-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||     

HOME   ଜିଲ୍ଲା

ଓଡିଶା ସାଂସ୍କୃତିକ ସମାଜ ପକ୍ଷରୁ ଆମକୋସିମ୍‌କୋ ଦିବସ ପାଳିତ

26-Apr-2024



 

ସମ୍ବଲପୁର -(ସଂଜୀବପାଣିଗ୍ରାହୀ)  ଆଜି ଓଡିଶା ସାଂସ୍କୃତିକ ସମାଜ ପକ୍ଷରୁ ଆମକୋସିମ୍‌କୋ ଦିବସ ପାଳିତ ହୋଇଯାଇଛି। ଅନୁଷ୍ଠାନର ଉପସଭାପତି ଶିବନାରାୟଣ ପାଣିଗ୍ରାହୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ସଭାରେ ମୁଖ୍ୟବକ୍ତା ଭାବରେ ଯୋଗଦେଇ ଡ. ହରିଶଙ୍କର ପଣ୍ଡା ଭାଗବତରୁ ଦୃଷ୍ଟାନ୍ତ ଦେଇ କହିଥିଲେ ଯେ ଆଦିବାସୀମାନେ ହେଉଛନ୍ତି ମୂଳ ବାସିନ୍ଦା ଜଳ ଜଙ୍ଗଲ ଓ ଜମି ଉପଭୋଗ କରି ନିଜ ଜୀବନ ନିର୍ବାହ କରିବା ନିମନ୍ତେ ଭାରତୀୟ ସଭ୍ୟତା ସେମାନଙ୍କୁ ପ୍ରାଚୀନ କାଳରୁ ଅଧିକାର ଦେଇ ଆସିଛି। ତେବେ ତାଙ୍କର ସେହି ଅଧିକାର ଉପରେ ଆଞ୍ଚ ଆସିଲେ ଆଦିବାସୀ ଗୋଷ୍ଠି ଆନ୍ଦୋଳନ କରିବା ସ୍ୱାଭାବିକ ନିର୍ମଳ ମୁଣ୍ଡାଙ୍କ ନେତୃତ୍ବରେ ବ୍ରିଟିଶ ସରକାରଙ୍କ ବିରୁଦ୍ଧରେ ଏଭଳି ଆନ୍ଦୋଳନ କରିବାରୁ ଆମକୋସିମ୍‌କୋ ନରସଂହାର ଘଟଣା ଘଟିଥିଲା,ବ୍ରିଟିଶ ଗୁଳିରେ ବହୁ ଆଦିବାସୀ ଆନ୍ଦୋଳନକାରି ସେଠାରେ ନିଜ ପ୍ରାଣ ବିସର୍ଜନ କରିଥିଲେ। ଆଲୋଚକ ଭାବରେ ଶିକ୍ଷାବିତ୍ ଅରବିନ୍ଦ ମହାପାତ୍ର କହିଥିଲେ ଯେ,ଗାଙ୍ଗପୁର ରାଜରାଣୀଙ୍କ ଜରିଆରେ ଆଦିବାସୀ ଆନ୍ଦୋଳନକୁ ଦମନ କରିବା କ୍ରମରେ ଏଭଳି ଘଟଣା ଘଟିଥିଲା ଯାହା ବ୍ରିଟିଶ ଅତ୍ୟାଚାରର ଏକ ଜ୍ୱଳନ୍ତ ଉଦାହରଣ। ଆଲୋଚକ ଐତିହାସିକ ଦୀପକ ପଣ୍ଡା କହିଥିଲେ ଯେ,ବ୍ରିଟିଶମାନଙ୍କ ମୂଳ ଉଦ୍ଦେଶ୍ଯ ଥିଲା ଖଜଣା ଆଦାୟ ତେବେ ଖଜଣା ଟକସ ପଇଠ କରିବା ଆଦିବାସୀମାନଙ୍କ ପରମ୍ପରା ବିରୋଧ ଥିଲା ସେମାନେ ଟକସ କମ କରିବାକୁ ଏକଜୁଟ ହୋଇ ଯୋଜନା କରିବା ବ୍ରିଟିଶ ଶାସକଙ୍କ ଚକ୍ଷୁଶୁଳ ହେଲା ଓ ଜାଲିୱାନାବାଲାବାଗ ଭଳି ଏକ ଘଟଣା ଓଡିଶାରେ ଘଟିଗଲା। ସମ୍ପାଦକ ଡ. ସିଦ୍ଧାର୍ଥ ପଣ୍ଡା ପ୍ରାରମ୍ଭିକ ସୂଚନା ପ୍ରଦାନ କରିଥିବା ବେଳେ ସହସମ୍ପାଦକ ସୁରେଖା ସାହୁ ଧନ୍ୟବାଦ ଅର୍ପଣ କରିଥିଲେ। ପ୍ରଫୁଲ୍ଲ ହୋତା,ଲଲିତ ମୋହନ ବେବର୍ତ୍ତା,ସବ୍ୟସାଚୀ ମିଶ୍ର,ଦିଲୀପ କୁମାର ବଘାର ପ୍ରମୁଖ କାର୍ଯକ୍ରମରେ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026

You Might Also Like