-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||     

HOME   ଜିଲ୍ଲା

ଯୁବରାଜପୁର ରେ ରାମ ଲୀଳା ନାଟକ ଉଦଯାପିତ

26-Apr-2024



ବୀରମହାରାଜପୁର,(ବିନୋଦ ପାଣ୍ଡେ ):ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଯୁବରାଜପୁର  ଗ୍ରାମରେ ପାଳନ ହେଉଥିଲା ଶ୍ରୀ ରାମଲୀଳା ମହୋତ୍ସବ। ଦୀର୍ଘ ୪୦ ବର୍ଷ ଧରି ପାଳନ ହେଉଛି ଏଠାକାର ଏହି ଶ୍ରୀରାମ ଲୀଳା ମହୋତ୍ସବ। ଚଳିତ ବର୍ଷ ମଧ୍ୟ ଏହା ଆନନ୍ଦ ଓ ଉତ୍ସାହ ର ସହିତ ପାଳନ ହୋଇଛି । ଚଳିତ ବର୍ଷ ଉକ୍ତ ମହୋତ୍ସବ ପାଳନ ପାଇଁ ସର୍ବସମ୍ମତି କ୍ରମେ ଗଠିତ ହୋଇଥିଲା ଏକ ପରିଚାଳନା କମିଟି। ଏଥିରେ ସର୍ବସମ୍ମତି କ୍ରମେ ବ୍ରଜବିହାରୀ ପଧାନ  ଙ୍କୁ ସଭାପତି କୃଷ୍ଣ ଚନ୍ଦ୍ର ଧଳ   ଙ୍କୁ ଉପ ସଭାପତି ଓ ଏକାଦୁଶୀ ଧଳ ଙ୍କୁ ସମ୍ପାଦକ ଓ ହେମନ୍ତ ସାହୁ ଙ୍କୁ ସହ ସମ୍ପାଦକ ଭାବେ ଚୟନ କରାଯାଇଥିଲା  । ଶ୍ରୀରାମ ନବମୀ ଠାରୁ ଗ୍ରାମ ରେ ଏକ ପ୍ରକାର ଆଧ୍ୟାତ୍ମିକ ପରିବେଶ ହୋଇଥିଲା । ଗ୍ରାମବାସୀ ଙ୍କ ନିଷ୍ପତ୍ତି କ୍ରମେ ଗ୍ରାମରେ ଆମିଷ ଓ ନିଶା ଦ୍ରବ୍ୟ ବ୍ୟବହାର ସମ୍ପୂର୍ଣ୍ଣ ବନ୍ଦ କରାଯାଇଥିଲା । ଗ୍ରାମର ଶ୍ରୀରାମ ମନ୍ଦିର ରେ ପ୍ରତ୍ୟହ ପୂଜାର୍ଚ୍ଚନା କରାଯାଉଥିଲା । ପ୍ରାୟ ୯୦ ରୁ ଅଧିକ ବ୍ରତାଧାରି ନିଷ୍ଠା ଓ କାଷ୍ଠାର ସହିତ ବ୍ରତ ଧାରଣା କରି ପୂଜାର୍ଚ୍ଚନା କରିଥିଲେ । ମନ୍ଦିର ରେ ଭୋଗ ଲାଗିଲା ପରେ ସମୂହ ପ୍ରସାଦ ସେବନ କରୁଥିଲେ । ସନ୍ଧ୍ୟା ରେ ସନ୍ଧ୍ୟା ଆଳତି କରାଯାଉଥିଲା । ଶ୍ରଦ୍ଧାଳୁ ମାନେ ସନ୍ଧ୍ୟା ଆଳତି ସହିତ ସନ୍ଧ୍ୟା ଦର୍ଶନ କରୁଥିଲେ । ଗ୍ରାମର ରଘୁନାଥ ନାଟ୍ୟ ସାଂସଦ ର ଆନୂକୁଲ୍ୟ ରେ ପ୍ରତ୍ୟହ ରାତ୍ରୀ ରେ ପରିବେଷଣ ହେଉଥିଲା ଶ୍ରୀରାମ ଲୀଳା ନାଟକ। ଦୀର୍ଘ ୧୦ ଦିନ ଧରି ରାତ୍ରୀରେ ଲୀଳା ନାଟକ ପରିବେଷଣ ହୋଇଥିଲା । ରାମ ଜନ୍ମ,ସୀତା ବିବାହ,ସୀତା ଚୋରି,ସୀତା ଠାବ, ଶେଷରେ ଲଙ୍କାପଡ଼ି  ଆଦି ଲୀଳା ନାଟକ ପରିବେଷଣ ହୋଇଥିଲା । ଏଥିରେ ଶ୍ରୀରାମ ଭୂମିକାରେ ସନ୍ତୋଷ ପଧାନ, ଲଷ୍ମଣ  ଭୂମିକାରେ ଭକ୍ତ ଚରଣ ଧଳ,  ସୀତା ଭୂମିକାରେ ପ୍ରମୋଦ ଧଳ ,ରାବଣ -  କିଶୋର ପଧାନ, ହାସ୍ୟ ଅଭିନେତା ଭାଗ୍ୟରଥୀ ପଧାନ  ଙ୍କ ସହ ନିତ୍ୟାନନ୍ଦ ପଧାନ, ସୋମିତ୍ରୀ ପଧାନ, ବୁଲୁ ପଧାନ, ଚିତ୍ରାଙ୍ଗଦ ଦେହେରୀ, କୃଷ୍ଣ ଚନ୍ଦ୍ର ପଧାନ, ପବିତ୍ର ପଧାନ, କନ୍ଦର୍ପ ପଧାନ, ଗୋପବନ୍ଧୁ ବେରିଆ, ଗରିବ ପଧାନ, କୁଞ୍ଜବିହାରୀ ଧଳ, ସୁଶୀଲ ପଧାନ, ପ୍ରମୁଖ ବିଭିନ୍ନ  ଭୂମିକାରେ ଅଭିନୟ କ


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026

You Might Also Like