-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||     

HOME   ରାଜନୀତି

ଡରୁଆ ନେତା ବଲାଙ୍ଗିରର ବିକାଶ କରିପାରିବେ ନାହିଁ: ସମରେନ୍ଦ୍ର

26-Apr-2024



ବଲାଙ୍ଗିର(ପ୍ରେରଣା ଖବର ): ଆଗାମୀ ନିର୍ବାଚନୀ ମଇଦାନରେ ଲୋକେ ଅଂଚଳର ବିକାଶ ପାଇଁ ନିଷ୍ପତ୍ତି ନେବାକୁ ଯାଉଛନ୍ତି । ନିଷ୍ପତ୍ତି ନେବା ପୂର୍ବରୁ ପ୍ରାର୍ଥୀମାନଙ୍କ ଅତିତ ଟିକେ ପରଖିବା ନିତାନ୍ତ ଆବଶ୍ୟକ । ରଣାଙ୍ଗନରେ ମିଛ କହିବାରେ ଅଭିଜ୍ଞ ନେତା ବି ଅଛନ୍ତି । ଯେଉଁମାନେ ନିଜ ଟିକେଟ ପାଇଁ ଲଢେଇ କରି ଜାଣିଛନ୍ତି । ଲୋକଙ୍କ ହକ୍ ପାଇଁ ନୁହେଁ କାରଣ ଏମାନେ ତାଙ୍କ ସରକାର ଓ ସଚିବଙ୍କ ସାମନାରେ ଲୋକଙ୍କ ହକ୍ ର କଥା କହିବା ପାଇଁ ଭୟ କରନ୍ତି । ଏପରି ଡରୁଆ ନେତା ବଲାଙ୍ଗିର ର ବିକାଶ କରିପାରିବେ ନାହିଁ ବୋଲି ଗତ କାଲି ଦେଓଗାଁ ବ୍ଲକ ଅନ୍ତର୍ଗତ ମାଲପଡା, ବଡବାହାଲ, କୁଲୁତାପଡା ପଂଚାୟତରେ ଅନୁଷ୍ଠିତ ନିର୍ବାଚନି ସଭାରେ ବଲାଙ୍ଗିର ବିଧାନସଭା ପାଇଁ କଂଗ୍ରେସ ପ୍ରାର୍ଥୀ ସମରେନ୍ଦ୍ର ମିଶ୍ର ନିଜ ବକ୍ତବ୍ୟରେ କହିଛନ୍ତି । ବ୍ଲକ କଂଗ୍ରେସ ସଭାପତି ରାମଜୀ ଚୈାଧୁରୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ନିର୍ବାଚନି ସଭାରେ ସମରେନ୍ଦ୍ର ଆହୁରି ମଧ୍ୟ କହିଛନ୍ତି ବିଧାନସଭା ନିର୍ବାଚନୀ ମଣ୍ଡଳିରେ କଂଗ୍ରେସ ଦଳ ହେଟ୍ରିକ କରିବାକୁ ଯାଉଛି କାରଣ ଲୋକେ ୧୦ ବର୍ଷରେ ନିର୍ବାଚନ ମଣ୍ଡଳି ପ୍ରତ୍ୟେକ ଗାଁ ରେ ବିକାଶମୂଳକ କାମ କରାଯାଇଛି ତାହା ଦେଖି ସାରିଲେଣି ତା ସହ ଏହା ବି ଦେଖିଛନ୍ତି ଯେ ନିଜକୁ ଅଭିଜ୍ଞ ବୋଲାଉଥିବା ନେତା ବଲାଙ୍ଗିରେ ଦୁଇ ଥର ସାଂସଦ ଥିଲେ ହେଁ ସେ ୧୦ ବର୍ଷରେ ବଲାଙ୍ଗିର କୁ ଗୋଟିଏ ଧୁଳିସଫା ମେସିନ, କେତୋଟି ବସଷ୍ଟପ, କେତୋଟି ୱାଟର ଏଟିଏମ୍ ପ୍ରଦାନ କରିଥିଲେ । ଯାହାକି ତାଙ୍କର ଦୂରଦର୍ଶିତା ଅଭାବ ଯୋଗୁଁ ସେ ପ୍ରକଳ୍ପ ଗୁଡିକ କେଉଁଠି ଅଛି ଲୋକ ଖୋଜିଲେ ମଧ୍ୟ ପାଉନାହାନ୍ତି ବୋଲି କଡା ସମାଲୋଚନା କରିଛନ୍ତି ।  ନିର୍ବାଚନ ସଭାରେ ମାନ୍ୟବର ବଲାଙ୍ଗିର ବିଧାୟକ ନରସିଂହ ମିଶ୍ର ଉଭୟ ବିକାଶ ପ୍ରାର୍ଥୀ ସମରେନ୍ଦ୍ର ମିଶ୍ର ଓ ସାଂସଦ ପ୍ରାର୍ଥୀ ମନୋଜ ମିଶ୍ରଙ୍କୁ ହାତ ଚିହ୍ନରେ ଭୋଟ ଦେଇ ଜୟଯୁକ୍ତ କରିବା ପାଇଁ ଅନୁରୋଧ କରିବା ସହ କଂଗ୍ରେସ ସରକାରକୁ ଆସିଲେ ସମାଜର ପ୍ରତ୍ୟେକ ବର୍ଗର ଲୋକ ଉପକୃତ ହେବେ । ଛାତ୍ର, ଯୁବକ, ଶ୍ରମିକ, କୃଷକ ମହିଳା ସମସ୍ତଙ୍କ ସାମାଜିକ ଏବଂ ଅର୍ଥନୈତିକ ସୁରକ୍ଷାରେ ଗ୍ୟାରେଣ୍ଟି ଦିଆଯିବ । ସମାଜିକ ସୁରକ୍ଷା ଅନ୍ତର୍ଗତ ଭତ୍ତା ଦୁଇଗୁଣ କରାଯିବ । ଚାଷୀଙ୍କୁ ପେନସନ, ଶିକ୍ଷିତ ଯୁବକ ଯୁବତିଙ୍କୁ ଚାକିରି ନ ହେଲେ ବେକାରି ଭତ୍ତା , ୫୦୦ ଟଙ୍କାରେ ଗୋଟିଏ ଗ୍ୟାସ, ୨୦୦ ୟୁନିଟ ପର୍ଯ୍ୟନ୍ତ ବିଜୁଳି ମାଗଣା, ମହିଳା ସ୍ୱୟଂ ସହାୟକ ଗୋଷ୍ଠିଙ୍କ ଋଣ ମାଫ, ଧାନର ସର୍ବନିମ୍ନ ସହାୟକ ମୁଲ୍ୟ ପ୍ରଦାନ କରାଯିବ ବୋଲି ବିଧାୟକ ଶ୍ରୀ ମିଶ୍ର ଉପସ୍ଥିତ ଜନସାଧାରଣଙ୍କୁ କହିଥିôଲେ । ଏହି ନିର୍ବାଚନୀ ସଭାମାନଙ୍କ ମଧ୍ୟରେ ଅନ୍ୟମାନଙ୍କ ମଧ୍ୟରେ ବ୍ଲକ ଉପାଧ୍ୟକ୍ଷା ସୂର୍ଯ୍ୟକାନ୍ତି ଛତ୍ରିଆ, ପ୍ରଫୁଲ୍ଲ ଦାଶ, ଗଣେଶ୍ୱର ସାହୁ, ଲୋକନାଥ ନାଏକ, ଶଶିଭୂଷଣ ଗଡତ୍ୟା, ପ୍ରଫୁଲ୍ଲ ସାହୁ ଏବଂ ତାରାକାନ୍ତ ରଣା ପ୍ରମୁଖ ମଂଚାସୀନ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026

You Might Also Like