-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||     

HOME   ଜିଲ୍ଲା

ଜିଲ୍ଲାରେ ସାଧାରଣ ନିର୍ବାଚନ ସରଳ ଓ ତୃଟି ଶୂନ୍ୟ କରିବା ନିମନ୍ତେ ସେକ୍ଟର ଅଧିକାରୀ ମାନଙ୍କ ସମୀକ୍ଷା ବୈଠକ 

26-Apr-2024



ବଲାଙ୍ଗିର(ପ୍ରେରଣା ଖବର): ଆସନ୍ତା ସାଧାରଣ ନିର୍ବାଚନକୁ ସରଳ ଓ ତୃଟି ଶୂନ୍ୟ କରିବା ପାଇଁ ବଲାଙ୍ଗିର ଜିଲ୍ଲା ପ୍ରଶାସନ ପକ୍ଷରୁ ସେକ୍ଟର ଅଧିକାରୀମାନଙ୍କ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି । ରାଜ୍ୟରେ ହେବାକୁ ଥିବା ବିଧାନସଭା ଓ ଲୋକସଭା ନିର୍ବାଚନ ପାଇଁ ମତଦାନ ପ୍ରକ୍ରିୟାରେ ନିଯୁକ୍ତ ସେକ୍ଟର ଅଧିକାରୀମାନେ ଭୀମଭୋଇ ମେଡ଼ିକାଲ କଲେଜ ଅଡିଟୋରିମ ରେ ଉପସ୍ତିତ ଥିଲେ । ଜିଲ୍ଲାପାଳ ତଥା ଜିଲ୍ଲା ନିର୍ବାଚନ ଅଧିକାରୀ  ଶ୍ରୀ ଗୌରୱ ଶିୱାଜୀ ଇସଲୱାରଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଏହି ସମୀକ୍ଷା ବୈଠକରେ ସମସ୍ତ ସେକ୍ଟର ଅଧିକାରୀ ଙ୍କ ଦାୟିତ୍ୱ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ଅଭିହିତ କରିଥିଲେ । ରିଟର୍ନିଙ୍ଗ ଅଧିକାରୀ ଏବଂ ପ୍ରିଜାଡିଙ୍ଗ ଅଧିକାରୀଙ୍କ ମଧ୍ୟରେ ସେମାନେ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିଭେଇଥାନ୍ତି।  ପୋଲିଙ୍ଗ ଅଧିକାରୀ ଓ ପ୍ରିଜାଡିଙ୍ଗ ଅଧିକାରୀଙ୍କୁ ସାଧାରଣ ନିର୍ବାଚନ ପରିଚାଳନା ନିଜ ନିଜ ଦାୟିତ୍ୱ କିପରି ନିର୍ଭୁଲ ଭାବରେ ତୁଲାଇବେ ସେ ସମ୍ପର୍କରେ ସେକ୍ଟର ଅଧିକାରୀ ମାନେ ସମ୍ବେଦନଶୀଳ ହେବାକୁ କହିଥିଲେ ‌। ପୋଲିଙ୍ଗ ଅଧିକାରୀ ମାନେ କିପରି ବ୍ୟବସ୍ଥିତ ଭାବେ  ପ୍ରଦର୍ଶନ କେନ୍ଦ୍ରରୁ ବୁଥ୍ ପର୍ଯ୍ୟନ୍ତ ଯିବେ ଓ  ବୁଥ୍ ରେ କେଉଁ ଅଧିକାରୀଙ୍କ କଣ କଣ କାର୍ଯ୍ୟ ତାହା ଉପରେ ଧ୍ୟାନ ଦେବାକୁ କହିଥିଲେ । ଭୋଟ ଗ୍ରହଣ ଦିନ ଶାନ୍ତି ଶୃଙ୍ଖଳା ସହ ଭୋଟ ଦାନ ପ୍ରକିୟା କିପରି ହେବ , ସେକ୍ଟର ଅଧିକାରୀଙ୍କ କିପରି ଯୋଗାଯୋଗ ରଖି ସୂଚନା ଦେବେ ସେ ବାବଦରେ ଆଲୋଚନା କରିଥିଲେ ‌। ଏଥି ସହିତ, ଜିଲ୍ଲାପାଳ ନିର୍ବାଚନ ସମୟରେ ଗ୍ରୀଷ୍ମ ପ୍ରବାହ କୁ ଦୃଷ୍ଟିରେ ରଖି ସମସ୍ତ ପ୍ରିଜାଡିଙ୍ଗ/ ପୋଲିଙ୍ଗ ଅଧିକାରୀଙ୍କୁ ସୁବିଧା ଯୋଗାଇ ଦେବାକୁ ସେ ପରାମର୍ଶ ଦେଇଥିଲେ।

ଶାରୀରିକ ସମସ୍ୟା ଦେଖାଦେଲେ ତୁରନ୍ତ ନିକଟସ୍ଥ ଗୋଷ୍ଠୀ ସ୍ଵାସ୍ଥ୍ୟ କେନ୍ଦ୍ର କୁ ଯାଇ ଡାକ୍ତର ଙ୍କ ପରାମର୍ଶ ନେବା ପାଇଁ କହିଥିଲେ। ନିର୍ବାଚନ ପାଇଁ ପ୍ରତ୍ୟେକ ଗୋଷ୍ଠୀ ସ୍ଵାସ୍ଥ୍ୟ କେନ୍ଦ୍ର ରେ ବ୍ୟାପକ ଔଷଧ, ଆମ୍ବୁଲାନ୍ସ ଓ ଜରୁରୀ ସେବା ସହ ଡାକ୍ତର ମାନେ ଉପସ୍ଥିତ ରହିବେ ବୋଲି ମଧ୍ୟ ସେ ସୂଚନା ଦେଇଥିଲେ। ସେହିପରି କୌଣସି ଅସୁବିଧା ହେଲେ ତୁରନ୍ତ ସମ୍ପୃକ୍ତ ଅଧିକାରୀ ଉପରିସ୍ତ ଅଧିକାରୀମାନଙ୍କୁ ଜଣେଇବା ସହ ସମାଧାନ କରିବାକୁ ଆବଶ୍ୟକ ପଦକ୍ଷେପ ନେବେ । ହୋମ ଭୋଟିଂ, ଭୋଟିଂ ଗୃହ, ପ୍ରିଜାଡିଙ୍ଗ/ ପୋଲିଙ୍ଗ ଅଧିକାରୀ ଙ୍କ ରହିବା ସୁବିଧା ଆଦି କୁ ବିଶେଷ ଧ୍ୟାନ ଦେବା ସହ ପାନୀୟ ଜଳ, ଶୌଚାଳୟ,ବିଦ୍ୟୁତ , ସାଇନେଜ ଆଦି ସମସ୍ତ ବୁଥ କୁ ଗ୍ରସ୍ତ କରି ଦେଖିବାକୁ ନିର୍ଦେଶ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026

You Might Also Like