-+91-9937148622 |

prerana_bgr@rediffmail.com |

  Wednesday 2nd September 2026 |

| | | |

R.N.I. Regd No. ODIODI/2010/46693

Breaking News

*ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   (02-Sep-2026)       ||      ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବୃଦ୍ଧଙ୍କ ମୃତ୍ୟୁ   (02-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ : ସ୍ୱଭାବ କବିଙ୍କ କବିତା ସମ୍ଭାର ମାନବୀୟ ବାର୍ତ୍ତା ବହନ କରିଥାଏ ବୋଲି ଅତିଥି ଗଣ ଙ୍କ ଅଭିମତ   (02-Sep-2026)       ||       ଆଜି ଠାରୁ ଆରମ୍ଭ ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍....   (02-Sep-2026)       ||      ସଂଶୋଧିତ ଖଣି ଆଇନ ପ୍ରତିବାଦରେ ବାମପନ୍ଥୀ ଦଳ ମାନଙ୍କର ସାମ୍ବାଦିକ ସମ୍ମିଳନୀ   (02-Sep-2026)       ||      ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   (02-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   (02-Sep-2026)       ||      ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   (02-Sep-2026)       ||      ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   (02-Sep-2026)       ||      ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   (02-Sep-2026)       ||      ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   (02-Sep-2026)       ||      ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   (02-Sep-2026)       ||      ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   (01-Sep-2026)       ||      ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (01-Sep-2026)       ||      ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   (01-Sep-2026)       ||      ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   (01-Sep-2026)       ||      ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   (01-Sep-2026)       ||      ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   (01-Sep-2026)       ||      ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    (01-Sep-2026)       ||      ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   (01-Sep-2026)       ||     

HOME   ଜିଲ୍ଲା

କଥାଶିଳ୍ପୀ ଡାକ୍ତର ମଞ୍ଜୁଵାଲା ପଣ୍ଡା ଙ୍କ ଗଳ୍ପ ସଂକଳନ "ପାରନାନୀ ଓ ଅନ୍ୟାନ୍ୟ ଗଳ୍ପ "ଉନ୍ମୋଚିତ

25-Dec-2020



ବଲାଙ୍ଗିର, (ପ୍ରେରଣା ଖବର) - ଆଜି ସ୍ଥାନୀୟ ଲିଟରରି ଏଣ୍ଡ ସୋସିଆଲ କ୍ଲବ ସଭାକକ୍ଷ ରେ କଥାଶିଳ୍ପୀ ଡାକ୍ତର ମଞ୍ଜୁଵାଲା ପଣ୍ଡା ଙ୍କ ଗଳ୍ପ ସଂକଳନ "ପାରନାନୀ ଓ ଅନ୍ୟାନ୍ୟ ଗଳ୍ପ "ଉନ୍ମୋଚିତ ହୋଇ ଯାଇଛି l ନାଟ୍ୟଭୂଷଣ ଜଗଦାନନ୍ଦ ଛୁରିଆ ଙ୍କ ସଭାପତିତ୍ବ ରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବରେ ବିଶିଷ୍ଟ କବି ଭାଗିରଥି ମିଶ୍ର, ସଂମାନିତ ଅତିଥି ଭାବରେ ଗାଳ୍ପିକା ଅମୁଲ୍ୟମଣି ମିଶ୍ର ଯୋଗଦେଇ ସଂପ୍ରତି ଗଳ୍ପ ରଚନାରେ ପରିବର୍ତ୍ତନ ଓ ଏହାର ପ୍ରଭାବ ଉପରେ ଆଲୋଚନା କରିଥିଲେ, ସଭା ପରିଚାଳନା କରିଥିଲେ ପୂଜ୍ୟ ପୂଜା ଅନୁଷ୍ଠାନ ର ସମ୍ପାଦକ ମଦନ ମୋହନ ରଥ l ଅତିଥି ମାନଙ୍କୁ ମଞ୍ଚ କୁ ନିମନ୍ତ୍ରଣ କରିଥିଲେ କସ୍ତୁରୀ ରଥ, ବେଦପାଠ କରିଥିଲେ ପଣ୍ଡିତ ବ୍ରଜ ବିହାରୀ ତ୍ରିପାଠୀ, ଅତିଥି ପରିଚୟ ଓ ଗଳ୍ପ ସଂକଳନ ର ସମୀକ୍ଷା କରିଥିଲେ ଯୁବକବି ରତ୍ନମୟ ତ୍ରିପାଠୀ, ଶେଷରେ ସମସ୍ତଙ୍କୁ ଧନ୍ୟବାଦ ଦେଇ ଥିଲେ କବିତା ମିଶ୍ର l କାର୍ଯ୍ୟକ୍ରମ କୁ ସଫଳ କରିବାରେ, ଚୂଡେଦ୍ର କୁମାର ବେହେରା, ସୁନାଧର ବନଛୋର, ପ୍ରଦୀପ ପଶାୟତ, ଦୁର୍ଗା ଚରଣ ସାହୁ, ଅନୁପ୍ରିୟା ମିଶ୍ର, ଜ୍ୟୋତି ରଞ୍ଜନ ମିଶ୍ର, ହୃଷିକେଶ ପୁରୋହିତ ପ୍ରମୁଖ ସହଯୋଗ କରିଥିଲେ l ଏହି ସଭାରେ ସହର ର ଅନେକ ବୁଦ୍ଧିଯିବି, ସାହିତ୍ୟ ପ୍ରେମୀ,ସାମ୍ବାଦିକ ଯୋଗ ଦେଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
*ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   02-Sep-2026
  ଜିଲ୍ଲା  
ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବୃଦ୍ଧଙ୍କ ମୃତ୍ୟୁ   02-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ : ସ୍ୱଭାବ କବିଙ୍କ କବିତା ସମ୍ଭାର ମାନବୀୟ ବାର୍ତ୍ତା ବହନ କରିଥାଏ ବୋଲି ଅତିଥି ଗଣ ଙ୍କ ଅଭିମତ   02-Sep-2026
  ଜିଲ୍ଲା  
 ଆଜି ଠାରୁ ଆରମ୍ଭ ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍....   02-Sep-2026
  ଜିଲ୍ଲା  
ସଂଶୋଧିତ ଖଣି ଆଇନ ପ୍ରତିବାଦରେ ବାମପନ୍ଥୀ ଦଳ ମାନଙ୍କର ସାମ୍ବାଦିକ ସମ୍ମିଳନୀ   02-Sep-2026
  ଜିଲ୍ଲା  
ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   02-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   02-Sep-2026
  ଜିଲ୍ଲା  
ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   02-Sep-2026
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   02-Sep-2026
  ଜିଲ୍ଲା  
ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   02-Sep-2026

You Might Also Like