-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||     

HOME   ଜିଲ୍ଲା

ବିଜ୍ଞପ୍ତି ପ୍ରକାଶ ଏବଂ ନାମାଙ୍କନ ନିମନ୍ତେ ସମ୍ବନ୍ଧୀୟ ପ୍ରସଙ୍ଗ ଉପରେ ରାଜନୈତିକ ଦଳଗୁଡ଼ିକ ସହିତ ବୈଠକ

26-Apr-2024



ବଲାଙ୍ଗିର(ପ୍ରେରଣା ଖବର):  ଜିଲ୍ଲାପାଳ ତଥା ଜିଲ୍ଲା ନିର୍ବାଚନ ଅଧିକାରୀ ଶ୍ରୀ ଗୌରୱ ଶିୱାଜୀ ଇସଲୱାରଙ୍କ ଅଧ୍ୟକ୍ଷତାରେ ସ୍ଥାନୀୟ ଜିଲ୍ଲାପାଳ ସମ୍ମିଳନୀ କକ୍ଷଠାରେ ଆଜି ଅପରାହ୍ନ ୧୧ ଘଟିକା ସମୟରେ ବିଜ୍ଞପ୍ତି ପ୍ରକାଶ ଏବଂ ନାମାଙ୍କନ ସମ୍ବନ୍ଧୀୟ ପ୍ରସଙ୍ଗ ଉପରେ ଆଲୋଚନା କରିବା ପାଇଁ ରାଜନୈତିକ ଦଳଗୁଡ଼ିକ ସହିତ ଏକ ବୈଠକ ଅନୁଷ୍ଠିତ ହୋଇଛି । ଉକ୍ତ ବୈଠକରେ ଅତିରିକ୍ତ ଜିଲ୍ଲାପାଳ ଡ଼ ବିଜୟାନନ୍ଦ ସେଠୀ, ଡେପୁଟି କଲେକ୍ଟର(ନିର୍ବାଚନ) ରାଜେନ୍ଦ୍ର ନାୟକ ପ୍ରମୁଖ ଅଧିକାରୀ ଯୋଗ ଦେଇଥିଲେ। ଏହି ବୈଠକରେ ଜିଲ୍ଲାପାଳ ଆସନ୍ତା କାଲି ଠାରୁ ହେବାକୁ ଥିବା ନାମାଙ୍କନ ଏବଂ ବିଜ୍ଞପ୍ତି ପ୍ରକାଶ ଉପରେ ଆଲୋଚନା କରିଥିଲେ । ବିଜ୍ଞପ୍ତି ପ୍ରକାଶ ପରେ ନାମାଙ୍କନ ଗ୍ରହଣ କରାଯିବ । ଏହି ସମୟରେ ଛୁଟି ଦିନଗୁଡିକୁ ଛାଡି ସମସ୍ତ ଅଫିସ ଦିନ ଗୁଡିକରେ ଆସନ୍ତା ମଇ ୩ ତାରିଖ ଯାଏଁ ନାମାଙ୍କନ ଦାଖଲ କରାଯାଇପାରିବ । ପାର୍ଥୀ ଦିନ ୧୧ ଘଟିକା ରୁ ଅପରାହ୍ନ ୩ ଟା ଯାଏଁ ନିଜ ନାମାଙ୍କନ ପତ୍ର ସମ୍ପୃକ୍ତ ରିଟର୍ନିଙ୍ଗ ଅଧିକାରୀ ଙ୍କ ପାଖରେ ଦାଖଲ କରିପାରିବେ । ମଇ ୪ ତାରିଖ ନାମାଙ୍କନ ଯାଞ୍ଚ ଏବଂ ୬ ତାରିଖ ପାର୍ଥୀପତ୍ର ପ୍ରତ୍ୟାହାର କରିପାରିବେ । ଏହା ପରେ ୨୦ ତାରିଖ ଜିଲ୍ଲାରେ ମତଦାନ ହେବ । ତେବେ ନିର୍ବାଚନ ଆୟୁକ୍ତ ଙ୍କ ଗାଇଡ୍ ଲାଇନ୍ କୁ ଶତପ୍ରତିଶତ ମାନିବାକୁ ସମସ୍ତଙ୍କୁ ଜିଲ୍ଲାପାଳ ଅନୁରୋଧ କରିଥିଲେ ।  ନାମାଙ୍କନ କେନ୍ଦ୍ରର ୧୦୦ ମିଟର ଦୂରତା ଭିତରେ ପାର୍ଥୀ ୩ଟି ଗାଡି ସହ ୫ ଜଣଙ୍କୁ ସାଥିରେ ଆଣିପାରିବେ । ସେହିପରି ୩ ଟା ପରେ କୌଣସି ନାମାଙ୍କନ ଗ୍ରହଣ କରାଯିବନି । ଉପଯୁକ୍ତ ଡକ୍ୟୁମେଣ୍ଟ, ସ୍ୱତନ୍ତ୍ର ବ୍ୟାଙ୍କ ଖାତା, ନିର୍ଦ୍ଧାରିତ ଜମା ରାଶି ଦାଖଲ କରିବାକୁ କହିଥିଲେ ।  । ନିର୍ବାଚନ ପ୍ରକ୍ରିୟାରେ ସ୍ୱଚ୍ଛତା ଏବଂ ନିରପେକ୍ଷତା ପ୍ରତି ପ୍ରଶାସନର ପ୍ରତିବଦ୍ଧତା ଉପରେ ଜିଲ୍ଲାପାଳ ଗୁରୁତ୍ୱ ଦେଇଥିଲେ I ନିର୍ବାଚନକୁ ସଫଳ କରିବା ପାଇଁ ପ୍ରଶାସନ ଏବଂ ରାଜନୈତିକ ଦଳ ମଧ୍ୟରେ ସହଯୋଗ ଏବଂ ସମସ୍ତ ଅଂଶୀଦାରମାନଙ୍କୁ ନିର୍ବାଚନ ପ୍ରକ୍ରିୟାର ପବିତ୍ରତା ବଜାୟ ରଖିବାକୁ କହିଥିଲେ। ଏହି ବୈଠକରେ ରାଜନୈତିକ ଦଳର ପ୍ରତିନିଧିମାନେ ସକ୍ରିୟ ଅଂଶଗ୍ରହଣ କରିବା ସହ ଅନଲାଇନ ରେ କିପରି ନାମାଙ୍କନ ସହ ପ୍ରଶାସନ ର ଅନୁମତି ମାଗିବେ ସେ ବାବଦରେ ଜଣା ଯାଇଥିଲା   । ସେମାନେ https:// suvidha.eci.gov.in ରେ ସମସ୍ତ ତଥ୍ୟ ଭରି ଘରେ ନାମାଙ୍କନ କରିପାରିବେ । ଏହି ବୈଠକରେ ବିଭିନ୍ନ ରାଜନୈତିକ ଦଳରୁ ସଦସ୍ୟମାନେ ଉପସ୍ଥିତ ଥିଲେ ଇ 


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026

You Might Also Like