-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||     

HOME   ଜିଲ୍ଲା

ଭାରତୀୟ ଯୋଗ ସଂସ୍ଥାନ ର ୫୮ ତମ ସ୍ଥାପନା ଦିବସ

29-Apr-2024



(ପ୍ରେରଣା ଖବର )
ଭାରତୀୟ ଯୋଗ ସଂସ୍ଥାନ ର ୫୮ତମ ସ୍ଥାପନା ଦିବସ ବଲାଙ୍ଗିର ର ସରକାରୀ ଟାଉନ ବାଳିକା ଉଚ୍ଚ ବିଦ୍ୟାଳୟ ପ୍ରାଙ୍ଗଣରେ ଆଜି ପାଳିତ ହୋଇଯାଇଛି । ୧୯୬୭ ମସିହା ଏପ୍ରିଲ ୧୦ ତାରିଖ ଦିନ ଜନ୍ମଲାଭ କରିଥିବା ଏହି ସଂସ୍ଥା ଆଜି ୪୦୦୦ ରୁ  ଅଧିକ ନିଃଶୁଳ୍କ ଯୋଗ ସାଧନା କେନ୍ଦ୍ର ମାଧ୍ୟମରେ ଦେଶ ତଥା ବିଦେଶରେ ଲକ୍ଷାଧିକ ଲୋକଙ୍କୁ ପ୍ରତିଦିନ ଯୋଗାଭ୍ଯାସ କରାଇ ଏକ ସୁସ୍ଥ ସମାଜ ଗଠନରେ ସହାୟକ ହୋଇଛି ।ଏହି ଅବସରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଓଡିଶା ପ୍ରାନ୍ତର ଉପପ୍ରଧାନ ଶ୍ରୀ ପ୍ରାଣବନ୍ଧୁ ବେହେରାଙ୍କ ସଭାପତିତ୍ଵ ରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଡାକ୍ତର୍ ସ୍ନେହଲତା ପ୍ରଧାନ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ଯୋଗ ଅଭ୍ୟାସ ଦ୍ୱାରା କିପରି ମଣିଷ ଏକ ନିରୋଗ ଜୀବନ ଯାପନ କରିପାରିବ ସେ ବିଷୟରେ ଉଲ୍ଲେଖ କରିଥିଲେ ।  ଶ୍ରୀ ପ୍ରାଣବନ୍ଧୁ ବେହେରା ତାଙ୍କ ଭାଷଣରେ ସଂସ୍ଥା ର ପରିଚୟ ସହିତ ଦୀର୍ଘ ୫୭ ବର୍ଷ ଧରି ସଂସ୍ଥାନ କିପରି ମାନବ ସମାଜର କଲ୍ଯାଣ ପାଇଁ ପ୍ରୟାସ ଜାରି ରଖିଛି ସେ ବିଷୟରେ ଉପସ୍ଥାପନ କରିଥିଲେ ।ସରକାରୀ ଟାଉନ ବାଳିକା ଉଚ୍ଚ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଶ୍ରୀ ନରେନ୍ଦ୍ର ମିଶ୍ର ଓ ସମ୍ବଲପୁର ଯୋଗ କେନ୍ଦ୍ରର କ୍ଷେତ୍ରମନ୍ତ୍ରୀ ଶ୍ରୀ ବିରେନ୍ଦ୍ର ମେହେର୍ ସମ୍ମାନିତ ଅତିଥି ଭାବେ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ 
ଏହି କାର୍ଯ୍ୟକ୍ରମରେ ଆସନ, ପ୍ରାଣାୟମ ଓ ଧ୍ଯାନ ର ଅଭ୍ୟାସକୁ ଶ୍ରୀମତୀ ଦୀପ୍ତିରାଣୀ ମହାନ୍ତି ପରିଚାଳନା କରିଥିଲେ । କାର୍ଯ୍ୟକ୍ରମ ପ୍ରାରମ୍ଭରେ ଓମ୍ ଧ୍ୱନି, ଗାୟତ୍ରୀ ମନ୍ତ୍ର, ସରସ୍ଵତୀ ବନ୍ଦନା ଏବଂ ଶେଷରେ ଶାନ୍ତିପାଠ ସାମୁହିକ ଭାବରେ ଗାନ କରାଯାଇଥିଲା । ଶ୍ରୀମତୀ ସଂସ୍କୃତି ପଟ୍ଟନାୟକ ସମସ୍ତଙ୍କୁ ଧନ୍ୟବାଦ୍ ଅର୍ପଣ କରିଥିଲେ । ଏହି କାର୍ଯ୍ୟକ୍ରମରେ ଶତାଧିକ ସାଧକ ସାଧିକା ଅଂଶ ଗ୍ରହଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026

You Might Also Like