-+91-9937148622 |

prerana_bgr@rediffmail.com |

  Sunday 10th May 2026 |

| | | |

R.N.I. Regd No. ODIODI/2010/46693

Breaking News

ନିର୍ମାଣାଧୀନ କୋଠାରୁ ପଡ଼ି ଶ୍ରମିକ ମୃତ୍ୟୁ ଘଟଣା ଯନ୍ତ୍ରୀ, ଘଟଣାର ନିରପେକ୍ଷ ତଦନ୍ତ ହେଉ    (10-May-2026)       ||      ସମାଜସେବୀ ସଂଘମିତ୍ରା ପଟେଲ ସେବା ଭରତୀ ସମ୍ମାନ ରେ ସମ୍ମାନିତ    (10-May-2026)       ||      *ସୋନପୁର ଥାନାରେ ଜୁଭେଣ୍ଟିକା ସଚେତନତା*   (10-May-2026)       ||      *ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କଳାକାର ଜୀଵନ ଅବହେଳିତ,ଭୁଲିଆ ସିକୂଆଁ ଗ୍ରାମର ପୂର୍ଣ୍ଣ ସିନ୍ଧୁର ଆଜିବି ଅନେକ ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କରୁଥିବା ବେଳେ ନାଁ ବାର୍ଦ୍ଧକ୍ୟ ଭତ୍ତା, ନାଁ ମିଳେ କଳାକାର ଭତ୍ତା*   (10-May-2026)       ||      *ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ- ୨୦୨୬ ରେ ୫୭୯୬ ଗୋଟି ମାମଲା ସମାଧାନ,*   (10-May-2026)       ||      *ଡାବୁଗାଁ ଥାନା IIC ରଘୁନାଥ ମାଝୀ ସସ୍‌ପେଣ୍ଡ୍‌*   (10-May-2026)       ||      ମୁଖ୍ୟମନ୍ତ୍ରୀ କ୍ଷୁବ୍ଧ, ପୁଲିସ ଡିଜିଙ୍କ ଉପରେ ବର୍ଷିଲେ: ବାଲିଅନ୍ତା ଜିଆରପି କନେଷ୍ଟବଳ ହତ୍ୟା ଘଟଣାର କ୍ରାଇମବ୍ରାଚ ତଦନୁ ନିର୍ଦ୍ଦେଶ   (09-May-2026)       ||      ଲକ୍ଷ୍ମୀ ବସ ଚଳାଚଳ ରୁଟ ପରିବର୍ତ୍ତନ ପାଇଁ ଦାବି   (09-May-2026)       ||      ବଲାଙ୍ଗିର: ସିଭିଲ କୋର୍ଟ ପରିସରରେ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ   (09-May-2026)       ||      ସେଣ୍ଟସ୍ ଭେଲି ହାଇସ୍କୁଲ କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   (09-May-2026)       ||      ପଞ୍ଚାୟତ ସମିତି ବୈଠକ ରେ ତରଭା କୁ ଉପ ଖଣ୍ଡ ମାନ୍ୟତା ଦାବି ଉଠିଲା   (09-May-2026)       ||      ବଲାଙ୍ଗୀର : ଜୀବନ ସହ ଲଢ଼ୁଛନ୍ତି କୁଡ଼ସିଂହାର ଗୋପାଳ ସାହୁ   (09-May-2026)       ||      ବଲାଙ୍ଗୀର ସିଭିଲ୍ କୋର୍ଟ ଠାରେ ମାଗଣା ସ୍ବାସ୍ଥ୍ୟ ଶିବିର    (09-May-2026)       ||      ଜଗତସିଂହପୁର ଥାନାରେ ଭର୍ଚୁଆଲ ଜରିଆରେ ଯୁଭେନ୍ଟିକା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-May-2026)       ||      ବିନା ୟୁନିଫର୍ମରେ ପିସିଆର୍‌ ମଧ୍ୟ ପିଟିଥିଲା   (09-May-2026)       ||      ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର    (09-May-2026)       ||      ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର    (09-May-2026)       ||      *ଜାମୁଗୁଡା ଠରେ ବିଶ୍ଵଶାନ୍ତି ମହାଯଜ୍ଞ ଏବଂ ଅଷ୍ଟମ ସାମ୍ବତ୍ସରିକ ନାମଯଜ୍ଞ ଅନୁଷ୍ଠିତ*   (09-May-2026)       ||      ଡ. ସଂଗୀତା ମିଶ୍ରଙ୍କୁ ଓଡିଶା ଗୌରବ ସମ୍ମାନ   (09-May-2026)       ||      ପିକେଏସ୍ ଫାଉଣ୍ଡେସନ୍ ର ବାର୍ଷିକୋତ୍ସବ♦️ ଡଃ. ମଞ୍ଜୁବାଳା ପଣ୍ଡା ଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ: ସମାଜରେ ଉଦାରବାଦୀ ଲୋକଙ୍କର ଆବଶ୍ୟକତା ରହିଛି- ଲିଙ୍ଗରାଜ    (09-May-2026)       ||     

HOME   ଜିଲ୍ଲା

କୂଅରୁ ପଙ୍କ ଉଦ୍ଧାର କରିବାକୁ ଯାଇ ଶ୍ୱାସ ରୁଦ୍ଧ ହୋଇ ଦୁଇ ଯୁବକଙ୍କ ମୃତ୍ୟୁ

27-Apr-2024



ତରଭା(କପିଳାସ ସେଠ) ତରଭା ଥାନା ଅନ୍ତର୍ଗତ  କମଶରା ପଂଚାୟତର ଲେମ୍ବୁପାଲି ଗ୍ରାମରେ ଗୋଟିଏ ରିଙ୍ଗ କୁଅରୁ ପଙ୍କ ଉଦ୍ଧାର କରିବାକୁ ଯାଇ ଦୁଇ ଜଣଯୁବକ  ମୃତ୍ଯୁବରଣ କରିବା ଘଟଣା ଅଂଚଳରେ ଶୋକର ଛାୟା ଖେଳାଇ ଦେଇଛି । ପୋଲିସ ସୂତ୍ରରଅନୁସାରେ ଲେମୁ ପାଳି  ଗ୍ରାମର ମଦନ ମାଝୀ (୨୯) ତାଙ୍କର  ରିଙ୍ଗ କୂଅ ବାହାଘର ପାଇଁ  ସଫାସୁତୁରା

କରିବା ସହ ପଙ୍କ ଉଦ୍ଧାର କରିବାକୁ କୂଅ ଭିତରକୁ ଯାଇ ଶ୍ବାଶରୁଦ୍ଧ ହୋଇ ବାହାରକୁ ଆଉ ଆସି ପାରି ନଥିଲେ । ପରେ ପାଖରେ ଥିବା ମନ କୁଅଁର (୫୨) ମଦନ ମାଝୀ ର ଅବସ୍ଥା ଦେଖି ତୁରନ୍ତ ସେ ମଧ୍ଯ କୂଅ ମଧ୍ୟକୁ ଉତୁରି ଥିଲେ । କୂଅଟି ପୁରୁଣା ଏବଂ ପ୍ରାୟ  କୋଡିଏ ରୁ ପଚିଶ ଫୁଟ ଗଭୀରତା ରହିଥିବାର ଅନୁମାନ ରହିଛି I ଏହି କୂଅର ତଳସ୍ତରରେ ଅମ୍ଳଜାନର ଅଭାବ ହେତୁ ଉଭୟଙ୍କ ଜୀବନ ଯାଇଥିବା ଜଣାଯାଇଛି ।ଏ ସମ୍ପର୍କରେ ତରଭା ଦମକଳ କେନ୍ଦ୍ରକୁ ଖବର ଦିଆଯାଇଥିଲା  l ଖବର ପାଇ ତରଭା ଅଗ୍ନିଶମ ବାହିନୀ ଘଟଣା ସ୍ଥଳକୁ ପହଂଚି ଉଭୟଙ୍କୁ ଉଦ୍ଧାର କରି ତରଭା ଡାକ୍ତର ଖାନାକୁ ଆଣିଥିଲେ । ତରଭା ଡାକ୍ତର ଖାନାରେ ଡାକ୍ତର ଉଭୟଙ୍କୁ ମୃତ ଘୋଷଣା କରିଥିଲେ I   ଏସମ୍ପର୍କ  ତରଭା

ପୋଲିସ  ତଦନ୍ତ ଆରମ୍ଭ କରି ଏକ ମାମଲାରୁଜୁ  କରି ଶବଜବତ କରିବା ସହ ବ୍ୟବଛେଦ ପାଇଁ ପଠାଇ ଦେଇଥିଲେ I ଶବ ବ୍ୟବଛେଦ ପରେ  ପରିବାର ବର୍ଗଙ୍କୁ ଶବ ହସ୍ତାନ୍ତର କରିଥିବାର ଜଣା ଯାଇଛି Iଏହି କେଶର  ତଦନ୍ତ ଦାୟିତ୍ବରେ ଏ ଏସ ଆଇ ନିମାଇ ଚରଣ ବାରିକ ଥିବା ଥାନା ଅଧିକାରୀ ଅନିତା କିଡୋ  ସୂଚନା ଦେଇଛନ୍ତି  । କୂଅଭିତରୁ ମୃତକଙ୍କୁ ଉଦ୍ଧାର କାର୍ଯ୍ଯରେ ତରଭା ଦମକଳ ବାହିନୀର ଅଗ୍ନିଶମ ଅଧିକାରୀ ଅନିଲ ମିଶ୍ର, ଅଗ୍ନିକ ସାହେବ ଭୋଇ , ଜୟରାମ ମଲ୍ଲିକ, ହରବଗର୍ତ୍ତୀ, ଭବାନି ସେଠ ଓ ରତ୍ନାକର ପରିଡା ପ୍ରମୁଖ ଉଦ୍ଧାର କାର୍ଯ୍ଯରେ ସାମିଲ ଥିଲେ । 
 


News Comment




Photo in News

Advertisment
Lastest News
  ଜିଲ୍ଲା  
ନିର୍ମାଣାଧୀନ କୋଠାରୁ ପଡ଼ି ଶ୍ରମିକ ମୃତ୍ୟୁ ଘଟଣା ଯନ୍ତ୍ରୀ, ଘଟଣାର ନିରପେକ୍ଷ ତଦନ୍ତ ହେଉ   10-May-2026
  ଜିଲ୍ଲା  
ସମାଜସେବୀ ସଂଘମିତ୍ରା ପଟେଲ ସେବା ଭରତୀ ସମ୍ମାନ ରେ ସମ୍ମାନିତ   10-May-2026
  ଜିଲ୍ଲା  
*ସୋନପୁର ଥାନାରେ ଜୁଭେଣ୍ଟିକା ସଚେତନତା*   10-May-2026
  ଜିଲ୍ଲା  
*ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କଳାକାର ଜୀଵନ ଅବହେଳିତ,ଭୁଲିଆ ସିକୂଆଁ ଗ୍ରାମର ପୂର୍ଣ୍ଣ ସିନ୍ଧୁର ଆଜିବି ଅନେକ ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କରୁଥିବା ବେଳେ ନାଁ ବାର୍ଦ୍ଧକ୍ୟ ଭତ୍ତା, ନାଁ ମିଳେ କଳାକାର ଭତ୍ତା*   10-May-2026
  ଜିଲ୍ଲା  
*ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ- ୨୦୨୬ ରେ ୫୭୯୬ ଗୋଟି ମାମଲା ସମାଧାନ,*   10-May-2026
  ଜିଲ୍ଲା  
*ଡାବୁଗାଁ ଥାନା IIC ରଘୁନାଥ ମାଝୀ ସସ୍‌ପେଣ୍ଡ୍‌*   10-May-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ କ୍ଷୁବ୍ଧ, ପୁଲିସ ଡିଜିଙ୍କ ଉପରେ ବର୍ଷିଲେ: ବାଲିଅନ୍ତା ଜିଆରପି କନେଷ୍ଟବଳ ହତ୍ୟା ଘଟଣାର କ୍ରାଇମବ୍ରାଚ ତଦନୁ ନିର୍ଦ୍ଦେଶ   09-May-2026
  ଜିଲ୍ଲା  
ଲକ୍ଷ୍ମୀ ବସ ଚଳାଚଳ ରୁଟ ପରିବର୍ତ୍ତନ ପାଇଁ ଦାବି   09-May-2026
  ଜିଲ୍ଲା  
ବଲାଙ୍ଗିର: ସିଭିଲ କୋର୍ଟ ପରିସରରେ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ   09-May-2026
  ଜିଲ୍ଲା  
ସେଣ୍ଟସ୍ ଭେଲି ହାଇସ୍କୁଲ କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   09-May-2026
  ଜିଲ୍ଲା  
ପଞ୍ଚାୟତ ସମିତି ବୈଠକ ରେ ତରଭା କୁ ଉପ ଖଣ୍ଡ ମାନ୍ୟତା ଦାବି ଉଠିଲା   09-May-2026
  ଜିଲ୍ଲା  
ବଲାଙ୍ଗୀର : ଜୀବନ ସହ ଲଢ଼ୁଛନ୍ତି କୁଡ଼ସିଂହାର ଗୋପାଳ ସାହୁ   09-May-2026

You Might Also Like