-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ଜିଲ୍ଲା

ଦିନ ମଜୁରିଆଙ୍କ ପାଇଁ ଜଳଛତ୍ର 

30-Apr-2024



ପୁରୀ /ଗୁଡ଼ିଆପୋଖରୀ(ମଧୁସ୍ମିତା ତ୍ରିପାଠୀ ):  ଗ୍ରୀଷ୍ମ ପ୍ରବାହ ର ଦ୍ଵିତୀୟ ପ୍ରଯ୍ୟାୟ ରେ ତାତି ର ପରିମାଣ ୪୫° ଟପିଲାଣି | ରାସ୍ତା ଘାଟ ରେ ଛାଇ ଟିକେ ପାଇଁ ଲୋକେ କଲବଲ | ଘରୁ ବାହାରିବା ଜୀବନପ୍ରତି ବିପଦ | ପରନ୍ତୁ ଦିନ ମଜୁରିଆ ମାନେ ଯଦି କାମ ନକରିବେ ତେବେ ସେମାନଙ୍କ ପରିବାର ପ୍ରତିପୋଷଣ କରିବା ମୁସ୍କିଲ ହୋଇଯିବ ଏଣୁ ଅନେକ ଦିନ ମଜୁରିଆ ଏହି ଢୁ ଢୁ ଖରାରେ ଅକ୍ଲାନ୍ତ ପରିଶ୍ରମ କରୁଛନ୍ତି | ପାଣି ଟୋପେ ସେମାନଙ୍କୁ ଦେବ କିଏ ? ଏପରି ଏକ ମହତ ଉଦ୍ଦେଶ୍ୟ ନେଇ ପିପିଲି ଲକ୍ଷ୍ମୀନାରାୟଣପୁର ଗ୍ରାମର ଜଣେ ଯୁବକ ଗ୍ରାମ ଆଖ ପାଖରେ ଥିବା ଇଟାଭାଟି, ବିଲ, ତଥା ରାସ୍ତା ର କୌଣସି ଏକ ଗଛ ମୂଳରେ ବସି ଜଳଛତ୍ର ଦେଉଛନ୍ତି | ମୁଖ୍ୟ ଉଦେଶ୍ୟ ପରିଶ୍ରମୀ ଶ୍ରମିକ ମାନଙ୍କୁ ଜଳ ଯୋଗାଇବା | ଖାଲି ଗୋଟିଏ ସ୍ଥାନରେ ନୁହେଁ ପ୍ରତ୍ୟେକ ଦିନ ଏପରି ଦିନ ମଜୁରିଆ ଭାବରେ କାମ କରୁଥିବା ସ୍ଥାନରେ ଜଳଛତ୍ର ନେଇ ପହଂଚିଯାଉଛନ୍ତି ଯୁବକ |ତାଙ୍କୁ ଏଥିରେ ଅନ୍ୟ ଯୁବକ ମାନେ ମଧ୍ୟ ସହଯୋଗ କରୁଛନ୍ତି |ତା ସହ ରାସ୍ତାରେ ଯାତାୟାତ କରୁଥିବା ଲୋକମାନେ ମଧ୍ୟ ଉପକୃତ ହେଉଛନ୍ତି |ଯେଉଁ ସ୍ଥାନରେ ଦିନମଜୁରିଆ ଭାବରେ ଶ୍ରମିକ କାମ କରୁଛନ୍ତି ତାହା ଗ୍ରାମ ଠୁ ଅନେକ ଦୂରରେ ଏବଂ ସେଠି ପାଣି ପାଇବା ଅସମ୍ଭବ ସେଥିପାଇଁ ପାଣି ନିମନ୍ତେ ଶ୍ରମିକ ମାନେ ଚାଲି ଚାଲି କିଛି ଦୂର ଯାନ୍ତି ପାଣି ଆଣିବାକୁ ତେଣୁ ଏହି ସବୁ ସ୍ଥାନରେ ଜଳ ଯୋଗାଇବାକୁ ଆସୁଛି ବୋଲି କହିଛନ୍ତି ଯୁବକ ଜଣକ |


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like