-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

ଆପତ୍ତି ଅଭଯୋଗ ପାଇଁ ମୋବାଇଲ ନମ୍ବର ଜାରି କଲେ ଖର୍ଚ୍ଚ ପର୍ଯ୍ୟବେକ୍ଷକ:-

29-Apr-2024



ସୁବର୍ଣ୍ଣପୁର,( ମନୋରଞ୍ଜନ ତ୍ରିପାଠୀ ) ଆସନ୍ତା ମଇ ୨୦ ତାରିଖରେ ସୁବର୍ଣ୍ଣପୁର ଜିଲ୍ଲାରେ ଦ୍ଵିତୀୟ ପର୍ଯ୍ୟାୟରେ ମତଦାନ ହେବ । ଏହି ପରିପେକ୍ଷୀରେ ନିର୍ବାଚନକୁ ଅବାଧ , ନିରପେକ୍ଷ ଓ ଶାନ୍ତି ଶୃଙ୍ଖଳାର ସହ ପରିଚାଳନା ପାଇଁ ଜିଲ୍ଲା ପ୍ରଶାସନ ତରଫରୁ ସମସ୍ତ ବ୍ୟବସ୍ଥା କରାଯାଇଛି । ଭାରତୀୟ ନିର୍ବାଚନ କମିଶନଙ୍କ ତରଫରୁ ୧୦ -ବଲାଙ୍ଗିର ସଂସଦୀୟ କ୍ଷେତ୍ରର ସୁବର୍ଣ୍ଣପୁର ଜିଲ୍ଲାର ସଂସଦୀୟ କ୍ଷେତ୍ର ପର୍ଯ୍ୟବେକ୍ଷକ ରୂପେ ବାୱକର ସ୍ୱପ୍ନିଳ ଶରଦ (ଆଇଆରଏସ), ଓ ଜିଲ୍ଲା ଅନ୍ତର୍ଗତ ୬୪ - ବୀରମହାରାଜପୁର ବିଧାନସଭା ନିର୍ବାଚନ ମଣ୍ଡଳୀ ଓ ୬୫- ସୋନପୁର  ନିର୍ବାଚନ ମଣ୍ଡଳୀ ନିମନ୍ତେ ପ୍ରମୋଦ ପି ଶାହକର (ଆଇଆରଏସ) ନିର୍ବାଚନ ଖର୍ଚ୍ଚ ତଦାରଖ କରିବାକୁ ଜିଲ୍ଲାରେ ଆସି ପହଞ୍ଚିଛନ୍ତି। ଖର୍ଚ୍ଚ ପର୍ଯ୍ୟବେକ୍ଷକ ପ୍ରମୁଖ ସ୍ଥାନୀୟ ସର୍କିଟ ହାଉସ ଠାରେ ଅବସ୍ଥାନ କରୁଥିବା ବେଳେ ଜିଲ୍ଲାରେ ମୁକ୍ତ ଓ ଅବାଧ ନିର୍ବାଚନ ପାଇଁ ଖର୍ଚ୍ଚ ପର୍ଯ୍ୟବେକ୍ଷକ ପ୍ରମୁଖ ଜନସାଧାରଣ ଙ୍କ ବିଭିନ୍ନ ଆପତ୍ତି ଅଭିଯୋଗ ନିମନ୍ତେ  ମୋବାଇଲ ନମ୍ବର ଜାରି କରିଛନ୍ତି । ବୀରମହାରାଜପୁର ଓ ସୋନପୁର ବିଧାନସଭା ନିର୍ବାଚନ ମଣ୍ଡଳୀ ନିମନ୍ତେ କୌଣସି ଅଭିଯୋଗ  ପାଇଁ ଖର୍ଚ୍ଚ ପର୍ଯ୍ୟବେକ୍ଷକ ପ୍ରମୋଦ ପି ଶାହକର ଙ୍କୁ ମୋବାଇଲ ନମ୍ବର  ୮୨୮୦୮୬୮୯୫୧ ରେ ଏବଂ ସୁବର୍ଣ୍ଣପୁର ଜିଲ୍ଲା ଅନ୍ତର୍ଗତ ବଲାଙ୍ଗିର ଲୋକସଭା ସାଂସଦ କ୍ଷେତ୍ର ନିମନ୍ତେ ଖର୍ଚ୍ଚ ପର୍ଯ୍ୟବେକ୍ଷକ ବାୱକର ସ୍ୱପ୍ନିଳ ଶରଦ ଙ୍କୁ  ମୋବାଇଲ ନମ୍ବର ୯୪୩୭୧୦୩୪୧୮ ରେ ଫୋନ ମାଧ୍ୟମରେ ନିର୍ବାଚନୀ ଖର୍ଚ୍ଚ ବାବଦରେ କୌଣସି ଅଭିଯୋଗ  ସିଧାସଳଖ  ଜଣେଇ ପାରିବେ । ନିର୍ବାଚନ ଶେଷ ଯାଏଁ ଏହି ନମ୍ବର ଉପଲବ୍ଧ ରହିବ । ଜନସାଧାରଣ ଏହାର ଉଚିତ ବିନିଯୋଗ କରିବାକୁ ଅନୁରୋଧ କରାଯାଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like