-+91-9937148622 |

prerana_bgr@rediffmail.com |

  Sunday 10th May 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୋନପୁର ଥାନାରେ ଜୁଭେଣ୍ଟିକା ସଚେତନତା*   (10-May-2026)       ||      *ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କଳାକାର ଜୀଵନ ଅବହେଳିତ,ଭୁଲିଆ ସିକୂଆଁ ଗ୍ରାମର ପୂର୍ଣ୍ଣ ସିନ୍ଧୁର ଆଜିବି ଅନେକ ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କରୁଥିବା ବେଳେ ନାଁ ବାର୍ଦ୍ଧକ୍ୟ ଭତ୍ତା, ନାଁ ମିଳେ କଳାକାର ଭତ୍ତା*   (10-May-2026)       ||      *ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ- ୨୦୨୬ ରେ ୫୭୯୬ ଗୋଟି ମାମଲା ସମାଧାନ,*   (10-May-2026)       ||      *ଡାବୁଗାଁ ଥାନା IIC ରଘୁନାଥ ମାଝୀ ସସ୍‌ପେଣ୍ଡ୍‌*   (10-May-2026)       ||      ମୁଖ୍ୟମନ୍ତ୍ରୀ କ୍ଷୁବ୍ଧ, ପୁଲିସ ଡିଜିଙ୍କ ଉପରେ ବର୍ଷିଲେ: ବାଲିଅନ୍ତା ଜିଆରପି କନେଷ୍ଟବଳ ହତ୍ୟା ଘଟଣାର କ୍ରାଇମବ୍ରାଚ ତଦନୁ ନିର୍ଦ୍ଦେଶ   (09-May-2026)       ||      ଲକ୍ଷ୍ମୀ ବସ ଚଳାଚଳ ରୁଟ ପରିବର୍ତ୍ତନ ପାଇଁ ଦାବି   (09-May-2026)       ||      ବଲାଙ୍ଗିର: ସିଭିଲ କୋର୍ଟ ପରିସରରେ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ   (09-May-2026)       ||      ସେଣ୍ଟସ୍ ଭେଲି ହାଇସ୍କୁଲ କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   (09-May-2026)       ||      ପଞ୍ଚାୟତ ସମିତି ବୈଠକ ରେ ତରଭା କୁ ଉପ ଖଣ୍ଡ ମାନ୍ୟତା ଦାବି ଉଠିଲା   (09-May-2026)       ||      ବଲାଙ୍ଗୀର : ଜୀବନ ସହ ଲଢ଼ୁଛନ୍ତି କୁଡ଼ସିଂହାର ଗୋପାଳ ସାହୁ   (09-May-2026)       ||      ବଲାଙ୍ଗୀର ସିଭିଲ୍ କୋର୍ଟ ଠାରେ ମାଗଣା ସ୍ବାସ୍ଥ୍ୟ ଶିବିର    (09-May-2026)       ||      ଜଗତସିଂହପୁର ଥାନାରେ ଭର୍ଚୁଆଲ ଜରିଆରେ ଯୁଭେନ୍ଟିକା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-May-2026)       ||      ବିନା ୟୁନିଫର୍ମରେ ପିସିଆର୍‌ ମଧ୍ୟ ପିଟିଥିଲା   (09-May-2026)       ||      ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର    (09-May-2026)       ||      ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର    (09-May-2026)       ||      *ଜାମୁଗୁଡା ଠରେ ବିଶ୍ଵଶାନ୍ତି ମହାଯଜ୍ଞ ଏବଂ ଅଷ୍ଟମ ସାମ୍ବତ୍ସରିକ ନାମଯଜ୍ଞ ଅନୁଷ୍ଠିତ*   (09-May-2026)       ||      ଡ. ସଂଗୀତା ମିଶ୍ରଙ୍କୁ ଓଡିଶା ଗୌରବ ସମ୍ମାନ   (09-May-2026)       ||      ପିକେଏସ୍ ଫାଉଣ୍ଡେସନ୍ ର ବାର୍ଷିକୋତ୍ସବ♦️ ଡଃ. ମଞ୍ଜୁବାଳା ପଣ୍ଡା ଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ: ସମାଜରେ ଉଦାରବାଦୀ ଲୋକଙ୍କର ଆବଶ୍ୟକତା ରହିଛି- ଲିଙ୍ଗରାଜ    (09-May-2026)       ||      *ନବରଙ୍ଗପୁର ଜିଲ୍ଲାରେ କେନ୍ଦୁପତ୍ର ଦେଉଛି ଆଦିବାସୀ ଲୋକଙ୍କୁ ରୋଜଗାର*   (09-May-2026)       ||      ଲୋକ ମାଳ ମାଳ ମଦ ପ୍ରବଳ , ଜଗତସିଂହପୁର ଥାନା କବଜାରେ ପୁଣି ବଡ଼ ମଦ ବେପାରୀ    (09-May-2026)       ||     

HOME   ଜିଲ୍ଲା

ସମ୍ବଲପୁର ସୋନପୁର ରୋଡ ରେ ଦୁର୍ଘଟଣା - ସୋନପୁର ଅଗ୍ନିଶମ ବାହିନୀ ପହଞ୍ଚି ଟ୍ରଲର ଡ୍ରାଇଭର ର ଜୀବନ ବଞ୍ଚାଇଲେ

28-Apr-2024



ସୋନପୁର (ମନୋରଞ୍ଜନ ତ୍ରିପାଠୀ ) ସୋନପୁର ସମ୍ବଲପୁର ରୋଡ଼ ର ସିଂଢ଼ୋଲ୍ ଠାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଦୀର୍ଘ ଛଅ ଘଣ୍ଟା ପରେ ଉଦ୍ଧାର ହେଲେ ଟ୍ରଲର ଗାଡ଼ି ର ଡ୍ରାଇଭର l ଖବର ରୁ ପ୍ରକାଶ ଯେ ଗତ କାଲି ରାତି ୧୨ ଟା ରେ ସମ୍ବଲପୁର ରୁ କେସିଙ୍ଗା ଯାଉଥିବା ଏକ ଟ୍ରଲର ଗାଡ଼ି ସମାନ ଦିଗ ରୁ ଆସୁଥିବା ରୋଲର ବୋଝେଇ ୪୦୭ ଗାଡ଼ି ପଛ ପଟେ ଧକ୍କା ହେବାରୁ ଉଭୟ ଗାଡ଼ି ଚୂର୍ ମାର ହୋଇଥିବା ଜଣା ପଡିଛି l ୪୦୭ ପିକଅପ ଭ୍ୟାନ ହଠାତ୍ ବ୍ରେକ୍ ଦେବାରୁ ପଛ ପଟେ ଆସି ଟ୍ରଲର ଗାଡ଼ି ଟି ପିଟି ହୋଇଥବା ଜଣାପଡିଛି l ସୋନପୁର ଅଗ୍ନିଶମ ବାହିନୀର କର୍ମଚାରୀ ଘଟଣା ସ୍ଥଳ ରେ ପହଞ୍ଚି ଦୀର୍ଘ ଛଅ ଘଣ୍ଟା ଅକ୍ଳାନ୍ତ ପରିଶ୍ରମ କରି ରକ୍ତlତ୍ତ ହୋଇ ବିପଦ ଜନକ ଅବସ୍ଥା ରେ ଫସି ରହି ଥିବା ଟ୍ରଲର ଗାଡ଼ି ର ଡ୍ରାଇଭର କୁ ଉଦ୍ଧାର କରି ଥିଲେ l ଏବଂ ଏକ ନିଶ୍ଚିତ ମୃତ୍ୟୁ ରୁ ଡ୍ରାଇଭର ର ଜୀବନ ବଞ୍ଚାଇ ଥିଲେ ଅଗ୍ନିଶମ ବାହିନୀର ଏସ ଓ କବି ସେଠି ଓ ଉଜ୍ଜ୍ୱଳ ବେହେରା ଙ୍କ ନେତୃତ୍ଵ ରେ ଯାଇଥିବା ଉଦ୍ଧାରକାରୀ ଦଳ l


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୋନପୁର ଥାନାରେ ଜୁଭେଣ୍ଟିକା ସଚେତନତା*   10-May-2026
  ଜିଲ୍ଲା  
*ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କଳାକାର ଜୀଵନ ଅବହେଳିତ,ଭୁଲିଆ ସିକୂଆଁ ଗ୍ରାମର ପୂର୍ଣ୍ଣ ସିନ୍ଧୁର ଆଜିବି ଅନେକ ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କରୁଥିବା ବେଳେ ନାଁ ବାର୍ଦ୍ଧକ୍ୟ ଭତ୍ତା, ନାଁ ମିଳେ କଳାକାର ଭତ୍ତା*   10-May-2026
  ଜିଲ୍ଲା  
*ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ- ୨୦୨୬ ରେ ୫୭୯୬ ଗୋଟି ମାମଲା ସମାଧାନ,*   10-May-2026
  ଜିଲ୍ଲା  
*ଡାବୁଗାଁ ଥାନା IIC ରଘୁନାଥ ମାଝୀ ସସ୍‌ପେଣ୍ଡ୍‌*   10-May-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ କ୍ଷୁବ୍ଧ, ପୁଲିସ ଡିଜିଙ୍କ ଉପରେ ବର୍ଷିଲେ: ବାଲିଅନ୍ତା ଜିଆରପି କନେଷ୍ଟବଳ ହତ୍ୟା ଘଟଣାର କ୍ରାଇମବ୍ରାଚ ତଦନୁ ନିର୍ଦ୍ଦେଶ   09-May-2026
  ଜିଲ୍ଲା  
ଲକ୍ଷ୍ମୀ ବସ ଚଳାଚଳ ରୁଟ ପରିବର୍ତ୍ତନ ପାଇଁ ଦାବି   09-May-2026
  ଜିଲ୍ଲା  
ବଲାଙ୍ଗିର: ସିଭିଲ କୋର୍ଟ ପରିସରରେ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ   09-May-2026
  ଜିଲ୍ଲା  
ସେଣ୍ଟସ୍ ଭେଲି ହାଇସ୍କୁଲ କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   09-May-2026
  ଜିଲ୍ଲା  
ପଞ୍ଚାୟତ ସମିତି ବୈଠକ ରେ ତରଭା କୁ ଉପ ଖଣ୍ଡ ମାନ୍ୟତା ଦାବି ଉଠିଲା   09-May-2026
  ଜିଲ୍ଲା  
ବଲାଙ୍ଗୀର : ଜୀବନ ସହ ଲଢ଼ୁଛନ୍ତି କୁଡ଼ସିଂହାର ଗୋପାଳ ସାହୁ   09-May-2026
  ଜିଲ୍ଲା  
ବଲାଙ୍ଗୀର ସିଭିଲ୍ କୋର୍ଟ ଠାରେ ମାଗଣା ସ୍ବାସ୍ଥ୍ୟ ଶିବିର   09-May-2026
  ରାଜ୍ୟ  
ଜଗତସିଂହପୁର ଥାନାରେ ଭର୍ଚୁଆଲ ଜରିଆରେ ଯୁଭେନ୍ଟିକା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   09-May-2026

You Might Also Like