-+91-9937148622 |

prerana_bgr@rediffmail.com |

  Sunday 10th May 2026 |

| | | |

R.N.I. Regd No. ODIODI/2010/46693

Breaking News

ସଡ଼କ ଦୁର୍ଘଟଣାରେ ଦୁଇଜଣ ଆହତ , ଦୁର୍ଘଟଣାଗ୍ରସ୍ତ ବ୍ୟକ୍ତିଙ୍କୁ ଉଦ୍ଧାର କରି ମେଡିକାଲ କୁ ପଠାଇଲେ ସ୍ୱାସ୍ଥ୍ୟମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ   (10-May-2026)       ||       କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର    (10-May-2026)       ||       କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର    (10-May-2026)       ||      ନିର୍ମାଣାଧୀନ କୋଠାରୁ ପଡ଼ି ଶ୍ରମିକ ମୃତ୍ୟୁ ଘଟଣା ଯନ୍ତ୍ରୀ, ଘଟଣାର ନିରପେକ୍ଷ ତଦନ୍ତ ହେଉ    (10-May-2026)       ||      ସମାଜସେବୀ ସଂଘମିତ୍ରା ପଟେଲ ସେବା ଭରତୀ ସମ୍ମାନ ରେ ସମ୍ମାନିତ    (10-May-2026)       ||      *ସୋନପୁର ଥାନାରେ ଜୁଭେଣ୍ଟିକା ସଚେତନତା*   (10-May-2026)       ||      *ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କଳାକାର ଜୀଵନ ଅବହେଳିତ,ଭୁଲିଆ ସିକୂଆଁ ଗ୍ରାମର ପୂର୍ଣ୍ଣ ସିନ୍ଧୁର ଆଜିବି ଅନେକ ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କରୁଥିବା ବେଳେ ନାଁ ବାର୍ଦ୍ଧକ୍ୟ ଭତ୍ତା, ନାଁ ମିଳେ କଳାକାର ଭତ୍ତା*   (10-May-2026)       ||      *ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ- ୨୦୨୬ ରେ ୫୭୯୬ ଗୋଟି ମାମଲା ସମାଧାନ,*   (10-May-2026)       ||      *ଡାବୁଗାଁ ଥାନା IIC ରଘୁନାଥ ମାଝୀ ସସ୍‌ପେଣ୍ଡ୍‌*   (10-May-2026)       ||      ମୁଖ୍ୟମନ୍ତ୍ରୀ କ୍ଷୁବ୍ଧ, ପୁଲିସ ଡିଜିଙ୍କ ଉପରେ ବର୍ଷିଲେ: ବାଲିଅନ୍ତା ଜିଆରପି କନେଷ୍ଟବଳ ହତ୍ୟା ଘଟଣାର କ୍ରାଇମବ୍ରାଚ ତଦନୁ ନିର୍ଦ୍ଦେଶ   (09-May-2026)       ||      ଲକ୍ଷ୍ମୀ ବସ ଚଳାଚଳ ରୁଟ ପରିବର୍ତ୍ତନ ପାଇଁ ଦାବି   (09-May-2026)       ||      ବଲାଙ୍ଗିର: ସିଭିଲ କୋର୍ଟ ପରିସରରେ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ   (09-May-2026)       ||      ସେଣ୍ଟସ୍ ଭେଲି ହାଇସ୍କୁଲ କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   (09-May-2026)       ||      ପଞ୍ଚାୟତ ସମିତି ବୈଠକ ରେ ତରଭା କୁ ଉପ ଖଣ୍ଡ ମାନ୍ୟତା ଦାବି ଉଠିଲା   (09-May-2026)       ||      ବଲାଙ୍ଗୀର : ଜୀବନ ସହ ଲଢ଼ୁଛନ୍ତି କୁଡ଼ସିଂହାର ଗୋପାଳ ସାହୁ   (09-May-2026)       ||      ବଲାଙ୍ଗୀର ସିଭିଲ୍ କୋର୍ଟ ଠାରେ ମାଗଣା ସ୍ବାସ୍ଥ୍ୟ ଶିବିର    (09-May-2026)       ||      ଜଗତସିଂହପୁର ଥାନାରେ ଭର୍ଚୁଆଲ ଜରିଆରେ ଯୁଭେନ୍ଟିକା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-May-2026)       ||      ବିନା ୟୁନିଫର୍ମରେ ପିସିଆର୍‌ ମଧ୍ୟ ପିଟିଥିଲା   (09-May-2026)       ||      ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର    (09-May-2026)       ||      ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର    (09-May-2026)       ||     

HOME   ରାଜନୀତି

ଶଙ୍ଖଭବନରେ ସମର୍ଥକଙ୍କ ସହ ବିଧୁଭୂଷଣ ତ୍ରୀପାଠୀ ଶଙ୍ଖ ଫୁଙ୍କିଲେ, ନଗର କଂଗ୍ରେସ ସଭାପତିଙ୍କ ଭାଇ ବିଜେଡିରେ ମିଶିଲେ

26-Apr-2024



ବଲାଙ୍ଗୀର(ପ୍ରେରଣା ଖବର ): ବଲାଙ୍ଗୀର ସଦର ନିର୍ବାଚନ ମଣ୍ଡଳିରେ କଂଗ୍ରେସଦଳର କାର୍ଯ୍ୟକଳାପରେ ଖୋଦ କଂଗ୍ରେସ ଲୋକ ଅତିଷ୍ଠ ହୋଇପଡିଥିବା ଲକ୍ଷ୍ୟ କରାଯାଉଛି । କଂଗ୍ରେସ ଦଳରେ ବିଧାୟକ ନରସିଂହ ଓ ତାଙ୍କ ପରିବାରର ଏକଛତ୍ରବାଦ ଶାସନରେ ଅତିଷ୍ଠ ହୋଇ ଅନେକ ପୁରୁଖାନେତା ଦଳ ଛାଡି ବିଜେଡିଦଳରେ ଯୋଗଦେଉଛନ୍ତି । ଗତ ୨ଦିନ ତଳେ କଂଗ୍ରେସର ପିସିସି ସାଧାରଣସଂପାଦକ,ଏଆଇସିସି

ସଭ୍ୟ ବିଧୂଭୂଷଣ ତ୍ରୀପାଠୀ କଂଗ୍ରେସଦଳ ତ୍ୟାଗ କରିଥିଲେ । ଆଜି ସେ ତାଙ୍କ ସମର୍ଥକଙ୍କ ସହ ଭୁବନେଶ୍ୱର ଶଙ୍ଖଭବନ ଠାରେ ବିଜୁଜନତା ଦଳରେ ଯୋଗଦେଇଥିବା ଜଣାଯାଇଛି । ରାଜ୍ୟସଭା ସାଂସଦ ଡ.ସସ୍ନିତ ପାତ୍ର,ବିଜେଡିର ରାଜ୍ୟ ସାଧାରଣ ସଂପାଦକ କଳିକେଶନାରାୟଣ ସିଂଦେଓଙ୍କ ଉପସ୍ଥିତିରେ ବିଧୁଭୂଷଣ ତାଙ୍କ ସମର୍ଥକଙ୍କ ସହ ବିଜେଡି ଦଳରେ ମିଶିଛନ୍ତି । ବିଧୁ ଗତ ୩୫ବର୍ଷ ହେଲା କଂଗ୍ରେସ ଦଳରେ ରହି ବିଭିନ୍ନ ପଦପଦବୀରେ ରହି କଂଗ୍ରେସଦଳ ପାଇଁ କାର୍ଯ୍ୟକରୁଥିଲେ । କିନ୍ତୁ କଂଗ୍ରେସ ଦଳ

ଚଳିତଥର ଜଣେ ଅନଭିଜ୍ଞ ଲୋକ ମନୋଜ ମିଶ୍ରଙ୍କୁ ସମ୍ବଲପୁରରୁ ଡାକି ଆଣି ସାଂସଦପ୍ରାର୍ଥି କରିଥିବାରୁ ବିଧୁଭୂଷଣ ତ୍ରୀପାଠୀ ଏହାକୁ ବିରୋଧ କରି ଦଳ ଛାଡିଥିଲେ । ତାଙ୍କ ସହ ଯୁବକଂଗ୍ରେସର ଗ୍ଲେଡଷ୍ଟୋନ ତାଣ୍ଡି,ମୁରିବାହାଲ ବ୍ଲକର ସଭାପତି ପ୍ରଫୁଲ୍ଲ ବଘାର,ସୁରେଶ ମିଶ୍ର ଓ ଅନ୍ୟମାନେ ବିଜେଡିରେ ମିଶିଛଁନ୍ତି । ସେପଟେ ବଲାଙ୍ଗୀର ନଗର କଂଗ୍ରେସର ସଭାପତିଥିବା ବୁଲୁ ଦାନୀଙ୍କ ସାନଭାଇ ଗୋପାଲ ଦାନୀ ମଧ୍ୟ ଆଜି ଭୁବନେଶ୍ୱର ଶଙ୍ଖଭବନରେ ବିଜେଡିଦଳରେ ମିଶିଛନ୍ତି । ରାଜ୍ୟ ହାଉସିଂବୋର୍ଡ ଅଧ୍ୟକ୍ଷ କଳିକେଶନାରାୟଣ ସିଂଦେଓ ତାଙ୍କୁ ବିଜେଡି ଉତ୍ତରୀୟ ଦେଇ ଦଳରେ ସାମିଲ କରାଇଛନ୍ତି । ଏମାନଙ୍କ ଯୋଗଦାନ ବିଜେଡିଦଳକୁ ଆହୁରି ମଜବୁତ କରିବ ବୋଲି କଳିକେଶ କହିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସଡ଼କ ଦୁର୍ଘଟଣାରେ ଦୁଇଜଣ ଆହତ , ଦୁର୍ଘଟଣାଗ୍ରସ୍ତ ବ୍ୟକ୍ତିଙ୍କୁ ଉଦ୍ଧାର କରି ମେଡିକାଲ କୁ ପଠାଇଲେ ସ୍ୱାସ୍ଥ୍ୟମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ   10-May-2026
  ଜିଲ୍ଲା  
 କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର   10-May-2026
  ଜିଲ୍ଲା  
 କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର   10-May-2026
  ଜିଲ୍ଲା  
ନିର୍ମାଣାଧୀନ କୋଠାରୁ ପଡ଼ି ଶ୍ରମିକ ମୃତ୍ୟୁ ଘଟଣା ଯନ୍ତ୍ରୀ, ଘଟଣାର ନିରପେକ୍ଷ ତଦନ୍ତ ହେଉ   10-May-2026
  ଜିଲ୍ଲା  
ସମାଜସେବୀ ସଂଘମିତ୍ରା ପଟେଲ ସେବା ଭରତୀ ସମ୍ମାନ ରେ ସମ୍ମାନିତ   10-May-2026
  ଜିଲ୍ଲା  
*ସୋନପୁର ଥାନାରେ ଜୁଭେଣ୍ଟିକା ସଚେତନତା*   10-May-2026
  ଜିଲ୍ଲା  
*ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କଳାକାର ଜୀଵନ ଅବହେଳିତ,ଭୁଲିଆ ସିକୂଆଁ ଗ୍ରାମର ପୂର୍ଣ୍ଣ ସିନ୍ଧୁର ଆଜିବି ଅନେକ ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କରୁଥିବା ବେଳେ ନାଁ ବାର୍ଦ୍ଧକ୍ୟ ଭତ୍ତା, ନାଁ ମିଳେ କଳାକାର ଭତ୍ତା*   10-May-2026
  ଜିଲ୍ଲା  
*ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ- ୨୦୨୬ ରେ ୫୭୯୬ ଗୋଟି ମାମଲା ସମାଧାନ,*   10-May-2026
  ଜିଲ୍ଲା  
*ଡାବୁଗାଁ ଥାନା IIC ରଘୁନାଥ ମାଝୀ ସସ୍‌ପେଣ୍ଡ୍‌*   10-May-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ କ୍ଷୁବ୍ଧ, ପୁଲିସ ଡିଜିଙ୍କ ଉପରେ ବର୍ଷିଲେ: ବାଲିଅନ୍ତା ଜିଆରପି କନେଷ୍ଟବଳ ହତ୍ୟା ଘଟଣାର କ୍ରାଇମବ୍ରାଚ ତଦନୁ ନିର୍ଦ୍ଦେଶ   09-May-2026
  ଜିଲ୍ଲା  
ଲକ୍ଷ୍ମୀ ବସ ଚଳାଚଳ ରୁଟ ପରିବର୍ତ୍ତନ ପାଇଁ ଦାବି   09-May-2026
  ଜିଲ୍ଲା  
ବଲାଙ୍ଗିର: ସିଭିଲ କୋର୍ଟ ପରିସରରେ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ   09-May-2026

You Might Also Like