-+91-9937148622 |

prerana_bgr@rediffmail.com |

  Wednesday 2nd September 2026 |

| | | |

R.N.I. Regd No. ODIODI/2010/46693

Breaking News

*ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   (02-Sep-2026)       ||      ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବୃଦ୍ଧଙ୍କ ମୃତ୍ୟୁ   (02-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ : ସ୍ୱଭାବ କବିଙ୍କ କବିତା ସମ୍ଭାର ମାନବୀୟ ବାର୍ତ୍ତା ବହନ କରିଥାଏ ବୋଲି ଅତିଥି ଗଣ ଙ୍କ ଅଭିମତ   (02-Sep-2026)       ||       ଆଜି ଠାରୁ ଆରମ୍ଭ ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍....   (02-Sep-2026)       ||      ସଂଶୋଧିତ ଖଣି ଆଇନ ପ୍ରତିବାଦରେ ବାମପନ୍ଥୀ ଦଳ ମାନଙ୍କର ସାମ୍ବାଦିକ ସମ୍ମିଳନୀ   (02-Sep-2026)       ||      ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   (02-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   (02-Sep-2026)       ||      ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   (02-Sep-2026)       ||      ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   (02-Sep-2026)       ||      ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   (02-Sep-2026)       ||      ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   (02-Sep-2026)       ||      ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   (02-Sep-2026)       ||      ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   (01-Sep-2026)       ||      ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (01-Sep-2026)       ||      ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   (01-Sep-2026)       ||      ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   (01-Sep-2026)       ||      ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   (01-Sep-2026)       ||      ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   (01-Sep-2026)       ||      ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    (01-Sep-2026)       ||      ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   (01-Sep-2026)       ||     

HOME   ରାଜନୀତି

ଜିଲ୍ଲା ଯୁବ କଂଗ୍ରେସ ର ନୂତନ କର୍ମକର୍ତ୍ତା ନିଯୁକ୍ତ  ସାଧାରଣ ଜନତାଙ୍କ ସମସ୍ୟା କୁ ନେଇ ଳଢିବ ଯୁବ କଂଗ୍ରେସ - ପ୍ରେମ ମିଶ୍ର

25-Dec-2020



ବଲାଙ୍ଗିର,- ବଲାଙ୍ଗିର ଜିଲ୍ଲା ଯୁବ କଂଗ୍ରେସ ରେ ନୂତନ କର୍ମକର୍ତ୍ତା ନିଯୁକ୍ତି ହୋଇଯାଇଛି । ପୁର୍ବରୁ ଦଳ ତରଫରୁ ଜିଲ୍ଲା ଯୁବ କଂଗ୍ରେସ ସଭାପତି ରୂପେ ପ୍ରେମ ପ୍ରକାଶ ମିଶ୍ରଙ୍କୁ ଦାଇତ୍ୱ ଦିଆଯାଇଥିଲା । ଜିଲ୍ଲା ର ନୂତନ କର୍ମକର୍ତ୍ତା ନିଯୁକ୍ତି ପାଇଁ ସେ  ନୂତନ କର୍ମକର୍ତ୍ତାଙ୍କ ଏକ ଏକ ତାଲିକା ପ୍ରସ୍ତୁତ କରି ଅନୁମୋଦନ ପାଇଁ ପ୍ରଦେଶ ଯୁବ କଂଗ୍ରେସକୁ ପଠାଇଥିଲେ । । ତେବେ ଆଜି ପ୍ରଦେଶ ଯୁବ କଂଗ୍ରେସ ସଭାପତି ସ୍ମୃତି ରଞ୍ଜନ ଲେଙ୍କାଙ୍କ  ଅନୁମୋଦନ କ୍ରମେ  ବଲାଙ୍ଗିର ଜିଲ୍ଲା ଯୁବ କଂଗ୍ରେସରେ ବିଭିନ୍ନ ପଦ ନେଇ ଏକ ତାଲିକା ପ୍ରକାଶ ପାଇଛି । ଏହି ତାଲିକା ଅନୁସାରେ ଜିଲ୍ଲା ଯୁବ କଂଗ୍ରେସର ପ୍ରବକ୍ତା ଭାବେ ବ୍ୟାସଦେବ ନନ୍ଦ, ଉପ ସଭାପତି ଭାବେ ରଞ୍ଜିତା ପଟେଲ , ଯଶବନ୍ତି ବଘାର, ଅବିନାଶ ପ୍ରସାଦ ସାଏ, ଉତ୍ତମ ସୁନା ଓ ମୁନା ନନ୍ଦଙ୍କୁ ନିଯୁକ୍ତ କରାଯାଇଥିବା ବେଳେ ସାଧାରଣ ସଂପାଦକ ଭାବେ ସଂଜିବ କୁମାର ହୋତା, ଅନନ୍ତ ମଛଖଣ୍ଡ, ମହେଶ ରାଉତ, ପ୍ରକାଶ ସାହୁ, ନାସିର ଖାନ ଓ ଅଶ୍ୱିନୀ ରାଉତଙ୍କୁ ନୂତନ ଭାବେ ଦାଇତ୍ୱ ଦିଆଯାଇଛି । ସେହିପରି ରୋଶନ ମିଶ୍ର, ବ୍ରଜ କିଶୋର ମେରଲି, ଶିବାନନ୍ଦ ପାଣିଗ୍ରାହୀ, ଅନନ୍ତ ପ୍ରଧାନ, ବିଭୁ ପ୍ରସାଦ ଦାଶ, ବିବେକ ଜୈନଙ୍କୁ ସଂପାଦକ ଭାବେ ଦାଇତ୍ୱ ଦିଆଯାଇଛି । ଏହି ନୂତନ ନିଯୁକ୍ତି ଅଗାମୀ ଦିନରେ ଜିଲ୍ଲାରେ ଯୁବ କଂଗ୍ରେସକୁ ଶକ୍ତିଶାଳୀ କରିବା ସହ ଜିଲ୍ଲାରେ ହୁତ ହୁତ ହୋଇ ବଢିଚାଲିଥିବା ବେକାରି ସମସ୍ୟା ବିରୁଦ୍ଧରେ ଲଢେଇ କରିବା ସହ ଦୈନନ୍ଦିନ ଜିବନରେ ସାଧାରଣ ଜନତା ସମ୍ମୁଖୀନ ହେଉଥିବା ବିଭିନ୍ନ ସମସ୍ୟାକୁ ନେଇ ସଘଂର୍ଷ ଜାରି ରଖିବ ବୋଲି ଜିଲ୍ଲା ଯୁବ କଂଗ୍ରେସ ସଭାପତି ପ୍ରେମ ପ୍ରକାଶ ମିଶ୍ର କହିଛନ୍ତି । ନବ ନିଯୁକ୍ତ ଯୁବ କର୍ମକର୍ତ୍ତା ମାନେ ତାଙ୍କର ନୂତନ ନିଯୁକ୍ତି ପାଇଁ ବଲାଙ୍ଗିର ବିଧାୟକ ନରସିଂହ ମିଶ୍ର, ଏଆଇସିସି ସଦଶ୍ୟ ତଥା ପ୍ରଦେଶ କଂଗ୍ରେସ ର ବରିଷ୍ଠ ମୁଖପାତ୍ର ସମରେନ୍ଦ୍ର ମିଶ୍ର ଏବଂ ରାଜ୍ୟ ଯୁବ କଂଗ୍ରେସ ସଭାପତି ସ୍ମୃତି ଚରଣ ଲେଙ୍କାଙ୍କୁ ଧନ୍ୟବାଦ ଓ କୃତଜ୍ଞତା ଜଣାଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   02-Sep-2026
  ଜିଲ୍ଲା  
ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବୃଦ୍ଧଙ୍କ ମୃତ୍ୟୁ   02-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ : ସ୍ୱଭାବ କବିଙ୍କ କବିତା ସମ୍ଭାର ମାନବୀୟ ବାର୍ତ୍ତା ବହନ କରିଥାଏ ବୋଲି ଅତିଥି ଗଣ ଙ୍କ ଅଭିମତ   02-Sep-2026
  ଜିଲ୍ଲା  
 ଆଜି ଠାରୁ ଆରମ୍ଭ ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍....   02-Sep-2026
  ଜିଲ୍ଲା  
ସଂଶୋଧିତ ଖଣି ଆଇନ ପ୍ରତିବାଦରେ ବାମପନ୍ଥୀ ଦଳ ମାନଙ୍କର ସାମ୍ବାଦିକ ସମ୍ମିଳନୀ   02-Sep-2026
  ଜିଲ୍ଲା  
ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   02-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   02-Sep-2026
  ଜିଲ୍ଲା  
ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   02-Sep-2026
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   02-Sep-2026
  ଜିଲ୍ଲା  
ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   02-Sep-2026

You Might Also Like