-+91-9937148622 |

prerana_bgr@rediffmail.com |

  Thursday 7th May 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱର୍ଗତ ଲଳିତ କୁମାର ନାୟକଙ୍କ ସ୍ମୃତିରେ ପ୍ରତିମୂର୍ତ୍ତି ଓ ଛକ ନାମକରଣ ପାଇଁ ଏକତ୍ରିତ ହେଲେ ଲଳିତ ପ୍ରେମୀ    (07-May-2026)       ||      ନାବାଳକ ନିଖୋଜକୁ ୯ଦିନ ୫୦ ହଜାର ପୁରସ୍କାର ଘୋଷଣା କଲା ପୁଲିସ   (07-May-2026)       ||      ବଲାଙ୍ଗିର ସହରରେ ପିଇବା ପାଣି ସମସ୍ୟାକୁ ନେଇ ପ୍ରତିବାଦ   (07-May-2026)       ||      *ଅତିରିକ୍ତ ଜିଲ୍ଲାପାଳ ଭାବେ ଦାୟିତ୍ୱ ଗ୍ରହଣ*   (07-May-2026)       ||      ଅଷ୍ଟପ୍ରହରୀ ନାମଯଜ୍ଞ ପାଇଁ ମହିଳାଙ୍କ ବିରାଟ କଳସ ଶୋଭାଯାତ୍ରା    (07-May-2026)       ||      ସ୍ବର୍ଗତ ଘେନୁରାମ ନିଆଲ ଓ ସ୍ବର୍ଗୀୟା କୌଶଲ୍ୟା ନିଆଲଙ୍କ ଗଙ୍ଗାଶ୍ରାଦ୍ଧ ଉପଲକ୍ଷେ ସ୍ମୃତି ଶ୍ରଦ୍ଧାଞ୍ଜଳି ସଭା   (07-May-2026)       ||      କଶୀସ ଅଗ୍ରୱାଲ ନାଁ ରଖିଲେ ଇଣ୍ଡିଆ ବୁକ ଅଫ ରେକର୍ଡ ରେ ବୟସ ଦୁଇ ବର୍ଷ ନଅ ମାସ   (07-May-2026)       ||      ସୁନ୍ଦରଗଡ଼ରେ ରାସ୍ତା ସମସ୍ୟା, ଗ୍ରାମବାସୀ ଅସୁବିଧାରେ   (07-May-2026)       ||      ଶିକ୍ଷା ସହିତ ପ୍ରତିଭା ବିକାଶ ଶିଶୁ ମାନଙ୍କୁ ସଂସ୍କାରିତ କରେ    (07-May-2026)       ||      କୁରସୁଡରେ ଜନ ଆକ୍ରୋଶ ମହିଳା ପଦଯାତ୍ରା ଅନୁଷ୍ଠିତ   (06-May-2026)       ||      ବନ ବିଭାଗ ଚଢ଼ଉ ବଦଳରେ ଚୁପ୍ ରହିବା ନେଇ ସନ୍ଦେହ   (06-May-2026)       ||      *ଉଲୁଣ୍ଡା ଅଞ୍ଚଳ ରେ ଗଞ୍ଜେଇ ଓ ମଦ ଜବତ*-   (06-May-2026)       ||      ପାର୍ବତୀଗିରି ମହିଳା କଲେଜ, ବରଗଡ଼ରେ ସୁସଂଗଠିତ ପୂର୍ବ ଛାତ୍ରୀ ତଥ୍ୟଭଣ୍ଡାର ଆରମ୍ଭ   (06-May-2026)       ||      ଅଟୋ ଧକ୍କାରେ ମୋଟରସାଇକେଲ ଚାଳକ ମୃତ   (06-May-2026)       ||      ଖରିଫ ବିପଣନ ବର୍ଷ ୨୦୨୫-୨୬ ରେ ରବି ଧାନ ସଂଗ୍ରହ ପାଇଁ ବଲାଙ୍ଗୀର ଜିଲ୍ଲାସ୍ତରୀୟ ଧାନ ସଂଗ୍ରହ କମିଟିର ବୈଠକ   (06-May-2026)       ||      ବିଧାୟିକା ସୋଫିଆଙ୍କ ଜନସମ୍ପର୍କ ପଦଯାତ୍ରା   (06-May-2026)       ||      ବରିଷ୍ଠ ସମାଜ ସେବୀ ଦେବାର୍ଚ୍ଚନ ପଧାନ ଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ   (06-May-2026)       ||      *ସୋନପୁର ପୌର ପରିଷଦ ଉନ୍ନୟନ ମୂଳକ କାର୍ଯ୍ୟ ର ସମୀକ୍ଷା କଲେ ଯୋଜନା ବୋର୍ଡ ଅଧ୍ୟକ୍ଷ*-   (05-May-2026)       ||      ନବରଙ୍ଗପୁର ଜିଲ୍ଲାରେ ରେ ତେଲ ଅଭାବ, ପେଟ୍ରୋଲ ପମ୍ପ ଆଗରେ ଲୋକଙ୍କ ଭିଡ଼   (05-May-2026)       ||      ବିଜେପି ନେତା ଚିତ୍ତରଞ୍ଜନ ଦାସଙ୍କୁ ହତ୍ୟା ଧମକ   (05-May-2026)       ||     

HOME   ଜିଲ୍ଲା

କଂଗ୍ରେସ ରୁ ପ୍ରାର୍ଥୀ ପତ୍ର ଦାଖଲ କଲେ ସନ୍ତୋଷ ସିଂ ସଲୁଜା

30-Apr-2024



ସିନ୍ଧେକେଲା(ଦୀନେଶ ଜୈନ ): - ଆଜି କଂଗ୍ରେସ ଦଳର କଣ୍ଟାବାଞ୍ଜି ବିଧାୟକ ପ୍ରାର୍ଥୀ ଶ୍ରୀ ସନ୍ତୋଷ ସିଂ ସାଲୁଜା ଟିଟିଲାଗଡ଼ ଠାରେ ଏକ ବିଶାଳ ଶୋଭାଯାତ୍ରା ସହ ଟିଟିଲାଗଡ଼ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ କଣ୍ଟାବାଞ୍ଜି ରିଟର୍ନିଙ୍ଗ ଅଧିକାରୀ ବଲାଙ୍ଗୀର ଅତିରିକ୍ତ ଜିଲ୍ଲାପାଳ ପବିତ୍ର ବେହେରାଙ୍କ ଠାରେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି l ତାଙ୍କ ସହ କଣ୍ଟାବାଞ୍ଜି ଏନଏସି ଅଧ୍ୟକ୍ଷ ବରିୟାମ ସିଂ ସାଲୁଜା, ବଙ୍ଗୋମୁଣ୍ଡା

ବ୍ଲକ ଅଧ୍ୟକ୍ଷା ରଞ୍ଜୁବାଳା ବେହେରା, ଉପାଧ୍ୟକ୍ଷ କେଶବ ନାରାୟଣ ଜୈନ, ତୁରକେଲା ବ୍ଲକ ଅଧ୍ୟକ୍ଷା ପୂଜା ବେହେରା,

ଜିଲ୍ଲା ପରିଷଦ ସଭ୍ୟ ଗୋପୀନାଥ ପାଣିଗ୍ରାହୀ, କୌଶିକ ମେହେର, ବଙ୍ଗୋମୁଣ୍ଡା ଜିଲ୍ଲା ପରିଷଦ ସଦସ୍ୟ ଓମପ୍ରକାଶ କୁମ୍ଭାର, ଦଳର ରାଜ୍ୟ ଯୁବ ସମ୍ପାଦକ ସେଜି ସିଂ, ସିନ୍ଧେକେଲା ସମିତି ସଭ୍ୟ ଭୋଳାନାଥ ବେହେରା ପ୍ରମୁଖ ଶୋଭାଯାତ୍ରାରେ ଉପସ୍ଥିତ ଥିଲେ l କଣ୍ଟାବାଞ୍ଜି ଜିଲ୍ଲା,ବଙ୍ଗୋମୁଣ୍ଡା ଏନଏସି ସିନ୍ଧେକେଲା ବ୍ଲକ ମାନ୍ୟତା ଏବଂ ଦାଦନ ସମସ୍ୟା ସେ ମୁଖ୍ୟ ପ୍ରସଙ୍ଗ କରିବେ ବୋଲି ଶ୍ରୀ ସାଲୁଜା କହିଥିଲେ l .


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱର୍ଗତ ଲଳିତ କୁମାର ନାୟକଙ୍କ ସ୍ମୃତିରେ ପ୍ରତିମୂର୍ତ୍ତି ଓ ଛକ ନାମକରଣ ପାଇଁ ଏକତ୍ରିତ ହେଲେ ଲଳିତ ପ୍ରେମୀ   07-May-2026
  ଜିଲ୍ଲା  
ନାବାଳକ ନିଖୋଜକୁ ୯ଦିନ ୫୦ ହଜାର ପୁରସ୍କାର ଘୋଷଣା କଲା ପୁଲିସ   07-May-2026
  ଜିଲ୍ଲା  
ବଲାଙ୍ଗିର ସହରରେ ପିଇବା ପାଣି ସମସ୍ୟାକୁ ନେଇ ପ୍ରତିବାଦ   07-May-2026
  ଜିଲ୍ଲା  
*ଅତିରିକ୍ତ ଜିଲ୍ଲାପାଳ ଭାବେ ଦାୟିତ୍ୱ ଗ୍ରହଣ*   07-May-2026
  ଜିଲ୍ଲା  
ଅଷ୍ଟପ୍ରହରୀ ନାମଯଜ୍ଞ ପାଇଁ ମହିଳାଙ୍କ ବିରାଟ କଳସ ଶୋଭାଯାତ୍ରା   07-May-2026
  ଜିଲ୍ଲା  
ସ୍ବର୍ଗତ ଘେନୁରାମ ନିଆଲ ଓ ସ୍ବର୍ଗୀୟା କୌଶଲ୍ୟା ନିଆଲଙ୍କ ଗଙ୍ଗାଶ୍ରାଦ୍ଧ ଉପଲକ୍ଷେ ସ୍ମୃତି ଶ୍ରଦ୍ଧାଞ୍ଜଳି ସଭା   07-May-2026
  ଜିଲ୍ଲା  
କଶୀସ ଅଗ୍ରୱାଲ ନାଁ ରଖିଲେ ଇଣ୍ଡିଆ ବୁକ ଅଫ ରେକର୍ଡ ରେ ବୟସ ଦୁଇ ବର୍ଷ ନଅ ମାସ   07-May-2026
  ଜିଲ୍ଲା  
ସୁନ୍ଦରଗଡ଼ରେ ରାସ୍ତା ସମସ୍ୟା, ଗ୍ରାମବାସୀ ଅସୁବିଧାରେ   07-May-2026
  ରାଜ୍ୟ  
ଶିକ୍ଷା ସହିତ ପ୍ରତିଭା ବିକାଶ ଶିଶୁ ମାନଙ୍କୁ ସଂସ୍କାରିତ କରେ   07-May-2026
  ଜିଲ୍ଲା  
କୁରସୁଡରେ ଜନ ଆକ୍ରୋଶ ମହିଳା ପଦଯାତ୍ରା ଅନୁଷ୍ଠିତ   06-May-2026
  ରାଜ୍ୟ  
ବନ ବିଭାଗ ଚଢ଼ଉ ବଦଳରେ ଚୁପ୍ ରହିବା ନେଇ ସନ୍ଦେହ   06-May-2026
  ଜିଲ୍ଲା  
*ଉଲୁଣ୍ଡା ଅଞ୍ଚଳ ରେ ଗଞ୍ଜେଇ ଓ ମଦ ଜବତ*-   06-May-2026

You Might Also Like