-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||     

HOME   ଜିଲ୍ଲା

ଘଣ୍ଟାପଡ଼ାର ରାମନୀଳା ନାଟକରେ ବାଳି ବଧ ଓ ଲଙ୍କାପୋଡି ଅନୁଷ୍ଠିତ

27-Apr-2024



କଣ୍ଟାମାଳ(ଜୟ କୁମାର ମହାରଣାଙ୍କ ରିପୋର୍ଟ): ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଳକର ଘଣ୍ଟାପଡ଼ା ଗ୍ରାମର ୨ଟି ସାହିରେ ଶ୍ରୀରାମଲୀଳା ନାଟ୍ୟୋତ୍ସବ ଧୂମଧାମରେ ପାଳିତ ହୋଇଆସୁଅଛି। ଶ୍ରୀ ଜଗନ୍ନାଥ ନାଟ୍ୟସଂସଦ ତରଫରୁ ଦଶମ ସଂଧ୍ୟାରେ ନାଟକ ସେତୁବନ୍ଧ ପ୍ରତିଷ୍ଠା, ବିଭିଷଣ ଶରଣ ଓ କୁମ୍ଭକର୍ଣ୍ଣ ବଧ ବିଳମ୍ବିତ ରାତ୍ର ପର୍ଯ୍ୟନ୍ତ ମଞ୍ଚସ୍ଥ ହୋଇଯାଇଛି। ଉକ୍ତ ନାଟକରେ ରାମ ଭୂମିକାରେ ଫକିର ରଣା, ସୀତା-ରସରାଜ ସେନାପତି, ଲକ୍ଷ୍ମଣ-ଅମରସିଂ ରଣା, ରାବଣ - ସୁବଳ ପାଣ୍ଡେ ,ସୁଗ୍ରୀବ-ବିଦ୍ୟାଧର ଦେହୁରୀ, ହନୁମାନ - ବନମାଳି ମଲିକ,ଅଙ୍ଗଦ - ନରେନ୍ଦ୍ର ମଲିକ, ବିଭିଷଣ- ପ୍ରମୋଦ ମଲିକ ପ୍ରମୁଖଙ୍କ ନିଖୁଣ ଅଭିନୟରେ ଦର୍ଶକଙ୍କୁ ମଧ୍ୟରାତ୍ର ପର୍ଯ୍ୟନ୍ତ ବାନ୍ଧି ରଖିଥିଲା। ସେହିପରି ଶ୍ରୀ ରଘୁନାଥ ନାଟ୍ୟ ସଂସଦ ତରଫରୁ ରଘୁନାଥ ପୂଜା ମଣ୍ଡପରେ ରାମାୟଣ ଚରିତ ବାଳି

ବଧ ଓ ଲଙ୍କାପୋଡ଼ି ନାଟକ ମଞ୍ଚସ୍ଥ ହୋଇଥିଲା। ଉକ୍ତ ନାଟକରେ ରାମ- ଦେବରାଜ ବିଶି, ସୀତା-ଜିତେନ୍ଦ୍ର ପାଣିଗ୍ରାହୀ, ଲକ୍ଷ୍ମଣ-ଅକ୍ଷୟ ମଲିକ, ହନୁମାନ - ସୁମନ ମହାନ୍ତି, ସୁଗ୍ରୀବ-ମୋହନ ରଣା, ଲଙ୍କ ଦେବୀ _ପ୍ରଶାନ୍ତ ସାହୁ, ବିଭିଷଣ- ଲିଙ୍ଗରାଜ ବିଶି, କୁମ୍ଭକର୍ଣ୍ଣ- ଜିତେନ ପଟ୍ଟନାୟକ, ସ୍ମାରକ - ନରେଶ ସାହୁ ପ୍ରମୁଖ ଅଭିନୟ କରି ଦର୍ଶକଙ୍କ ମନ ମୋହିଥିଲେ। ଦର୍ଶକଙ୍କ ଚାହୁଁଥିବା ମେଲୋଡି ପ୍ରୋଗ୍ରାମ ଦେଖିବାକୁ ଆଖ ପାଖ ଗାଁରୁ ବହୁ ଦର୍ଶକ ମଜା ନେଉଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026

You Might Also Like