-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||     

HOME   ଜିଲ୍ଲା

ଡାବୁଗାଁ ପଞ୍ଚାୟତରେ ଜଳ ଯୋଗାଣରେ ସମ୍ପୂର୍ଣ ଅବ୍ୟବସ୍ଥା "ପାଣି ଛାଡିବା ପାଈଁ ପଇସା ମାଗୁଛି ଦାୟିତ୍ୱରେ ଥିବା କର୍ମଚାରୀ

28-Apr-2024



ନବରଙ୍ଗପୁର (ମିହିର ଶଙ୍କର ପାତ୍ର)
ଡାବୁଗାଁ ପଞ୍ଚାୟତରେ ପାନୀୟ ଜଳ ଜଗାଣରେ ସମ୍ପୂର୍ଣ ଅବ୍ୟବସ୍ଥା ଦେଖିବାକୁ ମିଳିଛି।ଡାବୁଗାଁ ପଞ୍ଚାୟତ ରେ ଜଳ ଯୋଗାଣ ପ୍ରକଳ୍ପରେ କାର୍ଯ୍ୟରତ କର୍ମଚାରୀ ନିଜର ଡିଉଟି ଠିକ ଭାବରେ କରୁନାହାନ୍ତି  କାମରେ ସମ୍ପୂର୍ଣ୍ଣ ଅବହେଳା କରୁଛନ୍ତି । ଏବିଷୟରେ ବାରମ୍ବାର ପାତ୍ର ସହି, ବଜାରଦଣ୍ଡ, ଗୌଡ଼ ସହି,ରିବିନି ସହି ଏଵଂ ହରିଜନ ସାହିର ବାସିନ୍ଦା ମାନେ ଡାବୁଗାଁ ପଞ୍ଚାୟତ  କୁ ଯାଇ ଅଭିଯୋଗ କରିବା ପରେ ମଧ୍ୟ କୌଣସି ସମାଧାନ ହେଉନାହିଁ।ପାଣି ସଠିକ ସମୟରେ ନ ଛାଡିବା ବିଷୟରେ ଦାୟିତ୍ୱ ରେ ଥିବା କର୍ମଚାରୀକୁ ଜନ ସାଧାରଣ ପାଣି କାହିଁକି ଆସୁନି ବୋଲି କହିଲେ, ସେ କହୁଛି ମୋର ଦରମା କମ ମତେ ଯେଉଁ ସାହିରେ ପାଣି ଦରକାର ସେମାନେ ଚାନ୍ଦା କଲେକସେନ କରି ପଇସା ଦେଲେ ପାଣି ଛାଡ଼ିବି ନହେଲେ ନାହିଁ ବଳି ସିଧା ସଳଖ ଉତ୍ତର ଦେଉଛି।ଖାଲି ସେତିକି ନୁହଁ ମଝିରେ ମଝିରେ ମୋଟର ଖରାପ ହେଇଯାଇଛି କହି ବନାଇବାକୁ ନେବି କହି ନିରହ ଜନତାକୁ ଭୁଆଁ ବୁଲାଇ ପଇସା ଆଦାୟ କରୁଛି। ସାହି ରେ ଥିବା ନଳକୂପ ଗୁଡିକ ଖରପ ହେଲେ. ମଧ୍ୟ ମାସ ମାସ ଧରି ତିଆରି କରାଯାଉ ନାହିଁ ଏଵଂ ତିଆରି କରିବା ପାଈଁ ମଧ୍ୟ ସାହିରେ ଚାନ୍ଦା ଆଦାୟ କରୁଛି କିନ୍ତୁ ଦୁଃଖର ବିଷୟ ନଳକୂପ ମରାମତି ପାଈଁ ସରକାର ମାଗଣାରେ ସବୁ ଜିନିଷ ଯୋଗାଉ ଛନ୍ତି ଏଵଂ ଏ ବିଷୟରେ ନିରୀହ ଜନସାଧାରଣ ଜାଣିପାରୁ ନାହାନ୍ତି ଏହାର ଭରପୁର ଫାଇଦା ଉଠାଉଛି ଡାବୁଗାଁ ଦାୟିତ୍ୱରେ ଥିବା କର୍ମଚାରୀ ଜଣକ। ଯେହେତୁ ପଞ୍ଚାୟତ ଦାୟିତ୍ୱରେ ଥିବା ଅଧିକାରୀ ମାନେ ପାନୀୟ ଜଳ ସମସ୍ୟା ଉପରେ କଣସି ପଦକ୍ଷେପ ନେଉ ନାହାନ୍ତି ତେଣୁ ଏଥିପ୍ରତି ବ୍ଲକ ପ୍ରଶାସନ ଏଵଂ ଜିଲ୍ଲା ପ୍ରଶାସନ ସିଧାସଲାଖ ତଦନ୍ତ କରି  ଡାବୁଗାଁ ପଞ୍ଚାୟତର ଜଣେ ବ୍ୟକ୍ତିକୁ ଡାବୁଗାଁ ପଂଚାୟତ ଦାୟିତ୍ୱ ଦେଲେ ପାନୀୟ ଜଳ ସମସ୍ୟା ଦୂର ହେଵ ବୋଲି ଜନସାଧାରଣ ରେ ଚର୍ଚ୍ଚା ହେଉଛି।


News Comment




Photo in News

Advertisment
Lastest News
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026

You Might Also Like