-+91-9937148622 |
prerana_bgr@rediffmail.com |
Saturday 20th June 2026 |
R.N.I. Regd No. ODIODI/2010/46693
Breaking News
25-Dec-2020
ଭୁବନେଶ୍ବର, (ପ୍ରେରଣା ଖବର) - ବିଜେଡିର ନୂଆ ମିଡିଆ ଟିମ୍ରେ ୧୪ ଜଣ ପ୍ୟାନେଲିଷ୍ଟ। ପ୍ରସନ୍ନ ଆଚାର୍ଯ୍ୟ, ପିନାକୀ ମିଶ୍ର, ଅଚ୍ୟୁତ ସାମନ୍ତ, ଅମର ପଟ୍ଟନାୟକ, ସସ୍ମିତ ପାତ୍ର ଓ ଶର୍ମିଷ୍ଠା ସେଠୀ ଜାତୀୟ ମୁଖପାତ୍ର ପ୍ରତାପ କେଶରୀ ଦେବ, ଚନ୍ଦ୍ରଶେଖର ସାହୁ, ରମେଶଚନ୍ଦ୍ର ମାଝୀ, ସ୍ନେହାଙ୍ଗିନୀ ଛୁରିଆ, ବ୍ୟୋମକେଶ ରାୟ, ରାସେଶ୍ବରୀ ପାଣିଗ୍ରାହୀ, କସ୍ତୁରୀ ମହାପାତ୍ର, ଅନୁଭବ ପଟ୍ଟନାୟକ
*ଲୋପାମୁଦ୍ରା ବକ୍ସିପାତ୍ର, ଲେନିନ୍ ମହାନ୍ତି, ସଞ୍ଜୟ ବାବୁ, ସୁଲତା ଦେଓ ମୁଖପାତ୍ର*. ଶ୍ରୀମୟୀ ମିଶ୍ର, ଚିନ୍ମୟ ସାହୁ, ଏଲିନା ଦାସ ଓ ହରିଶ ଚୌଧୁରୀ ବିଜେଡ଼ି ମୁଖପାତ୍ର ନିଯୁକ୍ତ*