-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିର ସହରର ବିଭିନ୍ନ ପଡ଼ାରେ ନିର୍ବାଚନୀ ପ୍ରଚାର କଲେ ବିଜେପି ବିଧାୟକ ପ୍ରାର୍ଥୀ ଗୋପାଳଜୀ ପାଣିଗ୍ରାହୀ

27-Apr-2024



ବଲାଙ୍ଗିର (ପ୍ରେରଣା ଖବର): ବହୁତ ହେଇଗଲା ଦେଶକୁ ଦୁର୍ବଳ କରିବାର ଷଡଯନ୍ତ୍ର। ଦେଶ ସ୍ବାଧୀନତାର ୭୫ ବର୍ଷରେ ସାଧାରଣ ଜନତା ପାଇଛି କଣ? କେବଳ ଜନତାଙ୍କ ଭିତରେ ବିଭିନ୍ନ ପ୍ରକାରେ ଭାଗ କରି ନିଜର ଫାଇଦା ଉଠାଇଛନ୍ତି  କଂଗ୍ରେସ ର ନେତାମାନେ।  ଏବେ ଲୋକଙ୍କ  ପାଇଁ କାମ କରିବାର ସମୟ।ଦେଶକୁ ଏକତା ସୂତ୍ରରେ ବାନ୍ଧି ଆଗେଇ ନେବାକୁ ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ  ଏକ ଭାରତ ଶ୍ରେଷ୍ଠ ଭାରତ ଗଠନ କରିବାକୁ ଆଗାମୀ ସାଧାରଣ ନିର୍ବାଚନରେ ବିଜେପିକୁ ଭୋଟଦେଇ ଉଭୟ ରାଜ୍ୟ ଓ କେନ୍ଦ୍ରରେ ସରକାର ଗଠନ କରିବାକୁ ଲୋକଙ୍କୁ ଅନୁରୋଧ କରିଛନ୍ତି ବଲାଙ୍ଗୀର ବିଧାନସଭା ପାଇଁ ବିଜେପି ବିଧାୟକ ପ୍ରାର୍ଥୀ ଗୋପାଲଜୀ ପାଣିଗ୍ରାହୀ ।  ରାଜ୍ୟର ବିଜେଡି ସରକାର କେନ୍ଦ୍ରର ସବୁ ଯୋଜନାରେ ନିଜର ନାମ ଦେଉଛି। ଏବେ ପ୍ରକୃତ ଯୋଜନାକୁ କାର୍ଯ୍ୟକାରୀ କରିବାକୁ ଆମକୁ ଦରକାର ଡବଲ ଇଞ୍ଜିନ ସରକାର। ବଲାଙ୍ଗୀରକୁ ଏକ ଶିଳ୍ପ ଓ ଶିକ୍ଷା କେନ୍ଦ୍ର ଭାବରେ ଗଢିବାକୁ ଯୁବକ ମାନଙ୍କୁ ରୋଜଗାରର ମାଧ୍ୟମ ଦେବାକୁ, ଶିଳ୍ପ  ପ୍ରତିଷ୍ଠା କରିବାକୁ,ବିଶେଷ କରି ବଲାଙ୍ଗିର  ସହରକୁ ସୁନ୍ଦର ଭାବରେ ଗଢିବାକୁ ବିଜେପିକୁ ଭୋଟ ଦେବାକୁ ନିବେଦନ କରିଛନ୍ତି ଗୋପାଳଜୀ। ଆଜି ବଲାଙ୍ଗୀର ସହରର ବିଭିନ୍ନ ପଡା ଅଂଚଳର ଜନଗଣଙ୍କ ସହିତ ଆଲୋଚନା କରି ସେ ଆଗାମୀ ନିର୍ବାଚନରେ ବିଜେପିକୁ ରାଜ୍ୟର ଶାସନଭାର ଦେବାକୁ ଅନୁରୋଧ କରିଛନ୍ତି।ଆଜି ଏହି ପ୍ରଚାର ସମୟରେ।ପ୍ରମୁଖ ଗୋପାଲଜୀ ପାଣିଗ୍ରାହୀଙ୍କ ସହ ଶତାଧିକ ବିଜେପି କର୍ମୀ ଓ ଜନସାଧାରଣ ଉପସ୍ଥିତ ଥିଲେ l 


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026

You Might Also Like