-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||     

HOME   ଜିଲ୍ଲା

ଗ୍ରୀଷ୍ମ ପ୍ରବାହରୁ ପକ୍ଷୀଙ୍କ ସୁରକ୍ଷା ପାଇଁ ଅଭିନବ ପ୍ରୟାସ ସହରର ଗଛମାନଙ୍କୁ ମାଟି ପାତ୍ରରେ ଖଞ୍ଜାଗଲା

26-Apr-2024



ବଲାଙ୍ଗିର,  ବଲାଙ୍ଗିର ସକାଳ ଘ.୮ ଟା ସୁଦ୍ଧା ୩୮ ଡିଗ୍ରୀ ଉପରେ ସହରର ତାପମାତ୍ରା ରେକର୍ଡ ହୋଇଛି । ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହରୁ ବଲାଙ୍ଗିର ସହରର ରାସ୍ତାଘାଟ ସୁନସାନ ହୋଇଯାଇଥିବା ବେଳେ ବିଭିନ୍ନ ପୋଖରୀ ଓ ଜଳାଶୟ ସୁଖିଯାଇଥିବାରୁ ଜିବଜନ୍ତୁ ପଶୁପକ୍ଷୀ ପାଣି ପାଇଁ ଆଉଟୁପାଉଟୁ । ଆଜି ବଲାଙ୍ଗିର ସହରର ପକ୍ଷୀପ୍ରେମୀ ଓ ବୁଦ୍ଧିଜିବୀଙ୍କ ସମେତ ଅଭିନୟ ପ୍ରୟାସରେ ବଲାଙ୍ଗିର ଆରଟିଓ ଅଫିସ ନର୍ସରି ପର୍ଯ୍ୟନ୍ତ ବିଭିନ୍ନ ଗଛରେ ମାଟି ପାତ୍ର ରେ ପାଣି ରଖାଯାଇଥିବା ବେଳେ ସଚେତନତା ପ୍ରୟାସ ଚାଲିଛି । ଘରର ଛତ ଉପରେ ପାଣି ରଖିବା ପାଇଁ ଦାବି କରାହୋଇଛି । ବିଭିନ୍ନ ପକ୍ଷୀ, ପାରା ବିଭିନ୍ନ ପ୍ରଜାତିର ଆଗମନ ହେଉଥିବା  ବେଳେ ପ୍ରଚଣ୍ଡ ଖରାରେ ରକ୍ଷା କରିବା ପାଇଁ ପାଣି ଟୋପିଏ ରଖିବା ପାଇଁ ପରିବେଶ ପ୍ରେମୀ ଦାବି କରିଛନ୍ତି । ଗଛମାନଙ୍କରେ ବିଭିନ୍ନ ବିଜ୍ଞାପନକୁ ଲଗାଇବା ପାଇଁ ନିଷେଧ କରାଯାଇଥିବା ବେଳେ ଏ ବିଷୟରେ ବନବିଭାଗ ସହ ଆଲୋଚନା କରି ଏକ କମିଟି ଗଠନ କରାଯିବ । ଆଗାମୀ ଦିନରେ ସମ୍ବଲପୁର ରାସ୍ତା, ପାଟଣାଗଡ ରାସ୍ତା ଓ ସୋନପୁର ରାସ୍ତା ଓ ବିଭିନ୍ନ ଗଛ ରେ

ପାଣିପାତ୍ର ଓ ପାଣି ରଖାଯିବ ବୋଲି ଆଲୋଚନା ହୋଇଥିଲା । ଏ ବର୍ଷ ୫୦୦ ରୁ ଉର୍ଦ୍ଧ୍ୱ ମାଟିପାତ୍ର ରଖାଯିବ । ଆଜି ଜିଲ୍ଲା ଜଙ୍ଗଲ ସୁରକ୍ଷା କମିଟିର ସଭାପତି କୂଳମଣି ସାହୁ, ସଚିକାନ୍ତ ନାଏକ, ପ୍ରଶାନ୍ତ ମହାକୁର, ନାଗରିକ କମିଟିର ସଂପାଦକ ମଧୁସୁଦନ ନାୟକ, ରିଣ୍ଟୁ ସାହୁ, ନିଳମ ପରିଡା, ବରିଷ୍ଠ ନାଗରିକ କମିଟିର ସୁରେନ୍ଦ୍ର ନେଗୀ, ନରେନ୍ଦ୍ର କବାଟ, ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026

You Might Also Like