-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||     

HOME   ରାଜନୀତି

୧୫ନମ୍ବର ୱାର୍ଡରେ ବିଜେଡିର ଯୋରଦାର ପ୍ରଚାର

27-Apr-2024



ବଲାଙ୍ଗୀର(ପ୍ରେରଣା ଖବର): ବଲାଙ୍ଗୀର ସହରରେ ଶାସକ ବିଜେଡି ଦଳର ନିର୍ବାଚନୀ ପ୍ରଚାରକୁ ଯୋରଦାର କରାଯାଇଛି । ବିଜେଡିର ଭେଟେରାନ ଲିଡର ଅନଙ୍ଗଉଦୟ ସିଂଦେଓ ଓ ପୌରାଧ୍ୟକ୍ଷା ଲିକା ସାହୁ ଏହି ପ୍ରଚାରର ମଙ୍ଗଧରିଛନ୍ତି । ନବୀନ ପଟ୍ଟନାୟକ ସରକାରଙ୍କ ଅମଳରେ ହୋଇଥିବା ଶହଶହ କୋଟିର ବିକାଶମୂଳକ କାମ ଓ ଜନହିତକର ଯୋଜନା ବିଷୟରେ ଲୋକଙ୍କୁ କହି ବିଜେଡି ପ୍ରାର୍ଥି କଳିକେଶ ନାରାୟଣ ସିଂଦେଓଙ୍କ ପାଇଁ ଭୋଟ ଭିକ୍ଷା କରୁଛନ୍ତି । ଶୁକ୍ରବାର ଦିନ ବଲାଙ୍ଗୀର ସହରର ୧୫ନମ୍ବର ୱାର୍ଡରେ ଏକ ବିଶାଳ ସଭା ଅନୁଷ୍ଠିତ ହୋଇଯାଇଛି । ଏହି ୱାର୍ଡର କାଉନସିଲର ମହେନ୍ଦ୍ର ବାଘଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ବିଜେଡିର ବରିଷ୍ଠନେତା ଅନଙ୍ଗଉଦୟ ସିଂଦେଓ, ପୌରାଧ୍ୟକ୍ଷା ଲିକା ସାହୁ,ପୂର୍ବତନ ପୌରାଧ୍ୟକ୍ଷା ତଥା ବିଜେଡି ମହିଳା ଜିଲ୍ଲା ସଭାନେତ୍ରୀ ଦମୟନ୍ତି ବାଘ,ପୂର୍ବତନ ପୌରାଧ୍ୟକ୍ଷା ସନ୍ତୋଷିନୀ ବାଘ, ମହିଳା ସଂପାଦିକା ସାଗରିକା ଗୁରୁ, ବିଜେଡିର ରାଜ୍ୟ ସଂପାଦକ ପ୍ରଭାସ ପାଣିଗ୍ରାହୀ, ରାଜ୍ୟ ସଂପାଦକ ପ୍ରଦ୍ୟୁତ ମିଶ୍ର ପ୍ରମୁଖ ମଞ୍ଚାସୀନ ରହି ରାଜ୍ୟସରକାରଙ୍କ ଜନହିତକାରୀ ଯୋଜନା ବିଷୟରେ କହିଥିଲେ । ପ୍ରଭାସ ପାଣିଗ୍ରାହୀ ତାଙ୍କ ବକ୍ତବ୍ୟରେ ବଲାଙ୍ଗୀରରେ କଂଗ୍ରେସର ବିଧାୟକ ଓ ଭାଜପା ସାଂସଦଙ୍କ ଭିତିରି ବୁଝାମଣା ରହିଛି । କଟାହାତରେ ପଦ୍ମଫୁଲ ଶୋଭା ପାଏନି ବରଂ ମଉଳି ଯାଏ ବୋଲି କଟାକ୍ଷ କରିଥିଲେ । ସେହିପରି ଯୋଡିଶଙ୍ଖ ସବୁବେଳେ ଶୁଭ ବୋଲି କହିଥିଲେ । ପୌରାଧ୍ୟକ୍ଷା ଲିକା ସାହୁ ଓ ପୂର୍ବତନ ପୌରାଧ୍ୟକ୍ଷା ଦମୟନ୍ତି ବାଘ ତାଙ୍କ ବକ୍ତବ୍ୟରେ ୧୫ନମ୍ବର ୱାର୍ଡ ସମେତ ବଲାଙ୍ଗୀର ସହରରେ କରାଯାଇଥିବା ବିକାଶ ପ୍ରକଲ୍ପବିଷୟରେ କହିଥିଲେ । ଏହି କାର୍ଯ୍ୟକ୍ରମରେ ପ୍ରାୟ ୧୫ଶହରୁ ଉର୍ଦ୍ଧ୍ୱ ପୁରୁଷ/ମହିଳା ଯୋଗ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026

You Might Also Like