-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

ନବରଙ୍ଗପୁର ମହାବିଦ୍ୟାଳୟରେ ଇଗ୍ନୋର ପ୍ରାରମ୍ଭ ପରାମର୍ଶ କାର୍ଯକ୍ରମ

29-Apr-2024



ନବରଙ୍ଗପୁର (ମିହିର ଶଙ୍କର ପାତ୍ର,)
ନବରଂଗପୁର ମହାବିଦ୍ୟାଳୟରେ ଇନ୍ଦିରା ଗାନ୍ଧୀ ଜାତୀୟ ମୁକ୍ତ ବିଶ୍ୱବଦ୍ୟାଳୟର ନବରଙ୍ଗପୁର ଶାଖା ତରଫରୁ ନୂତନ ଭାବେ ନାମ ଲେଖାଇ ଥିବା ଛାତ୍ରଛାତ୍ରୀମାନଙ୍କ ପାଇଁ "ପ୍ରାରମ୍ଭ ପରାମର୍ଶ" କାର୍ଯକ୍ରମ ରବିବାର ଦିନ ଅନୁଷ୍ଠିତ ହୋଇଯାଇଛି । ଏହି ଉତ୍ସବ ରେ ମୁଖ୍ୟ ଅତିଥି ଭାବରେ ମହାବିଦ୍ୟାଳୟର ଅଧ୍ୟକ୍ଷ ଡ଼. ଭାସ୍କର ନାଥ ବିଶ୍ଵାଳ ଯୋଗ ଦେଇ ଛାତ୍ରଛାତ୍ରୀମାନଙ୍କୁ ନୂତନ ଶିକ୍ଷା ବର୍ଷ ପାଇଁ ସ୍ୱାଗତ ଜଣାଇବା ସହ ସାରା ଭାରତ ବର୍ଷରେ ଦୂର - ନିରନ୍ତର ଶିକ୍ଷା କ୍ଷେତ୍ରରେ ଇନ୍ଦିରା ଗାନ୍ଧୀ ମୁକ୍ତ ବିଶ୍ୱବିଦ୍ୟାଳୟ ଗୁରୁତ୍ବପୂର୍ଣ୍ଣ ଭୂମିକା ନେଇଥିବା ସମ୍ପର୍କରେ ଅବଗତ କରାଇଥିଲେ । ସମ୍ମାନିତ ଅତିଥି ଭାବରେ ରସାୟନ ବିଜ୍ଞାନ ବିଭାଗ ମୁଖ୍ୟ ଡି. ଗୋବିନ୍ଦା ରାଓ ଯୋଗ ଦେଇ ଇଗ୍ନୋ ମାଧ୍ୟମରେ ଶିକ୍ଷା ଗ୍ରହଣ କରି କିପରି ସଫଳ କ୍ୟାରିଅର କରିହେବ ସେ ବିଷୟରେ ଛାତ୍ରଛାତ୍ରୀମାନଙ୍କୁ ଜଣାଇଥିଲେ । ଇନ୍ଦିରା ଗାନ୍ଧୀ ଜାତୀୟ ମୁକ୍ତ ବିଶ୍ୱବିଦ୍ୟାଳୟର ନବରଙ୍ଗପୁର ଶାଖା ସଂଯୋଜିକା ଶ୍ରୀମତୀ ସଂଗୀତା ତ୍ରିପାଠୀ କାର୍ଯ୍ୟକ୍ରମକୁ ପରିଚାଳନା କରିବା ସହ ଛାତ୍ରଛାତ୍ରୀମାନଙ୍କର ବିଭିନ୍ନ ପାଠ୍ୟକ୍ରମ ଚୟନ ଏବଂ ପଞ୍ଜୀକରଣ ପ୍ରକ୍ରିୟା,ଉପଲବ୍ଧ ହେଉଥିବା ଲାଇବ୍ରେରୀ ସୁବିଧା ଆଦି ବିଷୟରେ ପରାମର୍ଶ ଦେଇଥିଲେ । ପରିଶେଷରେ ନବରଙ୍ଗପୁର ଇଗ୍ନୋ ଶାଖା ସହଯୋଗୀ ନିରଂଜନ ତ୍ରିପାଠୀ ଉପସ୍ଥିତ ଥିବା ସମସ୍ତ ଅତିଥି ଓ ଛାତ୍ରଛାତ୍ରୀମାନଙ୍କୁ ଧନ୍ୟବାଦ୍ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like