍ଟା ରମେଶ ଚନ୍ଦ୍ର ସ୍ୱାଇଁ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।ସ୍ବର୍ଗତ ବିପ୍ଲବୀ କବି ସୁଦର୍ଶନ ପ୍ରଧାନ ଓ଼ ବ୍ୟଙ୍ଗକବି ଶରତ ଚନ୍ଦ୍ର ପାଇକରାୟଙ୍କ ପାଇଁ ଦୁଇ ମିନିଟ ନିରବ ପ୍ରାର୍ଥନା କରାଯାଇଥିଲା !


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026

You Might Also Like