-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||     

HOME   ଜିଲ୍ଲା

ବିଜେଡ଼ି ଦଳୀୟ ପ୍ରାର୍ଥୀଙ୍କୁ ବିଜୟ ନେଇ ପ୍ରଚାର ପ୍ରସାର ଜୋର, ଭିକେ ପାଣ୍ଡିଆନ ଙ୍କ ନୂଆପଡ଼ା ରେ ନିର୍ବାଚନ ପ୍ରଚାର୍

27-Apr-2024



ନୂଆପଡ଼ା (ଡୋଲେଶ୍ଵର ବାଗ )
ଦଳୀୟ ପ୍ରାର୍ଥୀଙ୍କୁ ବିଜୟ ନେଇ  ପ୍ରଚାର ପ୍ରସାର ଜୋର ଧରିଛି। ଦଳୀୟ ତୁଙ୍ଗ ନେତା ମାନେ ବିଧାନସଭା ସଭା ନିର୍ବାଚନ ମଣ୍ଡଳୀ ରେ ଉଭୟ ବିଧାୟକ ଏବଂ ସାଂସଦ ପ୍ରାର୍ଥୀଙ୍କୁ ଆଶୀର୍ବାଦ କରିବା ପାଇଁ ନିଜର ବିକାଶ ମୂଳକ କାର୍ଯ୍ୟ ବଖାଣି ଥିବା ବେଳେ ବିଗତ ପାଞ୍ଚ ବର୍ଷ ରେ ବିରୋଧୀ ଙ୍କ ବିଫଳତା ଗଣି ଛନ୍ତି। ନୂଆପଡ଼ା ଜିଲ୍ଲା କୁ ବିଜୁ ଜନତା ଦଳ ପକ୍ଷରୁ ଭି କେ ପାଣ୍ଡିଆନ ଆସି ଗୌତମ ଏୟାର ଷ୍ଟ୍ରିପ ରେ ଅବତରଣ କରି ଖରୀଆର ରୋଡ  ଠାରୁ ନୂଆପଡ଼ା କୁ ରୋଡ ସୋ ଅନୁଷ୍ଠିତ ହୋଇଅଛି। ଏହା ପରେ ନୂଆପଡ଼ା ମିନିଷ୍ଟାଡିୟମ ରେ ଏକ ନିର୍ବାଚନୀ ସଭା କୁ ଉଦବୋଧନ ଦେଇଛନ୍ତି। ସଭା ରେ ନୂଆପଡ଼ା ବିଜେଡ଼ି ବିଧାୟକ ପ୍ରାର୍ଥୀ ରାଜେନ୍ଦ୍ର ପ୍ରସାଦ ଢୋଲକିଆ ଏବଂ କଳାହାଣ୍ଡି  ଲୋକସଭା  ସାଂସଦ ବିଜେଡ଼ି ଦଳୀୟ ପ୍ରାର୍ଥୀ ଲମ୍ବୋଦର ନିଆଳ ସଭା ରେ ଉଦବୋଧନ ଦେଇଥିଲେ।ନବୀନ ସରକାରଙ୍କ ପାଞ୍ଚ ବର୍ଷ ଏବଂ ବିରୋଧୀ ଙ୍କ ପାଞ୍ଚ ବର୍ଷ କାର୍ଯ୍ୟ ନେଇ ସମୀକ୍ଷା କରିଛନ୍ତି। ନୂଆପଡ଼ା କଳାହାଣ୍ଡି ରେ ଏକ ଜାତୀୟ ରାଜପଥର ଦୂରବସ୍ଥା ସାଙ୍ଗକୁ ନୂଆପଡ଼ା ରେ ବିଜୁ ଏକ୍ସପ୍ରେସ ୱେ ପାର୍ଥକ୍ୟ, ନୂଆପଡ଼ା,ମାଲକାନଗିରି ରେ ଓଡ଼ିଶା ବଡ ସ୍ବାସ୍ଥ୍ୟ କେନ୍ଦ୍ର, ନବୀନ ପଟ୍ଟନାୟକ ନୂଆପଡ଼ା କୁ ଭଲ ପାଉଛନ୍ତି କହିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026

You Might Also Like