-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ରାଜନୀତି

ଭାଜପା ସାଂସଦ ପ୍ରାର୍ଥୀ ସଂଗୀତା,ବିଧାୟକ ପ୍ରାର୍ଥୀ ଗୋପାଳଜୀ ଓ ମୁକେଶଙ୍କ ନାମାଙ୍କନପତ୍ର ଦାଖଲ

29-Apr-2024



ବଲାଙ୍ଗୀର(ପ୍ରେରଣା ଖବର ): ଆଜି ବଲାଙ୍ଗୀର ଭାଜପା ଲୋକସଭା ପ୍ରାର୍ଥିନୀ ସଂଗୀତା କୁମାରୀ ସିଂଦେଓ, ଲୋଇସିଂହା ବିଧାୟକ ପ୍ରାଥୀ ଡ.ମୁକେଶ ମହାଲିଙ୍ଗ ଓ ବଲାଙ୍ଗୀର ସଦର ବିଧାୟକ ପ୍ରାର୍ଥୀ ଗୋପାଳଜୀ ପାଣିଗ୍ରାହୀ ଆଜି ୨୦୨୪ ନିର୍ବାଚନ ପାଇଁ ନାମାଙ୍କନପତ୍ର ଦାଖଲ କରିଛନ୍ତି । ସାଂସଦ ପଦ ପାଇଁ ସଂଗୀତା କୁମାରୀ ସିଂଦେଓ ବଲାଙ୍ଗୀର ଜିଲ୍ଲାପାଳ

ଗୌରବ ଶିବାଜୀ ଇସଲୱାରଙ୍କ ପାଖରେ ନାମାଙ୍କନ ଦାଖଲ କରିଛନ୍ତି। ସେହିପରି ଲୋଇସିଂହା ବିଧାୟକ ପ୍ରାର୍ଥି ଡ.ମୁକେଶ ମହାଲିଙ୍ଗ ସେହି ନିର୍ବାଚନମଣ୍ଡଳିର ରିଟର୍ଣ୍ଣୀଂ ଅଫିସର ଥିବା ଅତିରିକ୍ତ ଜିଲ୍ଲାପାଳ(ପ୍ରଶାସନ)ଡ.ବିଜୟକୁମାର ସେଠୀଙ୍କ ପାଖରେ ନାମାଙ୍କନ ଦାଖଲ କରିଥିବା ବେଳେ ବଲାଙ୍ଗୀରେ ସଦର ଆସନ ପାଇଁ ଭାଜପାର ଗୋପାଳଜୀ ପାଣିଗ୍ରାହୀ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟଠାରେ ନାମାଙ୍କନ ଦାଖଲ କରିଛନ୍ତି । ଏହି ନାମାଙ୍କନ ପାଇଁ ଭାଜପା ଦଳ ପକ୍ଷରୁ ବଲାଙ୍ଗୀର ସହରରେ ଏକ ବିଶାଳରାଲି କରାଯାଇଥିଲା । ସ୍ଥାନୀୟ ପୁରୁଣା ଘରୋଇ ବସଷ୍ଟାଣ୍ଡ କାର୍ଯ୍ୟାଳୟଠାରୁ ଏହି ଶୋଭାଯାତ୍ରା ବାହାରି ବଲାଙ୍ଗୀର ସହରରରୁ ଗୁଡି ପଡା ଛକ, ପିପି ଏକାଡେମୀ, ବିକ୍ରମଛକ, ଦୈନିକ ବଜାର ଦେଇ ସମଲେଶ୍ୱରୀ ମନ୍ଦିର, ପାଟଣେଶ୍ୱରୀ ମନ୍ଦିର ପାଟଣା ଛକ ଦେଇ ପରିକ୍ରମା କରି ଜିଲ୍ଲାପାଳ କାର୍ଯ୍ୟାଳୟରେ ପହଞ୍ଚିଥିଲା । ହଜାର ହଜାର ସଂଖ୍ୟାରେ ଦଳୀୟ କର୍ମକର୍ତ୍ତା ଏହି ଶୋଭାଯାତ୍ରାରେ ସାମିଲ ହୋଇଥିଲେ ।ସଂଗୀତା କୁମାରୀ ସିଂଦେଓଙ୍କ ସହିତ ତାଙ୍କ ସ୍ୱାମୀ ପୂର୍ବତନମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ, ସଂଗୀତାଙ୍କ ଝିଅ ନିଭୃିତିକୁମାରୀ ସିଂଦେଓ ମେୱାର, ଶିବଦତ୍ତ ମିଶ୍ର,ବିଜେପିର ପ୍ରଦୀପ ବଂଶଲ,ଦୀନେଶ ଶର୍ମା ପ୍ରମୁଖ ତାଙ୍କ ସହିତ ରହିଥିଲେ । ସେହିପରି ମୁକେଶ ମହାଲିଙ୍ଗ

ଲୋଇସିଂହାର ନେତା ଓ କର୍ମୀଙ୍କୁ ଧରି ସ୍ଥାନୀୟ ମହାଦେବ ମନ୍ଦିରଠାରୁ ଏହି ଶୋଭାଯାତ୍ରାରେ ସାମିଲ ହୋଇ ଜିଲ୍ଲାପାଳ କାର୍ଯ୍ୟାଳୟ ପର୍ଯ୍ୟନ୍ତ ପହଞ୍ଚିଥିଲେ । ହଜାର ହଜାର ସମର୍ଥକଙ୍କ ସହିତ ସେ ଅତିରିକ୍ତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ନାମାଙ୍କନ ଦାଖଲ କରିଥିଲେ । ଠିକ ସେହିପରି ଗୋପାଳଜୀ ପାଣିଗ୍ରାହୀ ମଧ୍ୟ ପ୍ରଥମେ ସାଂସଦ ପ୍ରାର୍ଥୀଙ୍କ ସାଙ୍ଗରେ ଶୋଭାଯାତ୍ରା କରି ପରେ ଉପଜିଲ୍ଲାପାଳ କାର୍ଯ୍ୟାଳୟକୁ ନିଜ ସମର୍ଥକଙ୍କ ସହ ଯାଇ ନାମାଙ୍କନପତ୍ର ଦାଖଲ କରିଥିଲେ । ସାରା ଦେଶରେ ମୋଦୀ ଲହର ଚାଲିଛି । ମୋଦୀଙ୍କ ହାତରେ ରାଷ୍ଟ୍ର ସୁରକ୍ଷିତ ଅଛି ଓ ମୋଦୀଜୀଙ୍କୁ ବିକାଶଧାରାକୁ ନେଇ ଆମେ ଚଳିତ ନିର୍ବାଚନରେ ଲୋକଙ୍କ ପାଖକୁ ପହଞ୍ଚିବୁ ବୋଲି ସାଂସଦ ପ୍ରାର୍ଥୀ ସଂଗୀତା କୁମାରୀ ସିଂଦେଓ ଗଣମାଧ୍ୟମକୁ କହିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like