-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||     

HOME   ଜିଲ୍ଲା

ଝାରସୁଗୁଡାରେ କେନ୍ଦ୍ରମନ୍ତ୍ରୀଙ୍କ ରୋଡ୍ ସୋ’

29-Apr-2024



(ସଂଜିବ ପାଣିଗ୍ରାହୀ )ଅଭୁତପୂର୍ବ ଜନସମୁଦ୍ର ପରିବର୍ତ୍ତନର ବଡ଼ ପରିଚୟ ଦେଉଛି - ଧର୍ମେନ୍ଦ୍ର ପ୍ରଧାନ*

• ଛତିଶଗଡ ମୁଖ୍ୟମନ୍ତ୍ରୀ ବିଷ୍ଣୁ ଦେଓ ସାଏଙ୍କ ସହ ବରଗଡ ସାଂସଦ ପ୍ରାର୍ଥୀ ପ୍ରଦୀପ ପୁରୋହିତ ଏବଂ ଝାରସୁଗୁଡ଼ା ବିଧାୟକ ପ୍ରାର୍ଥୀ ଟଙ୍କଧର ତ୍ରିପାଠୀଙ୍କ ସମର୍ଥନରେ କଲେ କେନ୍ଦ୍ରମନ୍ତ୍ରୀ 

• ଓଡ଼ିଶାରେ ମୋଦୀ ଲହର ବହୁଛି, ରାଜ୍ୟରେ ପରିବର୍ତ୍ତନ ଅବଶ୍ୟାମ୍ଭବୀ

• ସ୍ଥାନୀୟ ସରକାରର ଅଲୋକତାନ୍ତ୍ରିକ ପଦ୍ଧତି ଓ ଦୁର୍ନୀତି କାରଣରୁ ଓଡ଼ିଶାବାସୀଙ୍କ ମଧ୍ୟରେ ଅସନ୍ତୋଷ ଅଛି 

• ଓଡ଼ିଶାରେ ପ୍ରଧାନମନ୍ତ୍ରୀଙ୍କ ନେତୃତ୍ୱରେ ବଡ ପରିବର୍ତ୍ତନ ହେବାକୁ ଯାଉଛି

• ମୋଦୀ ଗ୍ୟାରେଣ୍ଟି ଅର୍ଥ ବିକାଶ, ଲୋକକଲ୍ୟାଣ ଓ ସମସ୍ତଙ୍କୁ ସମାନ ଅଧିକାର

• ଜନସାଧାରଣଙ୍କୁ ପଦ୍ମଫୁଲରେ ଭୋଟ ଦେଇ ଜୟଯୁକ୍ତ କରିବା ପାଇଁ କଲେ ନିବେଦନ

ଝାରସୁଗୁଡା, ଏପ୍ରିଲ ୨୮ – ଓଡ଼ିଶାରେ ମୋଦୀ ଲହର ବହୁଛି । ରାଜ୍ୟରେ ପରିବର୍ତ୍ତନ ଅବଶ୍ୟାମ୍ଭବୀ । ଆଜି ଝାରସୁଗୁଡା ରୋଡ ସୋ’ରେ ଜନସମୁଦ୍ର ସେ ଦିଗରେ ବଡ ପରିଚୟ ଦେଉଛି ବୋଲି ରବିବାର ସେଠାରେ ନିର୍ବାଚନ ପ୍ରଚାର କରିବା ଅବସରରେ କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।ଝାରସୁଗୁଡାରେ ଛତିଶଗଡ ମୁଖ୍ୟମନ୍ତ୍ରୀ ବିଷ୍ଣୁ ଦେଓ ସାଏଙ୍କ ସହ ବରଗଡ ସାଂସଦ ପ୍ରାର୍ଥୀ ପ୍ରଦୀପ ପୁରୋହିତ ଏବଂ ଝାରସୁଗୁଡ଼ା ବିଧାୟକ ପ୍ରାର୍ଥୀ ଟଙ୍କଧର ତ୍ରିପାଠୀଙ୍କ ସମର୍ଥନରେ ପ୍ରଚାର କରିଛନ୍ତି କେନ୍ଦ୍ରମନ୍ତ୍ରୀ ।  ଶ୍ରୀ ପ୍ରଧାନ କହିଛନ୍ତି ଯେ ରାଜ୍ୟରେ ଦୀର୍ଘ ୨୫ ବର୍ଷ ଗୋଟିଏ ସରକାର କ୍ଷମତାରେ ପରେ ମଧ୍ୟ ବିଶୁଦ୍ଧ ପାନୀୟ ଜଳ ନାହିଁ । କୃଷି, ଜଳଚେସନରେ ଅବ୍ୟବସ୍ଥା ଦେଖାଯାଇଛି । ଯୁବକଙ୍କ ପାଇଁ ରୋଜଗାର ନାହିଁ । ଶିକ୍ଷା ବ୍ୟବସ୍ଥା ଭୁଷୁଡି ପଡିଛି । କଂଗ୍ରେସ ସରକାର ଶେଷ ୧୦ ବର୍ଷରେ ୩ ଲକ୍ଷ କୋଟି ଟଙ୍କାର ଦାୟିତ୍ୱ ନେଇଥିବା ବେଳେ ମୋଦି ସରକାର ଏବେ ସୁଦ୍ଧା ଓଡ଼ିଶା ପ୍ରତି ୧୮ ଲକ୍ଷ କୋଟି ଟଙ୍କାର ଦାୟିତ୍ୱ ନେଇଛନ୍ତି। ସ୍ଥାନୀୟ ସରକାରର ଅଲୋକତାନ୍ତ୍ରିକ ପଦ୍ଧତି ଓ ଦୁର୍ନୀତି କାରଣରୁ ଓଡ଼ିଶାବାସୀଙ୍କ ମଧ୍ୟରେ ଅସନ୍ତୋଷ ଅଛି । ଓଡ଼ିଶାରେ ପ୍ରଧାନମନ୍ତ୍ରୀଙ୍କ ନେତୃତ୍ୱରେ ବଡ ପରିବର୍ତ୍ତନ ହେବାକୁ ଯାଉଛି ।  

ସେ କହିଛନ୍ତି ଯେ ମୋଦୀ ଗ୍ୟାରେଣ୍ଟି ଅର୍ଥ ବିକାଶ । ମୋଦୀ ଗ୍ୟାରେଣ୍ଟି ଅର୍ଥ ଲୋକକଲ୍ୟାଣ । ମୋଦୀ ଗ୍ୟାରେଣ୍ଟି ଅର୍ଥ ସମସ୍ତଙ୍କୁ ସମାନ ଅଧିକାର । ଏଥର ମୋଦୀଙ୍କୁ ଲୋକମାନେ ଭୋଟ ଦେଇ ତୃତୀୟ ଥର ପ୍ରଧାନମନ୍ତ୍ରୀ କରାଇବେ । ଏ ବିଶ୍ୱାସ ଆଜି ଲୋକମାନଙ୍କ ଭିତରେ ଆସିସାରିଛି । ଆଜି ଓଡ଼ିଶାସାରା ଲୋକମାନେ ଉତ୍ସାହରେ ଅଛନ୍ତି । ଏଥର ଦୁର୍ନୀତି ସରକାର ଯିବ ଏବଂ ବିଜେପି ସରକାର କ୍ଷମତାକୁ ଆସିବ ବୋଲି ଶ୍ରୀ ପ୍ରଧାନ କହିବା ସହ ଜନସାଧାରଣଙ୍କୁ ପଦ୍ମଫୁଲରେ ଭୋଟ ଦେଇ ଜୟଯୁକ୍ତ କରିବା ପାଇଁ ନିବେଦନ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026

You Might Also Like